Month: March 2025

ଆସିଲା ସୁଭଦ୍ରା ଟଙ୍କା; ଅଙ୍ଗନବାଡି କର୍ମୀଙ୍କ ପାଇଁ ପ୍ରୋତ୍ସାହନ ଘୋଷଣା

ଆସିଲା ସୁଭଦ୍ରାର ପଞ୍ଚମ କିସ୍ତି ଟଙ୍କା । ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ । ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଲା ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ପଞ୍ଚମ ପର୍ଯ୍ୟାୟ ଟଙ୍କାରେ…

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା; କୋର୍ଟରେ ହାଜର ହେଲେ ଅଭିଯୁକ୍ତ ପୁଞ୍ଜିଲାଲା ମେହେର

ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ଼ର ପାର୍ସଲ ବୋମା ଘଟଣାରେ ଆଜି କୋର୍ଟରେ ହଜାର ହେଲେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର । କୋର୍ଟରେ ଆଜି ତାଙ୍କ ବୟାନ ରେକର୍ଡ କରାଯିବ । ପୂର୍ବ ତାରିଖରେ ଅସୁସ୍ଥତା ଦେଖାଇ ସେ ମହଲତ ମାଗିଥିଲେ…

ଆତ୍ମଘାତୀ ଗୋଲ୍; ୧୯୯୧ରୁ ପାଳିତ ହୋଇ ଆସୁଥିବା ପଞ୍ଚାୟତିରାଜ ଦିବସକୁ ତାରିଖ ବଦଳାଇଲେ ମୋହନ ସରକାର

ପଞ୍ଚାୟତିରାଜ ଦିବସ ବିବାଦ ଆପେକ୍ଷିକ କି ଅନାପେକ୍ଷିକ, ତାହା ବଡ଼ ତର୍କର ବିଷୟ ହୋଇଯାଇଛି । ଅନାସକ୍ତ ଭାବେ ଏବଂ ସମ୍ପୂର୍ଣ ରାଜନୈତିକ ଦୃଷ୍ଟିକୋଣରୁ ବାହାରି ଏହାକୁ ବିଚାର କରିବା ଯଥାର୍ଥ ହେବ । ଅନୁଚିତ ବିବାଦ ଦ୍ବାରା ଅନିଚ୍ଛା ସତ୍ତ୍ୱେ…

ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଠିକଣା । ଆଜି ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିନ ୧୦.୪୭ରେ ଗୃହ ପ୍ରବେଶ କଲେ ମୋହନ ଚରଣ ମାଝୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ପୂଜା ଅର୍ଚ୍ଚନା ପରେ…

ଆଜି ସରୁଛି ମାଟ୍ରିକ ପରୀକ୍ଷା; ୧୯ରୁ ଆରମ୍ଭ ଖାତା ଦେଖା

ଆଜି ସରୁଛି ମାଟ୍ରିକ ପରୀକ୍ଷା । ଶେଷ ଦିନରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିଲା ମାଟ୍ରିକ ପରୀକ୍ଷା ଆଜି ଶେଷ ହେଉଛି। ଚଳିତ ବର୍ଷ ୫ ଲକ୍ଷରୁ ଅଧିକ…

ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର ପ୍ରଦୀପ ମହାନ୍ତି

ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର। ରାଜ୍ୟ ପରିବହନ ପ୍ରାଧିକରଣର ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଘର, ଅଫିସ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ। ଭୁବନେଶ୍ବର, କଟକ, ଖୋର୍ଦ୍ଧା, ପୁରୀ…

ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌ ରେ ଭାରତ ଓ ନ୍ୟୁଜିଲାଣ୍ଡ

ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ, ଦକ୍ଷିଣ ଆଫ୍ରିକା ବିପକ୍ଷରେ ୫୦ ଓଭରରେ ୩୬୨ ରନ କରି ବିଜୟ ହାସଲ କରିଛି । ଏଥିସହ ମାର୍ଚ୍ଚ ୯ ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମହାମୁକାବିଲା ହେବାକୁ ଯାଉଛି । ପ୍ରଥମ…

ଖୁବ ଶୀଘ୍ର ଭୁବନେଶ୍ୱରରୁ ଗାଜିଆବାଦ ଏବଂ ପୋର୍ଟ ବ୍ଲେୟାରକୁ ଉଡ଼ିବ ବିମାନ

ଓଡ଼ିଶାର ନୂଆ ଗନ୍ତବ୍ୟ ନୀତି ଅଧୀନରେ ଉତ୍ତରପ୍ରଦେଶର ଗାଜିଆବାଦର ହିଣ୍ଡନ ବିମାନ ବନ୍ଦର ଏବଂ ଆଣ୍ଡାମାନର ପୋର୍ଟ ବ୍ଲେୟାରକୁ ଭୁବନେଶ୍ୱରରୁ ଖୁବ ଶୀଘ୍ର ଉଡ଼ିବ ବିମାନ । ଆସନ୍ତା ୩୦ ତାରିଖରୁ ଆରମ୍ଭ ହେବ ଏହି ବିମାନ ସେବା । ରାଜ୍ୟର…

ଯାଜପୁରରେ ବିଜୁ ବାବୁଙ୍କ ବିଶାଳ ପ୍ରତିମୂର୍ତ୍ତୀ ଉନ୍ମୋଚନ

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କର ୧୦୯ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଆଜି ଯାଜପୁରରେ ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତୀ ଉନ୍ମୋଚନ ହୋଇଛି । ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠି, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ସମେତ…

ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ସମାରୋହ କୁ ଆସିଲେନି ନବୀନ

ଆଜି ଭୁବନେଶ୍ୱର ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଛି ରାଜ୍ୟ ସ୍ତରୀୟ ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉତ୍ସବ । ବିଶିଷ୍ଟ ଅତିଥି ଭାବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ…