Day: 23 May 2025

ପରିକ୍ରମା ପ୍ରକଳ୍ପ ସମୟରେ ଭଙ୍ଗା ଯାଇଥିବା ମଠ, ମନ୍ଦିରର ହେବ ପୁନଃବାସ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୟରେ ଭଙ୍ଗା ଯାଇଥିବା ମଠ, ମନ୍ଦିର, ବିଜେସ୍ଥଳୀ ଗୁଡ଼ିକୁ ପୁନଃସ୍ଥାପନ କରିବେ ରାଜ୍ୟ ସରକାର । ୧୯ଟି ମଠକୁ ପୁନଃର୍ବାସ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ଓଡିଶା ସରକାର । ଗୋଟିଏ ଜାଗାରେ ମଠ ଗୁଡ଼ିକର ବିଜେସ୍ଥଳୀ…

ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ରଥ ନିର୍ମାଣ ଓ…

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି: ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜୁନ୍‌ ୧୫ରୁ ଜୁନ୍‌ ୨୦ ଭିତରେ ନୂତନ ନୀତି ଆସିବ ବୋଲି ସୂଚନା ଦେଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ସେ…

ସାବିତ୍ରୀ ଅମାବାସ୍ୟା ଛୁଟି ତାରିଖ ପରିବର୍ତ୍ତନ; ମେ ୨୭ ପରିବର୍ତ୍ତେ ହେବ ୨୬ ତାରିଖରେ ଛୁଟି

ମେ’୨୬ରେ ସାବିତ୍ରୀ ଅମାବାସ୍ୟା ଛୁଟି ନେଇ ଘୋଷଣା ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ…

ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ୍

ଇସ୍ତଫା ଦେଇପାରନ୍ତି ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ । ମହମ୍ମଦ ୟୁନୁସ୍ ଖୁବ୍‌ଶୀଘ୍ର ଇସ୍ତଫା ଦେବା ନେଇ ବଢ଼ିଲା ଚର୍ଚ୍ଚା । ରାଜନୈତିକ ଦଳ ସହ ମତଭେଦ ଯୋଗୁଁ ନେଇପାରନ୍ତି ବଡ଼ ନିଷ୍ପତ୍ତି । ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି ପ୍ରତିବାଦ କରିବା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ପୁଣି ଭିଜିଲାନ୍ସ ଜାଲରେ ପଡିଛନ୍ତି କନିଷ୍ଠ ଯନ୍ତ୍ରୀ । ଆଜି ସକାଳୁ ସକାଳୁ ନୂଆପଡା ଜିଲ୍ଲାର R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି।…