Day: 24 March 2025

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ଵରରେ ପହଞ୍ଚିଲେ ରାଷ୍ଟ୍ରପତି । ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହାପରେ ରାଷ୍ଟ୍ରପତି ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯାଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ…

ରାଜଧାନୀରେ ନକଲି ପୋଲିସକୁ ଧରିଲା ଅସଲି ପୋଲିସ

ରାଜଧାନୀରେ ନକଲି ପୋଲିସ । ଜଣେ ନିଜକୁ ଡିଏସପି ଓ ଆଉ ଜଣେ ନିଜକୁ କନଷ୍ଟେବଲ୍‌ କହୁଥିବା ନକଲି ପୋଲିସକୁ ଗିରଫ କଲା ଅସଲି ପୋଲିସ । ଚେକିଂ ବ୍ଲକିଂ ବେଳେ ଧରିଲା ସହିଦ ନଗର ଥାନା ପୋଲିସ । ନକଲି…

ରାଜ୍ୟର ୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍: ମୁକେଶ ମହାଲିଙ୍ଗ

ଦିନକୁ ଦିନ ଇଣ୍ଟରନେଟ୍ ଉପରେ ନିର୍ଭରଶୀଳ ହେଉଛି ସର ବିଶ୍ଵ। ଏଭଳି ସମୟରେ ରାଜ୍ୟର ୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍ ସେବା । ବିଧାନସଭାରେ ଉଠିଲା ଗ୍ରାମରେ ଇଣ୍ଟରନେଟ୍ ପ୍ରସଙ୍ଗ । ଦୁଇ ଦିନର ବିରତି ପରେ ଆଜି ଆରମ୍ଭ ହୋଇଛି…

ଆଜି ନୂଆ ବିଦ୍ୟୁତ୍ ଟାରିଫ୍ ଘୋଷଣା

ଆଜି ଆସିବ ନୂଆ ବିଦ୍ୟୁତ ଟାରିଫ । ୨୦୨୫-୨୬ ଆର୍ଥିକବର୍ଷ ପାଇଁ ଟାରିଫ ଜାରି କରିବ ଓଇଆରସି । ବିଦ୍ୟୁତ କମ୍ପାନୀମାନଙ୍କ ସହ ଆଲୋଚନା ପରେ ଆସିବ ନୂଆ ଟାରିଫ । ଆଜି ଅପରାହ୍ଣ ୪ଟାରେ ଘୋଷଣା କରିବ ଓଇଆରସି ।…

ଅଙ୍ଗନବାଡ଼ି ଛତୁଆ ଖାଇ ୨ ଶିଶୁକନ୍ୟାଙ୍କ ମୃତ୍ୟୁ; ୨ ଗୁରୁତର

ଅଙ୍ଗନବାଡ଼ି ନାଁରେ ଆସିଲା ସାଂଘାତିକ ଅଭିଯୋଗ। ରାମଗିରି ହାଟପଦା ଅଙ୍ଗନବାଡ଼ିରୁ ମିଳିଥିବା ଛତୁଆ ଖାଇଥିବା ଅଭିଯୋଗ ହୋଇଛି । ଅଙ୍ଗନବାଡ଼ି ଛତୁଆ ଖାଇ ୨ ନାବାଳିକା ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ନେଇ ଅଭିଯୋଗ ହୋଇଛି।…