Day: 17 April 2025

ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ

ଆଜି ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ । ୯ମ ଥର ପାଇଁ ଏକମାତ୍ର ପାର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ ।…

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଆଜି ଏକଦିନିକିଆ ଗସ୍ତରେ ଆଜି ଓଡିଶାରେ ପହଞ୍ଚିଲେ କେନ୍ଦ୍ର ସଡ଼କ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଛନ୍ତି ନୀତିନ । ଗଡକାରୀଙ୍କୁ ବିମାନବନ୍ଦରରୁ ସ୍ବାଗତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଥିଲେ।…

ଆଜି ବିଜୁ ପଟ୍ଟନାୟଙ୍କ ୨୮ତମ ଶ୍ରାଦ୍ଧ ଦିବସ; ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଆଜି ହେଉଛି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ତିରୋଧାନ ଦିବସ । ଏଥିପାଇଁ ବିଭିନ୍ନସ୍ଥାନରେ ଶ୍ରଦ୍ଧାଞ୍ଜଳୀ ସଭାର ଆୟୋଜନ କରାଯାଇଛି । ସାରାରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ଏହି…

ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ଦିବସ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ…

କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର

କଟକରେ ଡବଲ୍ ଏନକାଉଣ୍ଟର । ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ଚୌଦ୍ୱାର ପୋଲିସ ଓ ସ୍ପେଶାଲ୍ ସ୍କ୍ବାଡ୍ । ଦୁଇ ଅଭିଯୁକ୍ତ ହେଲେ ଶୁଭ୍ରାଂଶୁ ପରିଡା ଓ କଟାଶ ରାଉତ । ବୁଧବାର ବିଳମ୍ବିତ ରାତିରେ ଚୌଦ୍ୱାର ଥାନା ଇଦ୍ରାଣୀ ପାଟଣାରେ…