ଦେଶ ବିଶ୍ୱ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନ; ପୁଣି ସୀମାରେ ବିସ୍ଫୋରଣ, ଡ୍ରୋନ୍ ଆକ୍ରମଣ May 10, 2025 Nirvay ଆଜି ଭାରତ ଓ ପାକିସ୍ତାନ ମଧ୍ୟରେ ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ଲାଗୁ ହୋଇଥିବାବେଳେ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ପୁଣିଥରେ ଜମ୍ମୁ-କାଶ୍ମୀରରେ ସୀମାରେ ବିସ୍ଫୋରଣ ହୋଇଛି । ଏଲଓସି ନିକଟବର୍ତ୍ତୀ ଅଖନୁର, ରଜୌରୀ ଓ ପୁଞ୍ଚରେ ଅସ୍ତ୍ରବିରତି ଉଲ୍ଲଙ୍ଘନ…
ଦେଶ ବିଶ୍ୱ ଅସ୍ତ୍ରବିରତି ସତ୍ତ୍ୱେ ସିନ୍ଧୁ ନଦୀ ଚୁକ୍ତି ରଦ୍ଦ ନିଷ୍ପତ୍ତି ବଳବତ୍ତର May 10, 2025 Nirvay ଅସ୍ତ୍ରବିରତି ସତ୍ତ୍ୱେ ସିନ୍ଧୁ ନଦୀ ଚୁକ୍ତି ରଦ୍ଦ ନିଷ୍ପତ୍ତି ବଳବତ୍ତର ରହିବ ବୋଲି ବୈଦେଶିକ ମନ୍ତ୍ରାଳୟ ତରଫରୁ କୁହାଯାଇଛି । ଅସ୍ତ୍ରବିରତି ନେଇ କୌଣସି ପୂର୍ବ ଓ ପର ସର୍ତ୍ତ ନାହିଁ । ଆତଙ୍କବାଦ ବିରୋଧୀ ଲଢ଼େଇ ଜାରି ରହିବ ।…
ଦେଶ ବିଶ୍ୱ ଅସ୍ତ୍ରବିରତି ପାଇଁ ରାଜି ହେଲେ ଭାରତ ଓ ପାକିସ୍ତାନ May 10, 2025 Nirvay ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ଉଭୟ ଦେଶ ସହମତି ପ୍ରକାଶ କରିଛନ୍ତି ବୋଲି ବୈଦେଶିକ ବ୍ୟାପର ସଚିବ ବିକ୍ରମ ମିଶ୍ରୀ ସୂଚନା ଦେଇଛନ୍ତି । ଆଜି ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ପାଇଁ ଭାରତ ସହମତି ପ୍ରକାଶ କରିଛି ।…
ଦେଶ ବିଶ୍ୱ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି; ଏଣିକି ଆତଙ୍କୀ କାର୍ଯ୍ୟ କଲେ ଯୁଦ୍ଧ ଘୋଷଣା May 10, 2025 Nirvay ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଭାରତ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଭବିଷ୍ୟତରେ ଯଦି ପାକିସ୍ତାନ ପାଳୁଥିବା ଆତଙ୍କୀଙ୍କ ତରଫରୁ କୌଣସି ଆକ୍ରମଣ ହୁଏ ତା’ହେଲେ ଭାରତ ଏହାକୁ ପାକିସ୍ତାନ ସରକାର ଏବଂ…
ଦେଶ ବିଶ୍ୱ ଅପରେସନ ସିନ୍ଦୂରରେ ୫ ମୋଷ୍ଟ ୱାଣ୍ଟେଡ ଆତଙ୍କୀ ନିହତ May 10, 2025 Nirvay ମେ ୭ ତାରିଖ ରାତିରେ ଆରମ୍ଭ ହୋଇଥିବା ଅପରେସନ ‘ସିନ୍ଦୂର’ ର ପ୍ରଥମ ଦିବସ ଆକ୍ରମଣରେ ପାକିସ୍ତାନରେ ଆଡ୍ଡା ଜମାଇଥିବା ଅନେକ ଆତଙ୍କୀ ନିହତ ହୋଇଥିଲେ । ସେ ମଧ୍ୟରୁ ପାକିସ୍ତାନର ୫ ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ନିପାତ ହୋଇଛନ୍ତି ।…
ଦେଶ ବିଶ୍ୱ ଟିଭିରେ ଯୁଦ୍ଧ ସାଇରନ ମନା; ସରକାର ଜାରି କଲେ ନିୟମାବଳୀ May 10, 2025 Nirvay ସିଭିଲ ଡିଫେନ୍ସ ବ୍ୟତୀତ ଅନ୍ୟ କାରଣରେ ଯୁଦ୍ଧ ସାଇରନ ବାଜିବା ମନା । ଏ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶନିବାର ଦିନ ସମସ୍ତ ଗଣମାଧ୍ୟମ ସଚେତନ କରିବା ଡ୍ରାଇଭ୍ ବ୍ୟତୀତ…
ତାଜା ଖବର ରାଜ୍ୟ ମେ ୨୭ରେ କେରଳ ଛୁଇଁବ ମୌସୁମୀ ! May 10, 2025 Papirani ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମର ପ୍ରବାହ ବଢିବାରେ ଲାଗିଛି । ପ୍ରବଳ ଗୁଳୁଗୁଳିରୁ ଆଶ୍ୱସ୍ତି ଦେବାକୁ ଯାଉଛି ମୌସୁମୀବର୍ଷା ।ଆସନ୍ତା ମେ’୨୭ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି । ପୂର୍ବରୁ ମେ ୧୩ରେ ମୌସୁମୀ…
ତାଜା ଖବର ଦେଶ ଭାରତର ବଡ଼ କ୍ଷତି ହୋଇଥିବା ନେଇ ପାକିସ୍ତାନ ବହୁ ମିଛ ଓ ଗୁଜବ ପ୍ରସାରିତ କରିଛି: କର୍ଣ୍ଣେଲ ସୋଫିଆ କୁରେଶୀ May 10, 2025 Papirani ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଭିତରେ ଉଭୟ ପକ୍ଷରେ ଘନ ଘନ ଆକ୍ରମଣ ମଧ୍ୟରେ ସାମ୍ପ୍ରତିକ ସ୍ଥିତି ନେଇ ସେନା ଓ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ମିଳିତ ପ୍ରେସ୍ମିଟ୍ କରି ସୂଚନା ଦେଇଛନ୍ତି। ଏହି ସମ୍ମିଳନୀରେ କର୍ଣ୍ଣେଲ…
ତାଜା ଖବର ଦେଶ ପାକିସ୍ତାନ ଗୁଳିରେ କାଶ୍ମୀରର ଜଣେ ପ୍ରଶାସନିକ ଅଧିକାରୀଙ୍କ ମୃତ୍ୟୁ May 10, 2025 Papirani ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ହେତୁ ଯୁଦ୍ଧ ଭଳି ସ୍ଥିତି ଉପୁଜିଛି। ଏହାରି ମଧ୍ୟରେ ପାକିସ୍ତାନ ଗୁଳିରେ କାଶ୍ମୀରର ଜଣେ ପ୍ରଶାସନିକ ଅଧିକାରୀଙ୍କ ମୃତ୍ୟୁ । ରଜୌରୀ ବାସଭବନରେ ଥିବା ବେଳେ ପାକିସ୍ତାନ ଆଡ଼ୁ ଗୁଳି ମାଡ଼…
ତାଜା ଖବର ରାଜ୍ୟ ଭାରତ ଓ ପାକିସ୍ତାନ ଉତ୍ତେଜନା; ସବୁ ଜିଲ୍ଲାପାଳ, ଆରଡିସି ଓ ଆଇପିଏସ ଅଫିସରଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର May 10, 2025 Papirani ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦିନକୁ ଦିନ ଉତ୍ତେଜନା ବଢ଼ିବାରେ ଲାଗିଛି । ଉଭୟ ପକ୍ଷରୁ ଆକ୍ରମଣ ଲାଗି ରହିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରିଛନ୍ତି ଓଡ଼ିଶା ସରକାର। ଏନେଇ…