Day: 29 May 2025

ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ; ଦୁଃଖ ପ୍ରକାଶ କରିବା ସହ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ…

ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଯୁବକ ମୃତ; ୭ ଗୁରୁତର

ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ । ଗଜପତିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ରାମଗିରି ଥାନା ପରିସଲ ଗାଁର ଲାଦେନ ମିଶାଇ। ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା…

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ଆକାଶ ଅମ୍ବାନୀ

ପୁରୀରେ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନିଙ୍କ ବଡ଼ ପୁଅ ଆକାଶ ଅମ୍ବାନୀ। ଆକାଶ ଅମ୍ବାନୀ ଗତକାଲି ବିଳମ୍ବିତ ରାତିରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆର୍ଶୀବାଦ ନେଇଛନ୍ତି। ଶ୍ରୀମନ୍ଦିରରେ ଆକାଶ ଅମ୍ବାନି ଜଗା ଦର୍ଶନ କରିବା ସହ ସେବାୟତଙ୍କ ପାଦ…

ଟ୍ରମ୍ପ୍‌ ପ୍ରଶାସନରୁ ଇସ୍ତଫା ଦେଲେ ଏଲନ୍ ମସ୍କ

ଡୋନାଲ୍ଡ ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସେ ଏହି ସୂଚନା ଦେଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଧନ୍ୟବାଦ ଜଣାଇ…

ମାଲ୍ ପ୍ରାକ୍ଟିସ ଘଟଣା: ୫ ଶିକ୍ଷକ ନିଲମ୍ବିତ ସହ ୩୩ ଜଣଙ୍କୁ ସୋ କଜ୍‌ ନୋଟିସ ଜାରି କଲେ ରାଜ୍ୟ ସରକାର

ଶିକ୍ଷା ବିଭାଗର କଡ଼ା ଆକ୍ସନ। ବରଗଡ଼ ଜିଲ୍ଲାର ବିଭିନ୍ନ ସ୍କୁଲ ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବିରୋଧରେ ନିଆଯାଇଛି ଆକ୍ସନ ।ପଦ୍ମପୁର ବାନ୍ଦୁପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ପଦ୍ମପୁର ପବ୍ଲିକ ସ୍କୁଲରେ ମାଲ୍ ପ୍ରାକ୍ଟିସ(ଏମ୍‌ପି) ଘଟଣାରେ ୫ ଶିକ୍ଷକ ନିଲମ୍ବିତ କରିଛନ୍ତି…