Month: March 2025

ଭିଆରଏସ୍ ନେଲେ ସୁଜାତା କାର୍ତ୍ତିକେୟନ!

୨୦୦୦ ବ୍ୟାଚ୍‌ର ଆଇଏଏସ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ଭିଆରଏସ୍ ନେଇଥିବା ସୂଚନା । ପ୍ରାୟ ୧୫ ଦିନ ତଳେ କେନ୍ଦ୍ର ନିକଟରେ ଆବେଦନ କରିଥିଲେ । ହେଲେ ଏନେଇ ସରକାରୀସ୍ତରରେ ବାହାରକୁ ଖବର ପ୍ରକାଶ ପାଇ ନ ଥିଲା ।…

ଦ୍ଵାଦଶାହରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱରରେ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ସ୍ୱର୍ଗତଃ ଡା.ଦେବେନ୍ଦ୍ର ପ୍ରଧାନଙ୍କ ଦ୍ଵାଦଶାହରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପତି, ବିହାର ରାଜ୍ୟପାଳ…

ଓଡିଶାରେ ୧୦ ଲକ୍ଷ ମହିଳା ହେଲେ ଲକ୍ଷପତି ଦିଦି

ଲକ୍ଷପତି ଦିଦି ଯୋଜନାର ସଫଳତା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ରାଜ୍ୟରେ ୧୦ ଲକ୍ଷ ମହିଳା ଉଦ୍ୟୋଗୀ, ଲକ୍ଷପତି ଭାବେ ସ୍ଥାନ ସୁନିଶ୍ଚିତ କରିଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିବା ପୂର୍ବରୁ ୨ ଲକ୍ଷ ଲକ୍ଷପତି ଦିଦି…

ପ୍ରକାଶ ପାଇଲା ୨୦୨୪ OSSTET ପରୀକ୍ଷାଫଳ

ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ଦ୍ୱାରା ପରିଚାଳିତ ୨୦୨୪ ବର୍ଷର ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ଫଳାଫଳ ପ୍ରକାଶ ପାଇଛି । ପରୀକ୍ଷାର୍ଥୀ ସେମାନଙ୍କ ପରୀକ୍ଷାଫଳ www.bseodisha.ac.in ୱେବସାଇଟରୁ ଜାଣିପାରିବେ ଏବଂ ଡିଜିଟାଲ ସାର୍ଟିଫିକେଟ ଡାଉନଲୋଡ୍‌ କରିପାରିବେ…

ବଢ଼ିବ ବାୟୁସେନାର ଶକ୍ତି, ଦେଶର ବଡ଼ ପ୍ରତିରକ୍ଷା ଡିଲ୍‌କୁ ଅନୁମୋଦନ

ଆହୁରି ଶକ୍ତିଶାଳୀ ହେବ ବାୟୁସେନା । ଦେଶର ବଡ଼ ପ୍ରତିରକ୍ଷା ଡିଲ୍‌କୁ ଅନୁମୋଦନ । ହିନ୍ଦୁସ୍ତାନ ଏରୋନୋଟିକାଲ ଲିମିଟେଡ (HAL) ଠାରୁ ଭାରତୀୟ ସେନା ଏବଂ ବାୟୁସେନା ପାଇଁ ୧୫୬ଟି ମେଡ୍ ଇନ୍ ଇଣ୍ଡିଆ ହାଲୁକା ଯୁଦ୍ଧ ହେଲିକପ୍ଟର ‘ପ୍ରଚଣ୍ଡ’ ହେଲିକପ୍ଟର…

ମଇ ୧୫ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବାକୁ ଯାଉଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ର ପରୀକ୍ଷା ଫଳ । ଏପ୍ରିଲ ୨ରୁ ୧୪…

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ମିଳିଲା ନୂଆ ଦାୟିତ୍ବ । ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC)ର ଅଧ୍ୟକ୍ଷ ଭାବେ ପ୍ରଦୀପ ଜେନାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ସୁରେଶ ମହାପାତ୍ରଙ୍କ ପରେ ଖାଲି ପଡ଼ିଥିଲା ଏହି…

ଭୁବନେଶ୍ଵରରେ ଭିଆଇପି/ଭିଭିଆଇପିଙ୍କ ଆଗମନ; ସନ୍ଧ୍ୟା ୫ଟାରୁ ରାସ୍ତା ଭିଡ଼ ହେବା ନେଇ ଲାଗୁ ହେଲା ଟ୍ରାଫିକ୍ କଟକଣା

ଭୁବନେଶ୍ଵରରେ ଭିଆଇପି/ଭିଭିଆଇପିଙ୍କ ଆଗମନକୁ ନେଇ ଲାଗୁ ହେଲା ଟ୍ରାଫିକ କଟକଣା । ଦେବେନ୍ଦ୍ର ପ୍ରଧାନଙ୍କ ଦ୍ୱାଦଶ ଦିନର ରୀତିନୀତିରେ ଯୋଗ ଦେବାକୁ ଆସୁଛନ୍ତି ଭିଆଇପି/ଭିଭିଆଇପି । ତେଣୁ ଆଜି ସନ୍ଧ୍ୟାଠୁ ରାଜଧାନୀ ରାଜରାସ୍ତାରେ ଭିଡ଼ ହେବାର ସମ୍ଭାବନା ରହିଛି। ଏଥିପାଇଁ କମିଶନରେଟ୍…

ବଢ଼ିଲା କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। କେନ୍ଦ୍ର କ୍ୟାବିନେଟ ଆଜି କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୨ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହା ସହିତ ବର୍ତ୍ତମାନ କେନ୍ଦ୍ର କର୍ମଚାରୀ ଓ ପେନସନଧାରୀଙ୍କ ଡିଏ ଓ ଡିଆର ୫୩ ପ୍ରତିଶତ…

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ହେଲଥ ଅଫିସର ତଥା ତାଳଚେର ସବ-ଡିଭିଜନ ହସ୍ପିଟାଲର ମେଡ଼ିକାଲର ଡାକ୍ତର ନିଶିଥ ନିଶାନ୍ତ ମାଲୁଙ୍କୁ ମିଳିଲା ଜେଲ୍‌ ଦଣ୍ଡା ।…