Day: 30 May 2025

୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା; ଛାନଭିନ୍‌ କରୁଛି ଏସଆଇଟି

୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣାର ଛାନଭିନ୍‌ । ଅତିରିକ୍ତ ଏସପିଙ୍କ ନେତୃତ୍ବରେ ଏସଆଇଟି ଗଠନ କରାଯାଇଛି। ଟିମ୍‌ରେ ୪ ଜଣ ସଦସ୍ୟ ରହିଛନ୍ତି । ବିସ୍ଫୋରକ କୁଆଡ଼େ ଗଲା, କେଉଁଠି ଅଛି, ତାର ତଦନ୍ତ ପାଇଁ ଏସଆଇଟି ଗଠନ…

ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ; ବର୍ତ୍ତମାନ ସୁଦ୍ଧା ୨କୋଟି ନଗତ ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ।ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ। ଅନୁଗୋଳ, ଢେ଼ଙ୍କାନାଳ, କଟକ…

ସିକିମରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା; ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଛି ।ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ନିଖୋଜ ରହିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…

ପରଲୋକରେ ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକ

ପରଲୋକରେ କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକ। ୭୪ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମଲ୍ଟି ଅର୍ଗାନ ଫେଲର ହେବା କାରଣରୁ ସେ…