Day: 16 April 2025

ବାରିପଦାରେ ଆୟୋଜିତ ହେଲା ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା ଓ ଏସସି-ଏସଟି ହବ୍ କନକ୍ଲେଭ୍

ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି “ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଏବଂ ଜାତୀୟ ଏସସି-ଏସଟି ହବ୍ କନକ୍ଲେଭ”। ଏଥିରେ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଏହି ଅବସରରେ,…

ଭୁବନେଶ୍ବରରେ ୟୁପି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ

ଓଡ଼ିଶାରେ ୟୁପି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦି ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବ । ପତ୍ନୀ ସାଂସଦ ଡିମ୍ପଲ୍ ଯାଦବଙ୍କ ସହ ଭୁବନେଶ୍ବରରେ ପହଞ୍ଚିଲେ ଅଖିଳେଶ । ଓଡ଼ିଶା ଗ୍ରସ୍ତର କାରଣ କିଛି ରାଜନୈତିକ କାର୍ଯ୍ୟକ୍ରମ ଅଛି ନା ନାହିଁ ତାହା…

ଭୂମିକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ

ଆଜି ଆଫଗାନିସ୍ତାନରେ ଭୂମିକମ୍ପର ତୀବ୍ର ଝଟକା ଅନୁଭୂତ ହୋଇଛି । ଆଜି ଭୋର ୪ଟା ୪୩ ମିନିଟ ସମୟରେ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ରିକ୍ଟର ସ୍କେଲରେ ତୀବ୍ରତା ରହିଛି ୬.୪ ବୋଲି ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର…

ଛତିଶଗଡରେ ଏନକାଉଣ୍ଟର; ଦୁଇ ମାଓବାଦୀ ନିହତ

ଓଡିଶା ମାଲକାନଗିରି ସୀମାନ୍ତ ଛତିଶଗଡ଼ ଅଞ୍ଚଳରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ । ମଙ୍ଗଳବାର ଆରମ୍ଭ ହୋଇଥିବା ସର୍ଚ୍ଚ ଅପରେସନରେ ଏପରି ସଫଳତା ମିଳିଛି । ପୋଲିସର ଗୁଳିରେ ଦୁଇ ମୁଖ୍ୟ ଦୁର୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି ।…

ଏଇଇଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ରେଡ୍‌ । ଢେଙ୍କାନାଳ ଜିଲ୍ଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ…