ତାଜା ଖବର ଦେଶ ସାଉଦି ଗସ୍ତ ରଦ୍ଦ କରି ଭାରତ ଫେରିଲେ ମୋଦି; ଉଚ୍ଚସ୍ତରୀୟ ବୈଠକରେ ସାମିଲ April 23, 2025 Papirani ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସାଉଦି ଆରବର ନିଜର ଦୁଇ ଦିନିଆ ସାଉଦି ଆରବ ଗସ୍ତକୁ ଅଧାରେ ଛାଡି ସ୍ୱଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ସକାଳୁ ସାଉଦି ଆରବରୁ ଆସି ଦିଲ୍ଲୀ ପହଞ୍ଚିବା ପରେ ପହଲଗାମ…
ରାଜ୍ୟ ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ April 23, 2025 Nirvay ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ଦେବ ପ୍ରସାଦ ଦାଶ ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ଵତନ୍ତ୍ର…
ରାଜ୍ୟ ଜଳୁଛି ପଶ୍ଚିମ ଓଡ଼ିଶା; ୪୬ ଡିଗ୍ରୀ ଟପିଲା ଝାରସୁଗୁଡ଼ା April 22, 2025 Nirvay କେଉଁଠି ତାତି ତ ଆଉ କେଉଁଠି ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଇଛି । ଏଇ ମଧ୍ୟରେ ପଶ୍ଚିମ ଓଡ଼ିଶା ଜଳୁଛି । ରାଜ୍ୟରେ ଚଳିତ ବର୍ଷ ପ୍ରଥମ କରି ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି । ଓଡ଼ିଶାରେ ଅସହ୍ୟ…
ରାଜ୍ୟ ବରିଷ୍ଠ ନେତା ଶାକ୍ୟସିଂହ ମିଶ୍ରଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ April 22, 2025 Nirvay ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଶାକ୍ୟସିଂହ ମିଶ୍ରଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ନିମୋନିଆ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା…
ରାଜ୍ୟ କୋଟିଆ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ କମିଟି April 22, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା…
ଦେଶ ରାଜ୍ୟ କାଶ୍ମୀର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା April 22, 2025 Nirvay ଆଜି ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀ ମାନେ କାଶ୍ମୀରର ପହେଲଗାମ ଠାରେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ…
ରାଜ୍ୟ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆସନ୍ତାକାଲି ଠାରୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର April 22, 2025 Nirvay ଆସନ୍ତାକାଲି ଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ…
ଦେଶ ରାଜ୍ୟ ପହଲଗାମ୍ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ April 22, 2025 Nirvay ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ରେ ମଙ୍ଗଳବାର ଦିନ ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି । ବାଲେଶ୍ୱର ଜିଲ୍ଲା ରେମୁଣା ଅଞ୍ଚଳ ଯୁବକ ପ୍ରଶାନ୍ତ ଶତପଥୀ ତାଙ୍କ ପତ୍ନୀ ପ୍ରିୟଦର୍ଶିନୀ ଓ…
ଦେଶ ଜମ୍ମୁ-କାଶ୍ମୀରରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କୀ ଆକ୍ରମଣ: ୨୮ ମୃତ ସୂଚନା April 22, 2025 Nirvay ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ବୈସାରନ ଉପତ୍ୟକାର ଉପର ଅଞ୍ଚଳରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ଆଜି ଦିନ ପ୍ରାୟ…
ତାଜା ଖବର ରାଜ୍ୟ ଡେଲାଙ୍ଗ ନାବାଳକ ହତ୍ୟାକାଣ୍ଡ ଘଟଣା; ହତ୍ୟା ପୂର୍ବରୁ ଦିଆଯାଇଥିଲା ଯୌନ ନିର୍ଯାତନା: ଏସ୍ପି April 22, 2025 Papirani ଡେଲାଙ୍ଗ ରତନପୁର ନାବାଳକ ବର୍ବର ହତ୍ୟାକାଣ୍ଡକି ନେଇ ଆଜି ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁରୀ ଏସପି । ସେ କହିଛନ୍ତି ପିଲାକୁ ହତ୍ୟା ପୂର୍ବରୁ ଯୌନ ନିର୍ଯାତନା ଦିଆଯାଇଛି । ପ୍ରଭାକର ସାହୁ ଏକମାତ୍ର ଅଭିଯୁକ୍ତ ବୋଲି ଜଣାପଡ଼ିଛି…