Day: 28 March 2025

ମିଆଁମାରରେ ଦୁଇ ଥର ବଡ ଧରଣର ଭୂକମ୍ପ

ମିଆଁମାରରେ ଦୁଇ ଥର ଆଜି ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହା ତୀବ୍ରତା ୭.୭ ରେକର୍ଡ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି(ଏନସିଏସ) ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପର ଝଟକା ଏତେ…

ବିଧାୟକଙ୍କ ଦରମା ବୃଦ୍ଧି ଦାବି କଲେ ବିରୋଧୀ ଓ ଶାସକ ଦଳ

ବିଧାନସଭା ଗୃହରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି ପ୍ରସଙ୍ଗ । ଶୂନ୍ୟକାଳରେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଲେ ବିରୋଧୀ ଓ ଶାସକ ଦଳ । ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ୍ ଦାବି କରାଯାଇଛି । ଭାସ୍କର ମଢ଼େଇଙ୍କ…

ଖୁବଶୀଘ୍ର ୧୦ ହଜାର ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ୧୦ ହଜାର ଶିକ୍ଷକଙ୍କୁ ମିଳିବ ନିଯୁକ୍ତି ବୋଲି ଆଜି ବିଧାନସଭା ଗୃହ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ନୂଆ ସରକାର ଏପର୍ଯ୍ୟନ୍ତ ୧୮ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ଦେଇ…

ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ!

ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗ । ବନ୍ଦ ହୋଇଯାଇଥିବା ସ୍କୁଲକୁ ନେଇ ଆଜି ବିଧାନସଭା ଗୃହରେ ଅତାବିରା ବିଧାୟକ ନିହାର ମହାନନ୍ଦ କରିଥିବା ପ୍ରଶ୍ନ ବିଜେପି ସବୁ ବନ୍ଦ ସ୍କୁଲ ଖୋଲିବାକୁ ଘୋଷଣା କରିଥିଲା । ସ୍କୁଲ୍‌…

ନେପାଳୀ ଛାତ୍ରୀ ମୃତ୍ୟୁ ପାଇଁ କିଟକୁ ଦାୟୀ କଲେ ଏନଏଚଆରସି

କିଟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ବୋଲି ଦାୟୀ କଲେ ନ୍ୟାଶନାଲ ହ୍ୟୁମାନ ରାଇଟ୍ସ (ଏନଏଚଆରସି) । କିଟ୍ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ଦର୍ଶାଇଲେ ଏନଏଚଆରସି ଟିମ୍। ଏହା ସହ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ…