Day: 21 March 2025

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା

ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ହାଇକୋର୍ଟ ରେ କେସ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଟଙ୍କଧରଙ୍କ ଆପରାଧିକ ମାମଲା ସମ୍ପର୍କିତ…

ଆୟୁଷ୍ମାନ ଭାରତ ଯୋଜନା ସହ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ଓଡିଶା କ୍ୟାବିନେଟର ମଞ୍ଜୁରୀ

ଗତ କାଲି ୨୦୨୫ ମାର୍ଚ୍ଚ ୨୦ ତାରିଖରେ ରାଜ୍ୟ କ୍ୟାବିନେଟର ୧୬ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୭ଟି ବିଭାଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ…

କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କଂଗ୍ରେସର ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି । ୨୦୧୪ ରେ କଂଗ୍ରେସ…

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା

ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା । ଯଦି କୌଣସି ବ୍ୟକ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୁଏ ତେବେ ତାଙ୍କୁ ହସ୍ପିଟାଲରୁ ୧୦୯ ଆମ୍ବୁଲାନ୍ସ ଯୋଗେ ଘରକୁ କିମ୍ବା ଶ୍ମଶାନକୁ ନିଆଯିବ । ଏଥିପାଇଁ କୌଣସି ଅର୍ଥ…

ଟାଟା ପାୱାର ବିରୋଧରେ ରାଜରାସ୍ତାରେ ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ; ସାମିଲ ହେଲା ବିଜେଡି

ଟାଟା ପାୱାରର ମନମାନୀକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ । ବିଦ୍ୟୁତ ଉପଭୋକ୍ତା ଉପରେ ଟାଟା ପାୱାର ଶୋଷଣ ଓ ଅତ୍ୟାଚାର ବିରୁଦ୍ଧରେ ଆଜି ଲୋୟର ପିଏମଜିରେ ଆନ୍ଦୋଳନ କରିଛି ଓଡ଼ିଶା ବିଦ୍ୟୁତ ଉପଭୋକ୍ତା ମହାସଂଘ…

ବାଲିଯାତ୍ରାକୁ ଐତିହ୍ୟ ମାନ୍ୟତା ଦେବା ନେଇ ପ୍ରକ୍ରିୟା ଆରମ୍ଭ: ସୂର୍ଯ୍ୟବଂଶୀ ସୁରଜ

ବାଲିଯାତ୍ରାକୁ ଐତିହ୍ୟ ମାନ୍ୟତା ଦେବା ନେଇ ପ୍ରକ୍ରିୟା ଆରମ୍ଭ । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ସେ ଲିଖିତ ଉତ୍ତରରେ କହିଛନ୍ତି କଳା, ସଂସ୍କୃତି, ଐତିହ୍ୟ ଏବଂ ବାଣିଜ୍ୟ ଗନ୍ତାଘର କୁହାଯାଉଥିବା ବାଲିଯାତ୍ରା…

ଯାଜପୁର ଟାଟାଷ୍ଟିଲରେ ବିସ୍ଫୋରଣ; ୮ରୁ ଅଧିକ ଗୁରୁତର

ଯାଜପୁରରୋଡ଼ କଳିଙ୍ଗନଗର ଟାଟାଷ୍ଟିଲରେ ବିସ୍ଫୋରଣ। ଆଜି ପ୍ଲାଣ୍ଟର ଷ୍ଟିଲ ମେଲ୍ଟିଂ ସପରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଜଣେ ମହିଳା ସମେତ ଅତି କମରେ ଆଠ ଜଣ କର୍ମଚାରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ…

ସରକାରୀ ଟଙ୍କାରେ ଚାଲିଥିଲା ଗେମିଂ ଆପ୍‌ରେ ବେଟିଂ; ପିଇଓ ଗିରଫ

ସରକାରୀ ଅର୍ଥରେ କ୍ରିକେଟ୍ ବେଟିଂ । ୪୩ ଲକ୍ଷର ସରକାରୀ ଅର୍ଥରେ କ୍ରିକେଟ୍‌ ଓ ଗେମିଂ ଆପ୍‌ରେ ବେଟିଂ କରି ପିଇଓ ଗିରଫ । ସରକାରୀ ଅର୍ଥ ହେରଫେର ମାମଲାରେ ଭିଜିଲାନ୍ସ ଦ୍ୱାରା ଆଜି ଗିରଫ ହୋଇଛନ୍ତି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି…

ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ୍

ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ୍ । ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିଶ କ୍ରମେ ତାଙ୍କୁ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…

ବ୍ରହ୍ମପୁରରେ ବେଆଇନ ହୁକ୍କା ବାର୍ ଉପରେ ରେଡ୍

ବ୍ରହ୍ମପୁର ସହରରେ ବେଆଇନ ହୁକ୍କା ବାର୍ ଚଳାଉଥିବା ୮ଟି ହୋଟେଲ ଓ ରେଷ୍ଟୁରାଣ୍ଟରେ ଚଢାଉ କରିଛି ପୋଲିସ । ବେଆଇନ ହୁକ୍କା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ…