Month: March 2025

ଭୂକମ୍ପରେ ଥରିଲା ମିଆଁମାରା; ଥାଇଲାଣ୍ଡରେ ଏମରଜେନ୍ସି ଘୋଷଣା କଲେ ସରକାର

ଭୟଙ୍କର ଭୂକମ୍ପରେ ଥରିଉଠିଲା ମିଆଁମାରା । ମିଆଁମାରରେ ଲଗାତାର ୨ଟି ଭୁକମ୍ପ ହୋଇଥିବା ବେଳେ ଏହାର ତୀବ୍ରତା ୭.୭ ଏବଂ ୭.୨ ରହିଥିଲା, ଯାହାର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହା ସହ ଅନେକ ମୃତାହତ ହୋଇଥିବା ଜଣାପଡ଼ିଛି ।ବିଭିନ୍ନ ସ୍ଥାନରେ…

ମିଆଁମାରରେ ଦୁଇ ଥର ବଡ ଧରଣର ଭୂକମ୍ପ

ମିଆଁମାରରେ ଦୁଇ ଥର ଆଜି ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହା ତୀବ୍ରତା ୭.୭ ରେକର୍ଡ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି(ଏନସିଏସ) ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପର ଝଟକା ଏତେ…

ବିଧାୟକଙ୍କ ଦରମା ବୃଦ୍ଧି ଦାବି କଲେ ବିରୋଧୀ ଓ ଶାସକ ଦଳ

ବିଧାନସଭା ଗୃହରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି ପ୍ରସଙ୍ଗ । ଶୂନ୍ୟକାଳରେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଲେ ବିରୋଧୀ ଓ ଶାସକ ଦଳ । ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ୍ ଦାବି କରାଯାଇଛି । ଭାସ୍କର ମଢ଼େଇଙ୍କ…

ଖୁବଶୀଘ୍ର ୧୦ ହଜାର ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ୧୦ ହଜାର ଶିକ୍ଷକଙ୍କୁ ମିଳିବ ନିଯୁକ୍ତି ବୋଲି ଆଜି ବିଧାନସଭା ଗୃହ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ନୂଆ ସରକାର ଏପର୍ଯ୍ୟନ୍ତ ୧୮ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ଦେଇ…

ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ!

ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗ । ବନ୍ଦ ହୋଇଯାଇଥିବା ସ୍କୁଲକୁ ନେଇ ଆଜି ବିଧାନସଭା ଗୃହରେ ଅତାବିରା ବିଧାୟକ ନିହାର ମହାନନ୍ଦ କରିଥିବା ପ୍ରଶ୍ନ ବିଜେପି ସବୁ ବନ୍ଦ ସ୍କୁଲ ଖୋଲିବାକୁ ଘୋଷଣା କରିଥିଲା । ସ୍କୁଲ୍‌…

ନେପାଳୀ ଛାତ୍ରୀ ମୃତ୍ୟୁ ପାଇଁ କିଟକୁ ଦାୟୀ କଲେ ଏନଏଚଆରସି

କିଟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ବୋଲି ଦାୟୀ କଲେ ନ୍ୟାଶନାଲ ହ୍ୟୁମାନ ରାଇଟ୍ସ (ଏନଏଚଆରସି) । କିଟ୍ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ଦର୍ଶାଇଲେ ଏନଏଚଆରସି ଟିମ୍। ଏହା ସହ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ…

ରାଜ୍ୟର ଆଉ ୮ ସହରକୁ ମିଳିବ ‘ଆମ ବସ୍‌’ ସେବା

ରାଜ୍ୟର ଆଉ ୮ ସହରକୁ ଆମ ବସ ସେବା ଯୋଗାଇ ଦିଆଯିବ ବୋଲି କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ତରଫରୁ ସୂଚନା ମିଳିଛି । କ୍ରୁଟର ୪୯ତମ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର,…

ଆହତ ପୋଲିସ କର୍ମଚାରୀ ଏବଂ ସାମ୍ବାଦିକଙ୍କୁ ଭେଟିଲେ ଡିଜିପି ଖୁରାନିଆ

ଭୁବନେଶ୍ୱର ଲୋୟରପିଏମଜି ଠାରେ ବିକ୍ଷୋଭକାରୀଙ୍କ ଆକ୍ରମଣର ଶିକାର ହୋଇ ଗୁରୁତର ଆହତ ଅବସ୍ଥାରେ କ୍ୟାପିଟାଲ ହସପିଟାଲରେ ଚିକିତ୍ସାଧୀନ ହେଉଥିବା ପୋଲିସ କର୍ମଚାରୀ ଏବଂ ଆହତ ସାମ୍ବାଦିକ ପ୍ରଭାତ ବିଷୋୟୀଙ୍କୁ, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସାକ୍ଷାତ କରିବା ସହ…

ଆହତ ପୋଲିସ କର୍ମଚାରୀଙ୍କୁ ଭେଟିଲେ ମନମୋହନ ସାମଲ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଯାଇ ଆହତ ହୋଇଥିବା ପୋଲିସ କର୍ମଚାରୀଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ରାଜନୀତିରେ ହିଂସାର ସ୍ଥାନ ନାହିଁ । ଅପରାଧୀମାନଙ୍କୁ ପ୍ରଥମେ ରାଜନୀତିରେ ସ୍ଥାନ ଦେଇଥିଲା କଂଗ୍ରେସ ଦଳ…

୩ ଦିନ ପାଇଁ ହିଟ୍‌ୱେଭ୍‌ ୱାର୍ଣ୍ଣି ଜାରି

ଆଗାମୀ ୩ ଦିନ ପାଇଁ ଜାରି ହେଲା ହିଟ୍‌ ୱେଭ୍‌ ୱାର୍ଣ୍ଣି। ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି କିଛି ସ୍ଥାନରେ…