Day: 29 May 2025

କଟକ-ଭୁବନେଶ୍ୱର ଡ୍ରେନେଜ୍‍ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କଟକ-ଭୁବନେଶ୍ୱରରେ ବର୍ଷାଦିନେ ଉପୁଜୁଥିବା କୃତ୍ରିମ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରୁ ଜଣାପଡ଼ିଛି ଯେ, ଭୁବନେଶ୍ୱରର ପ୍ରାୟ ୮୦ ପ୍ରତିଶତ ଡ୍ରେନର…

ଲକ୍ଷପତି ଦିଦି, ନବୀନଙ୍କ ବହିରେ ବିଜେପି ମଲାଟ: ବିଜେଡି

ବିଜେପି ସରକାରଙ୍କର ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଉପରେ ପ୍ରତିକ୍ରିୟା ଦେଇ ଆଜି ବିଜୁ ଜନତା ଦଳ ଏହା ‘ନବୀନଙ୍କ ବହିରେ ବିଜେପି ମଲାଟ’ ବୋଲି କହିଛି । କ୍ଷମତାକୁ ଆସିବା ପରଠାରୁ, ବିଜେପି ସରକାର କେବଳ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର…

ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି ଡାଇରେକ୍ଟର

ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି କଲେକ୍ଟର ଚିନ୍ତନ ରଘୁବଂଶୀ । ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଓଡ଼ିଶା ଶାଖା ସିବିଆଇ ହାତରେ ଧରାପଡ଼ିଲେ । ସୂଚନା ଅନୁଯାୟୀ ୨୦୧୩ ବ୍ୟାଚର IRS ଅଫିସର ଚିନ୍ତନ…

ଗଜପତିରେ ଆଉ ଜଣେ ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ

ହୋମଗାର୍ଡ ପରୀକ୍ଷାରେ ଆଉ ଏକ ଅଘଟଣ ଘଟିଥିବା ସୂଚନା ମିଳିଛି । ଗଜପତିରେ ହୋମଗାର୍ଡ ପରୀକ୍ଷା ବେଳେ ଆଉ ଜଣେ ଆଶାୟୀଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ରାୟଗଡ଼ ବ୍ଲକ ନାରାୟଣପୁର ଗାଁର ଦୀପକ ପାଡ଼ାଲ । ଶାରୀରିକ…

ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫; ଯୋଗ ଦେଲେ ୨୫ଟି ରାଜ୍ୟର ଲକ୍ଷପତି ଦିଦି

ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ। ପରନ୍ତୁ, ଏହାର ମୂଳ…

ସାଲିଆସାହିରୁ ବୁଦ୍ଧବିହାରକୁ ଯିବେ ୫୨୧ ପରିବାର

ଜୟଦେବବିହାର-ନନ୍ଦନକାନନ ବାମପାର୍ଶ୍ବ ସମାନ୍ତରାଳ ରାସ୍ତା ସାଲିଆସାହି ଭିତରେ ଯାଉଥିବାରୁ ପ୍ରଭାବିତ ହେବାକୁ ଥିବା ବସ୍ତିବାସିନ୍ଦାଙ୍କୁ କ୍ଷତିପୂରଣ ସହ ଥଇଥାନ ଦିଗରେ ପଦକ୍ଷେପ ନିଆଯାଇଛି । ବିଡିଏ, ବିଏମସି ଓ ପୂର୍ତ୍ତ ବିଭାଗ ମିଳିତ ଭାବେ ଆଜି ବସ୍ତିବାସିନ୍ଦା‌ଙ୍କ ସର୍ଭେ କରିଛନ୍ତି ।…

ଶୀତଳ ଷଷ୍ଠୀ ପାଇଁ ୫୦ ଲକ୍ଷ ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ସହର ଚଳଚଞ୍ଚଳ ହୋଇଉଠିଛି। ଏହାରି ମଧ୍ୟରେ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ । ୫୦ ଲକ୍ଷର ଆର୍ଥିକ ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଶୀତଳ ଷଷ୍ଠୀ…

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଏହି ଅବପାତ ୨୦କି.ମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହୋଇଛି । ଦୀଘା ଠାରୁ ୧୧୦ କି.ମି ପୂର୍ବ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ଅବପାତ । ଏହା…

ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ; ଯୋଗଦେଲେ କେନ୍ଦ୍ର କୃଷିମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ…

୧୫ ଲକ୍ଷ ଟଙ୍କାରେ ରାଜଧାନୀରେ ମିଳିବ ଘର

୧୫ ଲକ୍ଷ ଟଙ୍କାରେ ରାଜଧାନୀରେ ମିଳିବ ଘର । ଏ ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ୧୫ ଲକ୍ଷରୁ ୫୦ ଲକ୍ଷ ଟଙ୍କା ଭିତରେ ଘର ମିଳିବ । ଭୁବନେଶ୍ୱର…