Day: 15 May 2025

ଅଲମ୍ପିକ୍ ମେଡାଲିଷ୍ଟ୍ ନୀରଜ ଚୋପ୍ରାଙ୍କୁ ମିଳିଲା ଲେଫ୍ଟନାଣ୍ଟ କର୍ଣ୍ଣେଲ୍ ଅନରାରୀ ରାଙ୍କ୍

ଅଲିମ୍ପିକ୍ ବିଜେତା ନୀରଜ ଚୋପ୍ରାଙ୍କୁ ମିଳିଲା ଟେରିଟୋରିଆଲ୍ ଆର୍ମିରେ ଲେଫ୍ଟନାଣ୍ଟ କର୍ଣ୍ଣେଲ୍ ଅନରାରୀ ରାଙ୍କ୍ । ୨୦୧୬ରେ ଆର୍ମିରେ ନାଏବ ସୁବେଦାର୍ ଭାବେ ଯୋଗ ଦେଇଥିଲେ ନୀରଜ । ଲେଫ୍ଟନାଣ୍ଟ କର୍ଣ୍ଣେଲ ପଦବୀରେ ନୀରଜଙ୍କ ନିଯୁକ୍ତି ୧୬ ଏପ୍ରିଲ ୨୦୨୫ ରୁ…

ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ABDO ଅସିତ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରିଛି । ଏକକାଳୀନ…

ଜମ୍ମୁକାଶ୍ମୀର ତ୍ରାଲରେ ଏନକାଉଣ୍ଟର; ୩ ଜୈଶ୍ ଆତଙ୍କବାଦୀ ନିହତ

ଜମ୍ମୁକାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ।ଏନ୍‌କାଉଣ୍ଟରରେ ୩ ଜୈଶ୍ ଆତଙ୍କବାଦୀ ନିହତ । ଜମ୍ମୁ-କାଶ୍ମୀର ପୋଲିସ ଏବଂ ସୁରକ୍ଷା ବାହିନୀ ମିଳିତରେ ଅବନ୍ତିପୋରାର ତ୍ରାଲ ଅଞ୍ଚଳରେ ତିନି ଜଣ ଆତଙ୍କବାଦୀଙ୍କୁ ଘେରି ରହିଥିଲେ। ଏଥିରେ ୩ ଜୈସ ଆତଙ୍କବାଦୀ ନିହତ ହୋଇଥିବା…