Day: 23 April 2025

ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୩ ସଂପୃକ୍ତ ଆତଙ୍କବାଦୀଙ୍କ ସ୍କେଚ୍ ଜାରି

ପହଲଗାମ ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି । ତେବେ ଏହାରି ମଧ୍ୟରେ ଗୁଇନ୍ଦା ବିଭାଗ ଆକ୍ରମଣରେ ସଂପୃକ୍ତ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି । ଏହା ପରେ ଆତଙ୍କବାଦୀଙ୍କ ଏକ ଫଟୋ ମଧ୍ୟ ସାମ୍ନାକୁ ଆସିଛି । ସେମାନେ…

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ…

ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା: ଶ୍ରୀନଗରରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଅମିତ ଶାହ

ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି। ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ପର୍ଯ୍ୟଟକଙ୍କ ମୃତଦେହକୁ ପୋଲିସ କଣ୍ଟ୍ରୋଲ ରୁମ୍‌ରେ ରଖାଯାଇଥିବା ବେଳେ ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀନଗରର ପୋଲିସ ନିୟନ୍ତ୍ରଣ…

ପହଲଗାମ୍ ଆତଙ୍କୀ ଆକ୍ରମଣ: ଆଜି ଭୁବନେଶ୍ବର ପହଞ୍ଚିବ ଓଡ଼ିଆ ଯୁବକଙ୍କ ମୃତଦେହ

କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଆତଙ୍କୀ ହମଲାରେ ପ୍ରାଣ ହରାଇଥିବା ଓଡ଼ିଶାର ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଆଜି ଓଡ଼ିଶାରେ ପହଁଚିବ । ଏ ନେଇ ତାଙ୍କ ବଡ଼ଭାଇ ସୂଚନା ଦେଇଛନ୍ତି । ସେ…

ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା; ଶାହଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ

କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ବିଶ୍ବବ୍ୟାପୀ ନିନ୍ଦା କରୁଥିବା ବେଳେ ଆଜି ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣାକୁ ନେଇ ଆଜି ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହେଲେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ । ପହଲଗାମରେ ହୋଇଥିବା ଆତଙ୍କି…

ସାଉଦି ଗସ୍ତ ରଦ୍ଦ କରି ଭାରତ ଫେରିଲେ ମୋଦି; ଉଚ୍ଚସ୍ତରୀୟ ବୈଠକରେ ସାମିଲ

ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସାଉଦି ଆରବର ନିଜର ଦୁଇ ଦିନିଆ ସାଉଦି ଆରବ ଗସ୍ତକୁ ଅଧାରେ ଛାଡି ସ୍ୱଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ସକାଳୁ ସାଉଦି ଆରବରୁ ଆସି ଦିଲ୍ଲୀ ପହଞ୍ଚିବା ପରେ ପହଲଗାମ…

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ଦେବ ପ୍ରସାଦ ଦାଶ ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ଵତନ୍ତ୍ର…