Day: 25 March 2025

ଛତିଶଗଡ଼ରେ ପୋଲିସ-ମାଓ ଗୁଳିବିନିମୟ; ୩ ମାଓବାଦୀ ନିହତ

ଛତିଶଗଡ଼ରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର । ଦନ୍ତେୱାଡ଼ା ଓ ବିଜାପୁର ଜିଲ୍ଳା ସୀମାନ୍ତରେ ଏନ୍‌କାଉଣ୍ଟର ହୋଇଛି । ପୋଲିସ ଏନ୍‌କାଉଣ୍ଟରରେ ୩ ହାର୍ଡକୋର୍ ମାଓବାଦୀ ନିହତ ହୋଇଛନ୍ତି । ଏହା ସହ ବନ୍ଧୁକ ସହ ବିପୁଳ ପରିମାଣର…

ଆଜି ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ; ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଆଜି ବିଧାନସଭା ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ଆଜି ବି ଅଚଳ ରହିଲା ଗୃହ । ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବିରୋଧୀଙ୍କ ପକ୍ଷରୁ ହୋହାଲ୍ଲା ଏବଂ ନାରାବାଜି କରିଥିଲେ । ବିଗତ ଦିନଗୁଡ଼ିକ ପରି ଆଜି ବି ବିଧାନସଭାରେ…

ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆଜି ସକାଳୁ ଭିଜିଲାନ୍ସର ଟିମ୍ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଘରେ ଚଢ଼ଉ କରିଛନ୍ତି । ଭୁବନେଶ୍ବର ସ୍ଥିତ ବାସଭବନରେ ଭିଜିଲାନ୍ସର ୨ଜଣିଆ ଟିମ୍‌ର ରେଡ୍‌ ହୋଇଛି ।…