Day: 23 April 2025

୬ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ଅଙ୍ଗନବାଡି ସୁପରଭାଇଜର ପଦବୀ ପାଇଁ ସର୍ବନିମ୍ନ ଯୋଗ୍ୟତା ଗ୍ରାଜୁଏସନ

ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ, ଲୋକସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୁଧବାର ଦିନ ଓଡ଼ିଶା କ୍ୟାବିନେଟ୍ ୬ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ୧. ଏଣିକି ଅଙ୍ଗନବାଡି ସୁପରଭାଇଜର ପଦବୀ ପାଇଁ ସର୍ବନିମ୍ନ ଯୋଗ୍ୟତା ଗ୍ରାଜୁଏସନ ରହିବ…

ପାକିସ୍ତାନୀଙ୍କୁ ଭାରତ ମନା, ପାକିସ୍ତାନ ସହ ସିନ୍ଧୁ ଜଳ ଚୁକ୍ତି ବାତିଲ

ପହଲଗାମ୍‌ ନରସଂହାର ଘଟଣାକୁ ନେଇ ଦେଶ ସ୍ତବ୍ଧ ପାଲଟି ଯାଇଥିବାବେଳେ ଆଜି ବୈଦେଶିକ ମନ୍ତ୍ରାଳୟ ପାକିସ୍ତାନ ବିରୋଧରେ କଠୋର ପଦକ୍ଷେପ ନେଇଛି । ଦୁଇ ଦେଶ ମଧ୍ୟରେ ସ୍ଵାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଭାରତରେ ରହୁଥିବା ସମସ୍ତ ପାକିସ୍ତାନୀ…

ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧିନସ୍ଥ ଓଡ଼ିଶା ଜଳ ବିଦ୍ୟୁତ ନିଗମ (OHPC) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ…

ରାଜ୍ୟରେ ଗଠନ ହେବ ୨୦ ନୂଆ ଏନଏସି

ରାଜ୍ୟରେ ଆଉ ୨୦ଟି ନୂଆ ଏନଏସି ଗଠନ ହେବା ନେଇ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଘୋଷଣା କରିଛନ୍ତି । ଏହି ସମ୍ବନ୍ଧୀୟ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ନଗର ଉନ୍ନୟନ ବିଭାଗ ପଠାଇଛି ।…

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ସାଂସଦ ସୁଲତା ଦେଓ

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ବିବେକ ଅନୁସାରେ ଭୋଟ୍‌ ଦେବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିବା ଦେଓ କହିଛନ୍ତି । ରାଜ୍ୟସଭାରେ ବିଜେଡିର ୭ ସଦସ୍ୟ ଥିବାବେଳେ ୪…

କଂଗ୍ରେସ ଡ଼ାକିଲା CWC ବୈଠକ

କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ କଂଗ୍ରେସ୍ ଡ଼ାକିଲା CWC ବୈଠକ । ଆଜି ଆମେରିକା ଗସ୍ତରୁ ଫେରୁଛନ୍ତି ରାହୁଲ ଗାନ୍ଧୀ । ଫେରିବା ପରେ ଆସନ୍ତାକାଲି ବସିବ CWCର ଜରୁରୀକାଳୀନ ବୈଠକ । ଏହାପୂର୍ବରୁ ଆଜି ଆତଙ୍କବାଦୀ ଆକ୍ରମଣକୁ ନେଇ…

ପୂର୍ତ୍ତ ବିଭାଗର ବିଭାଗର “ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପ ଗୁଡିକ ନିର୍ଭୁଲ ଭାବରେ…

ଶ୍ରୀନଗରରୁ ଦିଲ୍ଲୀ ଓ ମୁମ୍ବାଇ ପାଇଁ ଉଡ଼ିବ ଏୟାର ଇଣ୍ଡିଆର ୨ଟି ଅତିରିକ୍ତ ବିମାନ

ପହଲାଗାମ ଆତଙ୍କୀ ଆକ୍ରମଣ ପରେ ଭୟଭୀତ ହୋଇପଡ଼ିଛନ୍ତି ସେଠାକୁ ଯାଇଥିବା ପର୍ଯ୍ୟଟକ । ସେମାନେ କିପରି ନିଜ ଘରକୁ ଫେରିବେ ସେନେଇ ଚିନ୍ତିତ ଅଛନ୍ତି । ଏହାରି ଭିତରେ ଜାମ୍ମୁ କାଶ୍ମୀର ବିମାନ ବନ୍ଦରରେ ଆଜି ପ୍ରବଳ ଭିଡ଼ ଦେଖିବାକୁ ମିଳିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଅଜିତ ଡୋଭାଲ; ଆକ୍ରମଣକୁ ନେଇ ସନ୍ଧ୍ୟା ୬ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଏନ୍‌ଏସ୍‌ଏ ଅଜିତ ଡୋଭାଲ । ଜାମ୍ମୁ-କାଶ୍ମୀର ସ୍ଥିତି ନେଇ ଅବଗତ କରାଇଛନ୍ତି । ପହଲାଗାମ ଆତଙ୍କୀ ହାମଲାରେ ଘଟଣାକୁ ନେଇ ଆଜି ସନ୍ଧ୍ୟାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସନ୍ଧ୍ୟା ୬ଟାରେ ଏହି…

ରାଜ୍ୟ କ୍ୟାବିନେଟ୍‌ରେ ୭ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି । ଏହି କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଦୀର୍ଘ ଅଢେଇ ଘଣ୍ଟା ଧରି…