Month: May 2025

ନୂତନ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ ୨ ସ୍ଥିତ ନୂତନ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ପଞ୍ଜିକରଣ କରିଛନ୍ତି ଏକ ହଜାରରୁ ଅଧିକ ଲୋକ । ଅଭିଯୋଗ ଶୁଣାଣି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ ୬…

ମନ୍ତ୍ରୀ ବିଜୟ ଶାହଙ୍କ ବିରୋଧରେ ଏସଆଇଟି ଗଠନ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଅଡୁଆରେ ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହ । ଆର୍ମି ଅଫିସର ସୋଫିଆ କ୍ୟୁରେସିଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ପାଇଁ ଅଡୁଆରେ ମଧ୍ୟ ପ୍ରଦେଶର ମନ୍ତ୍ରୀ ବିଜୟ ଶାହ। କ୍ଷମା ପ୍ରାର୍ଥନାକୁ ପ୍ରତ୍ୟାଖ୍ୟାନ କଲେ ସର୍ବୋଚ୍ଚ କୋର୍ଟ । ୩ ଆଇପିଏସ ଅଫିସରଙ୍କୁ…

ଓଡ଼ିଶାରେ ରହିବେ ନାହିଁ ଅଣ ନାଗରିକ: ପୃଥ୍ୱୀରାଜ ହରିଚନ୍ଦନ

ବାଂଲାଦେଶୀଙ୍କୁ ହଟାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ଜିଲ୍ଲାରେ ଥିବା ବାଂଲାଦେଶୀ ନାଗରିକଙ୍କୁ ଚିହ୍ନଟ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଯାହାକୁ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ସାରା…

ଭୁଟାନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ; ଅନ୍ତର୍ଜାତୀୟ ସମ୍ମିଳନୀରେ ଭାରତର ପ୍ରତିନିଧିତ୍ଵ କରିବେ

ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସରେ ଯୋଗଦେବାକୁ ଭୁଟାନ ଗସ୍ତରେ ଗଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଆସନ୍ତା ୨୦ ଓ ୨୧ ତାରିଖରେ ଦୁଇଦିନ ଧରି ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସ ଭୁଟାନର…

ଦ୍ବିତୀୟ ବର୍ଷ ପାଇଁ ସଂକଟରେ ସାସ୍ଥ୍ୟ, ଟ୍ରାଫିକ, ଆଇନଶୃଙ୍ଖଳା

ମୋହନ ସରକାର ଆଉ କିଛିଦିନ ପରେ ବର୍ଷପୂର୍ତି ପାଳନ କରିବେ । ଦ୍ବିତୀୟ ବର୍ଷ ପାଇଁ ମୋହନ ସରକାରଙ୍କ ସକାଶେ ୩ଟି ବଡ଼ ସମସ୍ୟା ଗୁରୁତର ପରିସ୍ଥିତି ସୃଷ୍ଟି କରିବା ଆଶଙ୍କାକୁ ଏଡା଼ଇ ଦିଆଯାଇ ପାରୁନାହିଁ । ଏହି ୩ଟି କ୍ଷେତ୍ର…

ପୋଲାଭରମ ବିବାଦ: ୨୮ରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଆନ୍ଧ୍ର ପ୍ରଦେଶ ନିର୍ମାଣ କରୁଥିବା ପୋଲାଭରମ ପ୍ରକଳ୍ପକୁ ନେଇ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ହେବ ବୈଠକ । ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତରେ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ପୋଲାଭରମ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ…

ଜମ୍ମୁ କାଶ୍ମୀରରୁ ୨ ଆତଙ୍କବାଦୀ ସହଯୋଗୀ ଗିରଫ

ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଉପତ୍ୟକାରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀର ଅଭିଯାନ ତୀବ୍ର ହୋଇଛି। ଶୋପିଆନରୁ ଆତଙ୍କବାଦୀଙ୍କ ଦୁଇ ସହଯୋଗୀଙ୍କୁ ଗିରଫ କରିଛନ୍ତି ସୁରକ୍ଷା ବାହିନୀ । ଭାରତୀୟ ସେନାର 34RR SOG ଶୋପିଆନ୍, CRPF 178…

ସର୍ବଦଳୀୟ ପ୍ରତିନିଧି ଦଳରେ ସାମିଲ ହେବେ ନାହିଁ ୟୁସୁଫ୍ ପଠାନ

ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳ ବାର୍ତ୍ତା ନେଇ ସାରା ବିଶ୍ବ ବୁଲିବେ ଭାରତର ସାଂସଦ । ଯିଏକି ବିଦେଶ ଗସ୍ତରେ ଯାଇ ପାକିସ୍ତାନର ଗୁମର ଖୋଲିବା ସହିତ, ଭାରତର ପକ୍ଷ ରଖିବେ । ଏହି ସମୟରେ ପାକିସ୍ତାନ ବିରୋଧରେ କହିବାକୁ ବିଦେଶ…

ଆଉ ଜଣେ ଗୁପ୍ତଚର ଗିରଫ

ଧରାପଡ଼ିଲା ଆଉ ଜଣେ ପାକିସ୍ତାନୀ ଆଇଏସଆଇ ଗୁପ୍ତଚର । ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରାଙ୍କୁ ନେଇ ସାରା ଦେଶରେ ହଇଚଇ ହେଉଥିବା ବେଳେ ଗିରଫ ହେଲେ ଆଉ ଜଣେ ଗୁପ୍ତଚର। ପାକିସ୍ତାନ ପାଇଁ ଗୁପ୍ତଚର ଭାବେ କାମ କରୁଥବା ଅଭିଯୋଗରେ ଉତ୍ତର…

ଗିରଫ ପାକିସ୍ତାନୀ ସ୍ପାଏ ଜ୍ୟୋତିଙ୍କ ସହ ଲିଙ୍କ୍‌ ନେଇ ପ୍ରିୟଙ୍କାଙ୍କ ସ୍ପଷ୍ଟୀକରଣ

ପାକିସ୍ତାନକୁ ଗୁପ୍ତତଥ୍ୟ ଲିକ୍ ଅଭିଯୋଗରେ ଗିରଫ ହରିୟାଣାର ଜ୍ୟୋତି ମଲହୋତ୍ରାକୁ ନେଇ ମୁହଁ ଖୋଲିଛନ୍ତି ପ୍ରିୟଙ୍କା ସେନାପତି । ସେ କହିଛନ୍ତି ମୁଁ ଜ୍ୟୋତିଙ୍କ କେବଳ ଜଣେ ବନ୍ଧୁ ବୋଲି । ସୋସିଆଲ ମିଡିଆରେ ଜ୍ୟୋତିଙ୍କ ସହ ପରିଚୟ ହୋଇଥିଲା ।…