Day: 21 March 2025

ହାଇକୋର୍ଟ ଜଜ୍‌ଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା

ଦିଲ୍ଲୀ ହାଇକୋର୍ଟ ଜଜ୍‌ଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା । ଜଜ୍‌ ୟଶବନ୍ତ ବର୍ମାଙ୍କ ସରକାରୀ ଘରୁ ମିଳିଲା ଟଙ୍କା । ଘରେ ନିଆଁ ଲାଗିବାରୁ ଅଗ୍ନିଶମ ଟିମ୍‌ ଆସି ନିଆଁ ଲିଭାଇବା ବେଳେ ମିଳିଲା ବିପୁଳ ପରିମାଣର ଟଙ୍କା ।…

ଚେନ୍ନାଇ ବୈଠକକୁ ଯିବେନି ନବୀନ; ଅମର-ସଞ୍ଜୟଙ୍କୁ କଲେ ମନୋନୀତ

ଚେନ୍ନାଇରେ ସୀମା ପୁନଃ ନିର୍ଦ୍ଧାରଣ ସଂପର୍କିତ ବୈଠକରେ ଯୋଗଦେବେ ନାହିଁ ବିରୋଧି ଦଳ ନେତା ନବୀନ ପଟ୍ଟନାୟକ। କିନ୍ତୁ ଲିମିଟେସନ ମିଟିଂରେ ନବୀନଙ୍କ ପ୍ରତିନିଧି ଭାବେ ଯୋଗ ଦେବା ପାଇଁ ବିଜେଡିର ୨ ବରିଷ୍ଠ ନେତାଙ୍କୁ ମନୋନୀତ କରାଯାଇଥିବା ଜଣାପଡିଛି ।…

୧୧ମାସ ପୂର୍ବରୁ କର୍ତ୍ତୃପକ୍ଷଙ୍କଠାରେ ଅଭିଯୋଗ କରିଥିଲେ ମୃତ ନେପାଳୀଛାତ୍ରୀ: ଉଚ୍ଚଶିକ୍ଷା ମନ୍ତ୍ରୀ

ଆଜି ବିଧାନସଭା ଗୃହରେ ଉଠିଲା କିଟ୍‌ରେ ନେପାଳୀଛାତ୍ରୀଙ୍କ ହତ୍ୟା ମାମଲା। କିଟ୍‌ କାଣ୍ଡ ନେଇ ବିଧାନସଭାରେ ଉତ୍ତର ରଖିଲେ ଉଚ୍ଚଶିକ୍ଷା ମନ୍ତ୍ରୀ । ସେ କହିଛନ୍ତି ୧୧ ମାସ ପୂର୍ବରୁ କର୍ତ୍ତୃପକ୍ଷଙ୍କଠାରେ ଅଭିଯୋଗ କରିଥିଲେ ମୃତ ଛାତ୍ରୀ । ୨୦୨୪ ମାର୍ଚ୍ଚ…

ବିଧାନସଭାକୁ ଫେରିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି

ବିଧାନସଭାକୁ ଫେରିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ୭ ଦିନର ନିଲମ୍ବନ ପରେ ଆଜି ବିଧାନସଭା ପହଞ୍ଚିଲେ ତାରା ବାହିନୀପତି । ମୁଣ୍ଡିଆ ମାରି ବିଧାନସଭାକୁ ପ୍ରବେଶ କରିଛନ୍ତି ତାରା । ଆଜି କଂଗ୍ରେସ ବିଧାୟକମାନେ କଳା କପଡ଼ା ପିନ୍ଧିବା…

ଦ୍ବିତୀୟ ଦିନରେ ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ରେଡ୍; ମିଳୁଛି ପୁଳାପୁଳା ଟଙ୍କା

ଅନୁଗୁଳ କରଡ଼ ଗାଡ଼ିଆର ଜଣାଶୁଣା ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଜାରି ରହିଛି ରେଡ୍ । ଆୟକର ଫାଙ୍କିଥିବା ଅଭିଯୋଗରେ ଆଜି ବି ଦ୍ବିତୀୟ ଦିନରେ ଚଢ଼ାଉ ଜାରି ରଖିଛି ଆୟକର ବିଭାଗ। ମୋଟ୍ ୧୫ଟି ସ୍ଥାନରେ ରେଡ୍ କରୁଛି…

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା; ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ରାଜ୍ୟରେ ବଢୁଥିବା ତାପମାତ୍ରାରୁ ମିଳୁଛି ସାମାନ୍ୟ ଆଶ୍ବସ୍ତି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଏପରିକି ଆଗାମୀ ୩ଦିନ କୁଆପଥର ବର୍ଷା ମଧ୍ୟ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ…