Day: 27 May 2025

ପ୍ରେସ୍‌ କାଉନସିଲ୍‌ ଅଫ୍ ଇଣ୍ଡିଆର ସଦସ୍ୟ ହେଲେ ସାଂସଦ ସମ୍ବିତ ପାତ୍ର

ପ୍ରେସ୍‌ କାଉନସିଲ ଅଫ୍‌ ଇଣ୍ଡିଆର ୩ ଜଣିଆ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ୩ ସାଂସଦଙ୍କୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ନିଯୁକ୍ତି ଦେଇଛନ୍ତି । ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରେସ୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ (ପିସିଆଇ)ର ସଦସ୍ୟ…

ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି । ଚଳିତ ଥର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା…

୨୧ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ

ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ୨୧ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି । ଏହି ବିଚାରପତିମାନଙ୍କ ମଧ୍ୟରୁ ଚାରି ଜଣ ବର୍ତ୍ତମାନ ଆଲାହାବାଦ ହାଇକୋର୍ଟରେ…

ଆୟକର ପୈଠ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର

କରଦାତାଙ୍କ ପାଇଁ ବଡ଼ ଆଶ୍ୱସ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ବଢ଼ିଛି ଆୟକର ଦାଖଲ କରିବା ତାରିଖ । ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ (CDBT) ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଆୟକର ରିଟର୍ଣ୍ଣ (ଆଇଟିଆର) ଦାଖଲ କରିବାର ଶେଷ…

ଜୁନ୍‌ରେ ହେବ ଅଧିକ ବର୍ଷା: ଆଇଏମ୍‌ଡି ଡିଜି

ଚଳିତ ବର୍ଷ ଜୁନ ମାସରେ ରାଜ୍ୟରେ ସ୍ବଭାବିକ ଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମୌସୁମୀ ବର୍ଷା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇ କହିଛନ୍ତି ଜୁନ୍‌ ମାସରେ ଅଧିକ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ଖବର ସଂଗ୍ରହବେଳେ ବଲାଙ୍ଗିର ଜିଲ୍ଲା, ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଠିକାଦାର ଗଜେନ୍ଦ୍ର ଦଳାଇ ଆଜି ଗିରଫ ହୋଇଛି । ଏନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ…

ପୁରୀ ଜଗନ୍ନାଥଙ୍କ ଓ ଗରିବ ଲୋକଙ୍କ ଜମି ଉପରେ କ’ଣ ପାଇଁ ଆଖି ରଖିଛି ବେଦାନ୍ତ: ନିରଞ୍ଜନ ପଟ୍ଟନାୟକ

ପୁରୀରେ ଅନ୍ତର୍ଜାତୀୟ ସ୍ତରୀୟ ବିଶ୍ୱବିଦ୍ୟାଳୟ କରିବାକୁ ପ୍ରସ୍ତାବ ଦେଇଛନ୍ତି ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ । ବିଶ୍ବବିଦ୍ୟାଳୟ ପାଇଁ ବେଦାନ୍ତ ପୁରୀରେ ପୁଣି ଜାଗା ମାଗିବା ପ୍ରସଙ୍ଗର ପ୍ରତିକ୍ରିୟା ଦେଇଛନ୍ତି କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ। ସେ କହିଛନ୍ତି ବେଦାନ୍ତ…

ସୀମା ବିବାଦକୁ ନେଇ ବସିଲା ହାଉସ୍‌ କମିଟି ବୈଠକ

ସୀମା ବିବାଦକୁ ନେଇ ବସିଲା ହାଉସ୍‌ କମିଟି ବୈଠକ । ବାଚସ୍ପତିଙ୍କ ଅଧ୍ଯକ୍ଷତାରେ ବସିଲା ପ୍ରଥମ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଗୃହ କମିଟିର ବିଧାନସଭାରେ ବସିଲା ବୈଠକ ।ବିଭିନ୍ନ ଅଞ୍ଚଳର ସୀମା ସମସ୍ୟା ଉପରେ ବୈଠକରେ ଆଲୋଚନା । ଏହି…

ଉପକୂଳ ରାଜପଥ ନିର୍ମାଣ ଟେଣ୍ଡର ବାତିଲ ରାଜ୍ୟବାସୀଙ୍କ ପାଇଁ ଏକ ଧୋକା: ବିଜେଡି

ଏନଏଚଏଆଇ ଦ୍ୱାରା ଓଡ଼ିଶାରେ ନିର୍ମାଣ ହେବାକୁ ଥିବା ଉଚ୍ଚାଭିଳାଷୀ ଉପକୂଳବର୍ତ୍ତୀ ରାଜପଥର ଟେଣ୍ଡରକୁ ଅଚାନକ ବାତିଲ କରାଯିବାକୁ ନେଇ ବିଜୁ ଜନତା ଦଳ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ପ୍ରକଳ୍ପର ଭିତ୍ତିପ୍ରସ୍ତରକୁ ଇତି ମଧ୍ୟରେ ଦଶ ବର୍ଷ ବିତି ଯାଇଥିଲେ…

ସବୁ ଯୋଜନାରୁ ବାଦ୍‌ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ଘର: ରବି ନାଏକ

ପିଏମ୍‌ ଆବାସ ଆବେଦନ ପାଇଁ ବାକି ରହିଲା ଆଉ ମାତ୍ର ୩ ଦିନ । ଏ ନେଇ ଆଜି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ସେ କହିଛନ୍ତି ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷରୁ ଊର୍ଦ୍ଧ୍ବ ଆବେଦନ ଆସି…