ତାଜା ଖବର ରାଜ୍ୟ ଗଞ୍ଜମ ପୋଲିସର ସ୍ୱତନ୍ତ୍ର ଡ୍ରାଇଭ : ୧୭ ବନ୍ଧୁକ ଜବତ ସହ ୧୮ ଜଣ ଗିରଫ May 4, 2025 Papirani ଗଞ୍ଜାମ ପୁଲିସ ଜିଲ୍ଲାକୁ ମିଳିଲା ବଡ଼ ସଫଳତା । ଗଞ୍ଜାମ ପୁଲିସ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଅପରାଧୀ ମାନେ ସକ୍ରିୟ ହୋଇ ବିଭିନ୍ନ ଅପରାଧିକ କାଣ୍ଡ ଘଟାଉଥିବା ବେଳେ ଗଞ୍ଜାମ ପୋଲିସ ଏକ ସ୍ୱତନ୍ତ୍ର ଡ୍ରାଇଭ କରି ସେମାନଙ୍କ ଉପରେ…
ତାଜା ଖବର ଦେଶ ରାଜ୍ୟ ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ କହିବା ପ୍ରସଙ୍ଗ; ନିମ୍ନସ୍ତରକୁ ଖସିଛନ୍ତି ପଶ୍ଚିମବଙ୍ଗ ସରକାର: ଶୁଭେନ୍ଦୁ ଅଧିକାରୀ May 4, 2025 Papirani ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ କହିବା ମନ୍ତବ୍ୟକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ସ୍ବାଗତ କରିଛନ୍ତି । ସେ କହିଛନ୍ତି ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ…
ତାଜା ଖବର ରାଜ୍ୟ ଦୀଘା ଜଗନ୍ନାଥ ମନ୍ଦିର ବିବାଦ; ରାମକୃଷ୍ଣ ଦାସମହାପାତ୍ରଙ୍କୁ ପଚରାଉଚରା May 4, 2025 Papirani ଦୀଘା ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦାରୁରେ ତିଆରି ମୁର୍ତ୍ତୀ ହୋଇଥିବା ନେଇ ଦିନକୁ ଦିନ ବଢ଼ିବାରେ ଲାଗିଛି ବିବାଦ । ଆଜି ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ଦୀଘା ଜଗନ୍ନାଥ ମନ୍ଦିର ଦାରୁ ବିବାଦ ପ୍ରସଙ୍ଗରେ ପଚରାଉଚରା କରାଯାଉଛି ।…
ତାଜା ଖବର ଦେଶ ରାଜ୍ୟ ଆଜି ନିଟ୍ ୟୁଜି-୨୦୨୫ ପରୀକ୍ଷା May 4, 2025 Papirani ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଏନଟିଏ ଦ୍ବାରା ପରିଚାଳିତ ନିଟ୍ ୟୁଜି-୨୦୨୫ ପରୀକ୍ଷା ଆଜି ଅନୁଷ୍ଠିତ ହେଉଛି। ଓଡ଼ିଶାର ୨୭ଟି ସହରରେ ଲକ୍ଷେରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସମସ୍ତ କେନ୍ଦ୍ରରେ ସିସିଟିଭି କ୍ୟାମେରା ସହ ସ୍କ୍ୱାଡ୍ ବ୍ୟବସ୍ଥା ହୋଇଛି…
ତାଜା ଖବର ରାଜ୍ୟ ପୁରୀ ବ୍ୟତୀତ କୌଣସି ଧାମକୁ ‘ଜଗନ୍ନାଥ ଧାମ’ କହିପାରିବେନି: ଜଗନ୍ନାଥ ସ୍ବାଇଁ ମହାପାତ୍ର May 4, 2025 Papirani ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି ଜଗନ୍ନାଥଙ୍କ ମୁଖ୍ୟବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର । ସେ କହିଛନ୍ତି ପୁରୀ ବ୍ୟତୀତ କୌଣସି ଧାମକୁ ‘ଜଗନ୍ନାଥ ଧାମ’ କହିପାରିବେନି । ଶ୍ରୀମନ୍ଦିର ବ୍ୟତୀତ କୌଣସି ଠାରେ ବ୍ରହ୍ମ ସଂସ୍ଥାପନ…