Month: April 2025

ପ୍ରଧାନମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା

ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା ଦେଇଛନ୍ତି କେନ୍ଦ୍ର ସରକାର । ଦକ୍ଷିଣ କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାର ଘନଘନ ବୈଠକ କରୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଆଜି ପୁଣି…

ପହଲଗାମ୍ ଆକ୍ରମଣ ଘଟଣା: କଟକରେ ରଞ୍ଜିତ ଭୋଳଙ୍କ ଘରେ ଏନଆଇଏ ଟିମ୍

କଟକରେ ପହଞ୍ଚିଛି ନ୍ୟାସନାଲ ଇଭେଷ୍ଟିଗେସନ୍ ଏଜେନ୍ସି (NIA) ଟିମ୍ । ପହଲଗାମରୁ ସୁରକ୍ଷିତ ଭାବେ ଫେରିଥିବା ରଞ୍ଜିତ ଭୋଳଙ୍କ ପରିବାରକୁ ପଚରାଉଚୁରା କରିଛି ଟିମ୍ । ପହଲଗାମ୍ ଆତଙ୍କୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଥିଲେ କଟକ ଦେଉଳ ସାହିର ରଞ୍ଜିତ ଭୋଳଙ୍କ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବସିଲା ଉଚ୍ଚସ୍ତରୀୟ ବୈଠକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ । ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ, NSA, ସିଡିଏସ୍‌ ଅନିଲ ଚୌହ୍ବାଣ ଉପସ୍ଥିତ । ୩ ସେନାର ମୁଖ୍ୟ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିଛନ୍ତି । ପହଲଗାମ ଆକ୍ରମଣ ପରବର୍ତ୍ତୀ ସ୍ଥିତି…

ଆୟୁଷ୍ମାନରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ

ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା କଲେ ହେବ କାର୍ଯ୍ୟାନୁଷ୍ଠାନ । ଏ ନେଇ ଆଜି ଘରୋଇ ହସ୍ପିଟାଲଗୁଡ଼ିକୁ ତାଗିଦ୍‌ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ…

ପିଲାଙ୍କୁ ଦିଆଯିବ ‘ଯାଦୁପେଡି’

ଖେଳ, ମନୋରଞ୍ଜନ ମାଧ୍ୟମରେ ପିଲାମାନଙ୍କୁ ଦିଆଯିବ ଶିକ୍ଷା ।ଶିଶୁ ବାଟିକା, ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’ । ଖେଳ ଭିତ୍ତିକ ଶିକ୍ଷଣ ପଦ୍ଧତି ମାଧ୍ୟମରେ ମୌଳିକ ଦକ୍ଷତା ଅର୍ଜନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତ୍ୟେକ ବିଦ୍ୟାଳୟକୁ ‘ଯାଦୁ…

ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀଙ୍କ ‘ଏକ୍ସ’ ବ୍ୟାନ୍‌

ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀଙ୍କ ‘ଏକ୍ସ’ ଆକାଉଣ୍ଟ ଭାରତରେ ବ୍ୟାନ୍‌ । ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି । ଭାରତ ପାକିସ୍ତାନ ବିରୁଦ୍ଧରେ ଲଗାତାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏହାରି…

ଘରୋଇ ଶିକ୍ଷାନୁଷ୍ଠାନକୁ ଗଣଶିକ୍ଷା ମନ୍ତ୍ରୀଙ୍କ ତାଗିଦ୍‌; ନିୟମ ଭାଙ୍ଗି ସ୍କୁଲ ଖୋଲିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ ଖୋଲାଯାଉଛି ସ୍କୁଲ୍‌ । ଏ ନେଇ ଘରୋଇ ଶିକ୍ଷାନୁଷ୍ଠାନକୁ ତାଗିଦ୍‌ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ…

ପୁଣି ଆଇପିଏସ୍ ପଣ୍ଡିତ ରାଜେଶଙ୍କ ନିଲମ୍ୱନ ଆଦେଶ ବୃଦ୍ଧି

ପୁଣି ବଢ଼ିଲା ୨୦୦୭ ବ୍ୟାଚ ଆଇପିଏସ୍ ପଣ୍ଡିତ ରାଜେଶଙ୍କ ନିଲମ୍ୱନ ଅବଧି । ଆଉ ମାସେ ନିଲମ୍ୱନ ଆଦେଶ ବଢ଼ାଇଲା ଗୃହ ମନ୍ତ୍ରଣାଳୟ । ମହିଳାଙ୍କୁ ଦୁର୍ବ୍ୟବହାର ପାଇଁ ନିଲମ୍ୱନ ହୋଇଛନ୍ତି ପଣ୍ଡିତ ରାଜେଶ । ସୂଚନା ଯୋଗ୍ୟ; ଆଇପିଏସ ରାଜେଶ…

ଆତ୍ମସମର୍ପଣ କଲେ ୨୪ ମାଓବାଦୀ

ପୁଣି ମାଓସଂଗଠନକୁ ବଡ଼ ଝଟକା । ଏକାବେଳେ ଆତ୍ମସମର୍ପଣ କରିଛନ୍ତି ଛତିଶଗଡ ବିଜାପୁରରେ ୨୪ ମାଓବାଦୀ । ଛତିଶଗଡ଼ରେ ପୂର୍ବ ଏବଂ ପଶ୍ଚିମ ବସ୍ତର ଡିଭିଜନର ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ୨୪ ଜଣ ମାଓବାଦୀ ଛତିଶଗଡ଼ ବୀଜାପୁର…

‌ଜମ୍ମୁ-କାଶ୍ମୀର ୮୭ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ୪୮ଟିକୁ ବନ୍ଦ କଲେ ଜାମ୍ମୁ-କାଶ୍ମୀର ସରକାର

ଜମ୍ମୁ-କାଶ୍ମୀର ୮୭ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ବନ୍ଦ ହେଲା ୪୮ଟି। ପର୍ଯ୍ୟଟନ ସ୍ଥଳକୁ ବନ୍ଦ କଲେ ଜାମ୍ମୁ-କାଶ୍ମୀର ସରକାର। ଆତଙ୍କବାଦୀ ଆକ୍ରମଣ ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଏଗୁଡ଼ିକୁ ବନ୍ଦ କରିଦିଆଯାଇଥିବା ସୂଚନା ମିଳିଛି। ଦେଶ ସମେତ ବିଦେଶରୁ ମଧ୍ୟ…