ତାଜା ଖବର ରାଜ୍ୟ ସୁଭଦ୍ରା ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା: ଉପମୁଖ୍ୟମନ୍ତ୍ରୀ March 19, 2025 Papirani ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା ହିତାଧିକାରୀ।…
ତାଜା ଖବର ରାଜନୀତି ରାଜ୍ୟ ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍; ଅନୁମତି ଦେଲେ ଓପିଆଇଡି କୋର୍ଟ March 19, 2025 Papirani ବିଜେଡି ନେତା ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍ ।ଗତକାଲି ୫ ଦିନିଆ ରିମାଣ୍ଡ ପାଇଁ କ୍ରାଇମବ୍ରାଞ୍ଚ୍ ଆବେଦନ କରିଥିବା ବେଳେ ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଲେ…
ତାଜା ଖବର ରାଜ୍ୟ ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା; ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର March 19, 2025 Papirani ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା । ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର । ଏହାପରେ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ଫେବ୍ରୁଆରୀ ୧୭ ପୂର୍ବରୁ ନିର୍ମିତ ଆପାର୍ଟମେଣ୍ଟ ପଞ୍ଜୀରକଣ ପାଇଁ ହୋଇଥିଲା ବିଜ୍ଞପ୍ତି ।…
ତାଜା ଖବର ରାଜ୍ୟ ନବ ଦାସ ହତ୍ୟା ମାମଲା; ଝାରସୁଗୁଡା ବିମାନ ବନ୍ଦରରେ କ୍ରାଇମବ୍ରାଞ୍ଚ ଟିମର ଖୋଳତାଡ March 19, 2025 Papirani ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗତକାଲି ନବ ଦାସଙ୍କ ପରିବାରର ବୟାନ ରେକର୍ଡ ପରେ ଆକ୍ସନ ମୋଡରେ କ୍ରାଇମବ୍ରାଞ୍ଚ । ସାନି ତଦନ୍ତ ବେଳେ ଝାରସୁଗୁଡା ବିମାନ ବନ୍ଦରରେ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଆଜି ସକାଳୁ…
ତାଜା ଖବର ବ୍ୟବସାୟ ରାଜ୍ୟ ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ March 19, 2025 Papirani ଆଜିଠୁ ମାଟ୍ରିକ୍ ପରୀକ୍ଷା ଖାତା ମୂଲ୍ୟାୟନ । ପ୍ରାୟ ୧୩ ଦିନ ଧରି ଚାଲିବ ଏହି ଖାତାଦେଖା । ଏଥିଲାଗି ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସକାଳ ୧୦ ଟାରୁ ଖାତା ଦେଖା ଆରମ୍ଭ…
ତାଜା ଖବର ଦେଶ ୯ ମାସ ପରେ ମହାକାଶରୁ ଫେରିଲେ ସୁନୀତା ୱିଲିୟମ୍ସ March 19, 2025 Papirani ଦୀର୍ଘ ୯ ମାସ ପରେ ପୃଥିବୀ ପୃଷ୍ଠକୁଫେରିଲେ ସୁନୀତା ୱିଲିୟମ୍ସ। ସୁନୀତାଙ୍କ ସହ ୪ ଜଣ ମହାକାଶଚାରୀଙ୍କୁ ପୃଥିବୀକୁ ଫେରାଇଆଣିବାକୁ ବହୁ ଚେଷ୍ଟା ଆଜି ସଫଳ ହୋଇଛି । ସୁରକ୍ଷିତ ଭାବରେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ବୁଚ୍…