Day: 25 April 2025

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି

ଯାଜପୁର-ଧାମରା ପୋର୍ଟ ରେଳ ଲାଇନ୍ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖିଛନ୍ତି । ପ୍ରାଥମିକତା ଭିତ୍ତିରେ ରେଳ ଲାଇନ୍ ପ୍ରକଳ୍ପ ସାରିବାକୁ ରାଜ୍ୟ ସରକାର ଦାବି କରିଛନ୍ତି । ରେଳ…

ମାଲକାନଗିରି ପିଏ ମୃତ୍ୟୁ ମାମଲା: ଆଇଏଏସ୍‌ ମନିଷ ଅଗ୍ରୱାଲଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ବ୍ୟକ୍ତିଗତ ସହାୟକ (ପିଏ) ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ଆଇଏଏସ୍‌ ମନିଷ ଅଗ୍ରୱାଲଙ୍କୁ ଝଟକା ଲାଗିଛି । ଓଡିଶା ହାଇକୋର୍ଟରେ ମନୀଷ ଅଗ୍ରୱାଲଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଯାଇଛି । ତତ୍କାଳୀନ ମାଲକାନଗିରି ଜିଲ୍ଲାପାଳ ମନିଷ କାର୍ଯ୍ୟ କରୁଥିବା ସମୟରେ…

ବର୍ଷାଙ୍କୁ ଭରଣପୋଷଣ କିମ୍ବା କ୍ଷତିପୂରଣ ଦେବେନି ଅନୁଭବ

ବହୁ ଚର୍ଚ୍ଚିତ ଓଲିଉଡ ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନେଇ ପୁଣି ଖବର ଆସିଛି । ବାହାଘର ପରେ ଘରୋଇ ନିର୍ଯାତନା ନେଇ ଅନୁଭବ ଏବଂ ତାଙ୍କ ପରିବାର ଲୋକଙ୍କ ନାଁରେ ଅଭିଯୋଗ ଆଣିଥିଲେ ବର୍ଷା ।…

ଗ୍ରୀଷ୍ମ ପ୍ରବାହରୁ ମିଳିବ ଆଶ୍ୱସ୍ତି; ମେ ୧ ତାରିଖ ଯାଏଁ ରାଜ୍ୟରେ ବର୍ଷା

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ମିଳିବାକୁ ଯାଉଛି ଆଶ୍ୱସ୍ତି । ଆସନ୍ତା କାଲିଠାରୁ ମେ ୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କାଲି ମୟୁରଭଞ୍ଜ ଓ ଦକ୍ଷିଣ…

ଇଣ୍ଡିଆ ଷ୍ଟିଲ୍‌ ସମ୍ମିଳନୀ ୨୦୨୫ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଓଡ଼ିଶାରେ ପ୍ରତିଷ୍ଠା ହେବ ଷ୍ଟିଲପ୍ଲାଣ୍ଟ

ମୁମ୍ବାଇ ଗସ୍ତରେ ଶିଳ୍ପପତିଙ୍କୁ ଭେଟିବା ସହ ଓଡ଼ିଶା ଆସି ପୁଞ୍ଜିନିବେଶ କରିବାକୁ ଆହ୍ବାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ଆଜି ମୁମ୍ବାଇର ବମ୍ବେ ପ୍ରଦର୍ଶନୀ କେନ୍ଦ୍ରରେ ଆରମ୍ଭ ଇଣ୍ଡିଆ ଷ୍ଟିଲ୍ ୨୦୨୫ ସମ୍ମିଳନୀରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ…

ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଗଣମାଧ୍ୟମଙ୍କୁ ଧନ୍ୟବାଦ ଦେଲେ ପ୍ରଭାତୀ ପରିଡା

ମହିଳା ଓ ଶିଶୁ ବିକାଶ ଆନୁକୂଲ୍ୟରେ ଆଜି ଭୁବନେଶ୍ୱରରେ ଆୟୋଜିତ “ଗଣମାଧ୍ୟମ ସହ କଥାବାର୍ତ୍ତା” କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହ ଏହି ଯୋଜନାକୁ ଆହୁରି ଉନ୍ନତ…

ପହଲଗାମରେ ଆତଙ୍କୀ ଆକ୍ରମଣରେ ଆହତଙ୍କୁ ଭେଟିଲେ ରାହୁଲ ଗାନ୍ଧି

ଦକ୍ଷିଣ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆଜି ଶ୍ରୀନଗର ଗସ୍ତ କରିଛନ୍ତି। ସେଠାରେ ଆକ୍ରମଣରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଭେଟିବା ପାଇଁ ୯୨ ବେସ ଆର୍ମି ହସ୍ପିଟାଲ…

ଓଡ଼ିଶାରେ ଅଛନ୍ତି ୧୨ ପାକିସ୍ତାନୀ 

ଓଡ଼ିଶାରେ ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ପାକିସ୍ତାନୀ ।ସେମାନଙ୍କୁ ଭାରତ ଛାଡ଼ିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି ।…

ମିଳିଲାନି ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ; ତାତିଲେ ଲୋକେ

ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବିରେ ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣିରେ ଚାଲିଛି ଆନ୍ଦୋଳନ । ୧୫ ବର୍ଷ ହେବ ପ୍ରତିଶ୍ରୁତି ଦେଇ ବି ପୂରଣ କରୁନି ଏମସିଏଲ୍। ସେଥିପାଇଁ ତାତିଛନ୍ତି ଲୋକେ ଓ ଆରମ୍ଭ କରିଛନ୍ତି…

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ । ଏ ନେଇ ଆଜି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍ କୁମାର ଝା । ସେ କହିଛନ୍ତି ଜିନତ ଓ ଯମୁନାକୁ ମିଶାଇ ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ…