Day: 30 May 2025

ନାଇଜେରିଆରେ ଭୟଙ୍କର ବନ୍ୟା; ୧୦୦ ମୃତ, ଅନେକ ନିଖୋଜ

ନାଇଜେରିଆରେ ପ୍ରବଳ ବର୍ଷା ଯୋଗୁଁ ଅନେକ ଅଞ୍ଚଳ ଭୟଙ୍କର ବନ୍ୟାରେ ପ୍ରଭାବିତ ହୋଇଛି । ବନ୍ୟା ଯୋଗୁଁ ଅତି କମରେ ୧୦୦ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ନାଇଜର୍‌ର ମୋକୱା ସହରରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ସହର…

କଟକରେ ଦ୍ଵିତୀୟ କୋଭିଡ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ପରେ କଟକରେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୪୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ଜଣେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିବା…

ବଲାଙ୍ଗିରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ନିଜ ଆଡୁ ଡିଜିପିଙ୍କୁ ନୋଟିସ୍ କଲେ NHRC

ବଲାଙ୍ଗିରରେ ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ ନିଜ ଆଡୁ ମାମଲା ଗ୍ରହଣ କରି ନୋଟିସ୍ କଲେ NHRC । ମାମଲା ଗ୍ରହଣ ସହ ଡିଜିପିଙ୍କୁ ନୋଟିସ୍ କଲେ NHRC । ୨ ସପ୍ତାହ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ…

କଟକରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ରାଜଧାନୀ ଭୁବନେଶ୍ୱର, ଖୋର୍ଦ୍ଧା ପରେ ଏବେ କଟକରୁ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧ ପାଉଥିବା ବେଳେ ଓଡ଼ିଶାକୁ ଫେରିଛି କରୋନା । ଏଯାବତ ୫ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଆକ୍ରାନ୍ତଙ୍କୁ ମିଶାଇ ୬ଜଣ…

ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ହଜାରେ ବସ୍

ଚଳତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀକୁ ଗଡିବ ଏକ ହଜାର ବସ୍ । ଘରୋଇ ବସ୍ ମାଲିକ ସଂଘ ସହ ବୈଠକ ପରେ ସୂଚନା ଦେଇଛନ୍ତି ପରିବହନ କମିଶନର । ସେ କହିଛନ୍ତି ପୁରୀ ତାଳବଣିଆ ଏବଂ ମାଳତିପାଟପୁରରେ ହେବ ବସ୍‌…

୩ ଦିନ ପରେ ମିଳିଲା ସୁନ୍ଦରଗଡ଼ରୁ ଲୁଟ୍ ହୋଇଥିବା ୪ ଟନ୍‌ ବିସ୍ଫୋରକ

ସୁନ୍ଦରଗଡ଼ ବାଙ୍କୋ ଅଞ୍ଚଳରୁ ୪ ଟନ୍‌ ବିସ୍ଫୋରକ ଲୁଟି ନେଇଥିଲେ ମାଓବାଦୀ । ୩ ଦିନ ପରେ ମିଳିଲା ଲୁଟ୍‌ ହୋଇଥିବା ବିସ୍ଫୋରକ । ସୀମାନ୍ତ ଝାଡ଼ଖଣ୍ଡରେ ନକ୍ସଲ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ପରେ ଘଟଣାସ୍ଥଳରୁ ଲୁଟ୍‌ ବିସ୍ଫୋରକରୁ ଅନେକ ଜବତ…

ଗୋଟିଏ ସିଟିଂରେ ହେବ ନିଟ୍‌-ପିଜି ପରୀକ୍ଷା

ନିଟ୍‌-ପିଜି ପରୀକ୍ଷାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି । ଏଣିକି ଗୋଟିଏ ସିଟିଂରେ ହେବ ନିଟ୍‌-ପିଜି ପରୀକ୍ଷା । ମାମଲାର ଶୁଣାଣି କରି NBTକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ଏହି ନିଷ୍ପତ୍ତି ପରୀକ୍ଷାର ପାରଦର୍ଶିତା ଓ ସମସ୍ତ ଛାତ୍ରଙ୍କୁ ସମାନ…

INS ବିକ୍ରାନ୍ତରୁ ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ; ପାକିସ୍ତାନ ନସୁଧୁରିଲେ ଏଥର ଉଦଘାଟନ ନୌସେନା କରିବ

ଅପରେସନ ସିନ୍ଦୂର ସଫଳତା ପରେ INS ବିକ୍ରାନ୍ତ ପରିଦର୍ଶନ କରିଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ। ଗୋଆରେ ନୌସେନା ଅଧିକାରୀ ଓ କର୍ମଚାରୀଙ୍କୁ ଭେଟିଛନ୍ତି ରାଜନାଥ ସିଂ। ନୌସେନା ଯୋଦ୍ଧାଙ୍କୁ ସମ୍ବୋଧନ କରିବା ସହ ପାକିସ୍ଥାନକୁ ଟାର୍ଗେଟ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ।…

ସିକ୍କିମରେ ମର୍ମନ୍ତୁଦ ଦୁର୍ଘଟଣା; ଯାଜପୁର ବିଜେପି ନେତ୍ରୀ ଇତିଶ୍ରୀ ଜେନା ନିଖୋଜ

ସିକ୍କିମରେ ମର୍ମନ୍ତୁଦ ଦୁର୍ଘଟଣା । ନିଜ ସପରିବାର ସହ ସିକ୍କିମ ବୁଲିବାକୁ ଯାଇଥିବାବେଳେ ତିସ୍ତା ନଦୀରେ ଟୁରିଷ୍ଟ ଗାଡି ଖସି ପଡି ଦୁର୍ଘଟଣା ଘଟିଛି । ଏହି ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ନିଖୋଜ ଅଛନ୍ତି।…

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓଡ଼ିଶା ଶାଖାର ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀ ଗିରଫ । କ୍ୟାପିଟାଲ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଗିରଫ କଲା ସିବିଆଇ । ଆଜି ଚିନ୍ତନ ରଘୁବଂଶୀଙ୍କୁ କୋର୍ଟ ଚାଲାଣ କରିପାରେ ସିବିଆଇ । ଖଣି ମାମଲା ରଫାଦଫା କରିବାକୁ…