Day: 8 May 2025

ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ । ୧୦ ଓ ୧୧ରେ ଦୁଇ ଦିନିଆ ଗସ୍ତରେ ଆସିଥାନ୍ତେ ଅମିତ ଶାହ। ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଆଜି ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ । ବିଭିନ୍ନ…

ସଂସଦ ଭବନରେ ସର୍ବଦଳୀୟ ବୈଠକ ଆରମ୍ଭ 

ଅପରେସନ ସିନ୍ଦୂର ପରେ ସଂସଦ ଭବନରେ ଚାଲିଛି ସର୍ବଦଳୀୟ ବୈଠକ । ଭାରତୀୟ ବାୟୁସେନା ଦ୍ବାରା ମଙ୍ଗଳବାର-ବୁଧବାର ରାତିରେ କରାଯାଇଥିବା ‘ଅପରେସନ ସିନ୍ଦୂର’ର ସଫଳତା ପରେ କେନ୍ଦ୍ର ସରକାର ଆଜି ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ…

୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ

ରାଜ୍ୟ କ୍ୟାବିନେଟରେ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ୫ ବିଭାଗର ୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ରାଜ୍ୟର…

ଅପରେସନ ସିନ୍ଦୂର ପରେ ୨୭ ବିମାନବନ୍ଦର ବନ୍ଦ ସହ ୪୩୦ ଉଡ଼ାଣ ବାତିଲ

ଦିନକୁ ଦିନ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତୀବ୍ରତା ବଢ଼ିବାରେ ଲାଗିଛି । ପାକିସ୍ତାନ ଉପରେ କରାଯାଉଥିବା ଆକ୍ରମଣ ଅପରେସନ ସିନ୍ଦୂର ପରେ ଦେଶରେ ହାଇ ଆଲର୍ଟ ଜାରି ରହିଛି। ସୁରକ୍ଷା ଦଷ୍ଟିକୁ ନଜରରେ ରଖି ୨୭ ବିମାନବନ୍ଦର ବନ୍ଦ କରାଯାଇଥିବା…

LoCରେ ପାକିସ୍ତାନ ସେନାର ଗୁଳିବର୍ଷା: ଭାରତୀୟ ଯବାନ ସହିଦ

ଅପରେସନ ସିନ୍ଦୂର ପରେ ରକ୍ତ ମୁହାଁ ହୋଇପଡିଛି ପାକିସ୍ତାନ ।ଜମ୍ମୁ ଓ କାଶ୍ମୀରରେ ନିୟନ୍ତ୍ରଣ ରେଖା ଏଲଓସିରେ ପାକିସ୍ତାନ ସେନା ଦ୍ୱାରା ପ୍ରବଳ ଗୁଳିବର୍ଷାରେ ଜଣେ ବୀର ଯବାନ ସହିଦ । ପାକିସ୍ତାନୀ ସେନାର ଗୁଳିମାଡ଼ରେ ସହିଦ ହୋଇଥିବା ଯବାନ ହେଉଛନ୍ତି…