Month: March 2025

ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆସନ୍ତା ଏପ୍ରିଲ ୨ ତାରିଖରୁ ହେବ ସକାଳୁଆ ସ୍କୁଲ । ସକାଳ ୭ଟାରୁ ୯ ଟା ଯାଏ ଚାଲିବ ଅଙ୍ଗନବାଡ଼ି କେନ୍ଦ୍ର । ଖରାବଢ଼ିଲେ ଘରକୁ ପଠାଯିବ…

ବେଆଇନ ମାଙ୍କଡ଼ା ପଥର ଖାଦାନରେ ଚଢ଼ଉ; ୩୩ଟି ଗାଡ଼ି ଜବତ

ବେଆଇନ ମାଙ୍କଡ଼ାପଥର ଖାଦାନରେ ବଡ଼ ଧରଣର ଚଢାଉ । ଆଜି ସକାଳୁ ପୋଲିସ ଓ ଖଣି ବିଭାଗ ପକ୍ଷରୁ ମିଳିତ ଭାବେ ଖୋର୍ଦ୍ଧା ଉପକଣ୍ଠରେ ଥିବା ସରଧାପୁର ମାଙ୍କଡ଼ା ପଥର ଖଣି ଉପରେ ଚଢ଼ଉ କରାଯାଇଛି। ଏହି ଚଢ଼ାଉରେ ୨୩ଟି ୪…

୨୧ରେ ଓଡ଼ିଶା ଆସିବେନି ଅମିତ ଶାହ

୨୧ରେ ଓଡ଼ିଶା ଆସିବେ ନାହିଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ସ୍ଥଗିତ କରାଯାଇଥିବା ସୂଚନା । ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର ସୂଚନା ଦେଇଛନ୍ତି। ପରବର୍ତ୍ତୀ ସୂଚନା ନ…

ସୁଭଦ୍ରା ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା ହିତାଧିକାରୀ।…

ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍‌; ଅନୁମତି ଦେଲେ ଓପିଆଇଡି କୋର୍ଟ

ବିଜେଡି ନେତା ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍‌ ।ଗତକାଲି ୫ ଦିନିଆ ରିମାଣ୍ଡ ପାଇଁ କ୍ରାଇମବ୍ରାଞ୍ଚ୍‌ ଆବେଦନ କରିଥିବା ବେଳେ ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଲେ…

ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା; ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର

ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା । ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର । ଏହାପରେ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ଫେବ୍ରୁଆରୀ ୧୭ ପୂର୍ବରୁ ନିର୍ମିତ ଆପାର୍ଟମେଣ୍ଟ ପଞ୍ଜୀରକଣ ପାଇଁ ହୋଇଥିଲା ବିଜ୍ଞପ୍ତି ।…

ନବ ଦାସ ହତ୍ୟା ମାମଲା; ଝାରସୁଗୁଡା ବିମାନ ବନ୍ଦରରେ କ୍ରାଇମବ୍ରାଞ୍ଚ ଟିମର ଖୋଳତାଡ

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗତକାଲି ନବ ଦାସଙ୍କ ପରିବାରର ବୟାନ ରେକର୍ଡ ପରେ ଆକ୍ସନ ମୋଡରେ କ୍ରାଇମବ୍ରାଞ୍ଚ । ସାନି ତଦନ୍ତ ବେଳେ ଝାରସୁଗୁଡା ବିମାନ ବନ୍ଦରରେ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଆଜି ସକାଳୁ…

ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ

ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ । ପ୍ରାୟ ୧୩ ଦିନ ଧରି ଚାଲିବ ଏହି ଖାତାଦେଖା । ଏଥିଲାଗି ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସକାଳ ୧୦ ଟାରୁ ଖାତା ଦେଖା ଆରମ୍ଭ…

୯ ମାସ ପରେ ମହାକାଶରୁ ଫେରିଲେ ସୁନୀତା ୱିଲିୟମ୍ସ

ଦୀର୍ଘ ୯ ମାସ ପରେ ପୃଥିବୀ ପୃଷ୍ଠକୁଫେରିଲେ ସୁନୀତା ୱିଲିୟମ୍ସ। ସୁନୀତାଙ୍କ ସହ ୪ ଜଣ ମହାକାଶଚାରୀଙ୍କୁ ପୃଥିବୀକୁ ଫେରାଇଆଣିବାକୁ ବହୁ ଚେଷ୍ଟା ଆଜି ସଫଳ ହୋଇଛି । ସୁରକ୍ଷିତ ଭାବରେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ବୁଚ୍…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି । ସ୍କୁଲ ଗୁଡିକୁ ଯଥାଶୀଘ୍ର ସକାଳୁଆ କରିବା ପାଇଁ ତୁରନ୍ତ sop ଜାରି କରିବା ପାଇଁ…