ତାଜା ଖବର ରାଜ୍ୟ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ May 14, 2025 Papirani ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ । ପୁରୀରେ ବର୍ତ୍ତମାନ ଚନ୍ଦନ ଯାତ୍ରା ଜାରି ରହିଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକ ମୃତ । ଆଜି ଅପରାହ୍ନରେ ଗାଧେଇବା ବେଳେ ଯୁବକ ଜଣକ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ ।…
ତାଜା ଖବର ଦେଶ ଚୀନ ଗଣମାଧ୍ୟମ ଗ୍ଲୋବାଲ୍ ଟାଇମସକୁ ବ୍ୟାନ୍ କଲା ଭାରତ May 14, 2025 Papirani ଆତଙ୍କବାଦର ଏନ୍ତୁଡ଼ିଶାଳ ପାକିସ୍ତାନକୁ ସମର୍ଥନ କରିବା ଏବଂ ଭାରତୀୟ ସେନା ବିରୁଦ୍ଧରେ ମିଥ୍ୟା ଅପପ୍ରଚାର କରିବା ନେଇ ଚୀନ ଲାଗିଲା ବଡ଼ ଝଟକା । ଚୀନର ସରକାରୀ ସମାଚାର ହ୍ୟାଣ୍ଡେଲ ଗ୍ଲୋବାଲ ଟାଇମ୍ସ ଓ ସିନହୁଆର ଏକ୍ସ ଆକାଉଣ୍ଟକୁ ଭାରତରେ ବ୍ୟାନ୍…
ତାଜା ଖବର ରାଜ୍ୟ ଏବେ ଓଡ଼ିଶାକୁ ନାହିଁ ବାତ୍ୟା ଭୟ: ପାଣିପାଗ ବିଭାଗ May 14, 2025 Papirani ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏବେ ରାଜ୍ୟରେ ବାତ୍ୟାର ସୂଚନା ନଥିବା ସ୍ପଷ୍ଟ କଲା ପାଣିପାଗ ବିଭାଗ । ମେ ୨୩ରୁ ୨୮ ମଧ୍ୟରେ ବାତ୍ୟା ହେବା ନେଇ ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଛି ପାଣିପାଗ ବିଭାଗ…
ତାଜା ଖବର ରାଜନୀତି ରାଜ୍ୟ ପିପିଲି ନାବାଳିକା ଦୁଷ୍କର୍ମ ମାମଲା; ପୁରୀ ଏସ୍ପିଙ୍କୁ ଭେଟି ଦାବିପତ୍ର ପ୍ରଦାନ କଲା ବିଜେଡି May 14, 2025 Papirani ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୁରୀ ଏସ୍ପିଙ୍କୁ ଭେଟିଲା ବିଜେଡି । ଟୁକୁନି ସାହୁଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳର ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ପୁରୀ ଜିଲ୍ଲାର ଏସ୍ପିଙ୍କୁ ଭେଟି ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୀଡିତାକୁ ଉପଯୁକ୍ତ ନ୍ୟାୟ…
ତାଜା ଖବର ଦେଶ ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ May 14, 2025 Papirani ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ । ଭାରତରେ ତୁର୍କୀର ସରକାରୀ ସୋସିଆଲ ମିଡିଆ ଟିଆରଟି ବ୍ୟାନ୍ ।ପାକିସ୍ତାନକୁ ସହଯୋଗ କରିବା ପ୍ରମାଣ ମିଳିବା ପରେ ବ୍ୟାନ ।ଅପରେସନ ସିନ୍ଦୂର ବେଳେ ପାକିସ୍ତାନକୁ ତୁର୍କୀ ସହଯୋଗ କରିଥିଲା । ସୂଚନା…
ତାଜା ଖବର ଦେଶ ବଢ଼ିଲା ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା May 14, 2025 Papirani ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା ବଢ଼ିଲା । ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ବୈଦେଶିକ ମନ୍ତ୍ରୀ ସୁବ୍ରମଣ୍ୟମ୍ ଜୟଶଙ୍କରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ଅତିରିକ୍ତ ବୁଲେଟପ୍ରୁଫ୍ ଗାଡ଼ି ସହ ବଢ଼ିଲା ଜୟଶଙ୍କରଙ୍କ ସୁରକ୍ଷା । ଜୟଶଙ୍କରଙ୍କୁ…
ତାଜା ଖବର ରାଜ୍ୟ ଏସ୍ଡିପିଓଙ୍କ ଆତ୍ମହତ୍ୟା ଚେତାବନୀ; ଉପରିସ୍ଥ ଅଧିକାରୀଙ୍କୁ ଲେଖିଲେ ଚିଠି May 14, 2025 Papirani ଆତ୍ମହତ୍ୟା ପାଇଁ ଚିଠି ଲେଖିଲେ ବାଲେଶ୍ୱର ଜିଲ୍ଲା ଜଳେଶ୍ବର ଏସ୍ଡିପିଓ ବ୍ରଜମୋହନ ପ୍ରଧାନ । IGଙ୍କୁ ଚିଠି ଲେଖିଲେ ଜଳେଶ୍ବର ଏସ୍ଡିପିଓ ବ୍ରଜମୋହନ ପ୍ରଧାନ । ତାଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିବା ଆଉ କାମରେ ଚାପ ଦିଆଯାଉଥିବା ଅଭିଯୋଗ କରି ଚିଠି…
ତାଜା ଖବର ଦେଶ ୨୦ ଦିନ ପରେ ବିଏସଏଫ ଯବାନଙ୍କୁ ଛାଡ଼ିଲା ପାକିସ୍ତାନ May 14, 2025 Papirani ବିଏସଏଫ କନଷ୍ଟେବଲଙ୍କୁ ଛାଡ଼ିଲା ପାକିସ୍ତାନ । ୨୦ ଦିନ ପରେ ସ୍ବଦେଶ ଫେରିଲେ ପାକିସ୍ତାନୀଙ୍କ ହେପାଜତରେ ଥିବା ବିଏସଏଫ ଯବାନ । ଅଟାରି-ୱାଘା ସୀମା ଦେଇ ଭାରତ ଫେରିଲେ ଯବାନ। ଭୁଲ୍ବଶତଃ ସୀମା ଅତିକ୍ରମ କରିଥିବାରୁ ଅଟକ ରଖିଥିଲା ପାକିସ୍ତାନ ।…
ତାଜା ଖବର ଦେଶ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବି.ଆର୍ ଗବାଇ May 14, 2025 Papirani ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବି.ଆର୍ ଗବାଇ । ଦେଶର ୫୨ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି । ଜଷ୍ଟିସ ଗବାଇଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜଷ୍ଟିସ୍ ଗଭାଇ ଭାରତର ପ୍ରଥମ…
ତାଜା ଖବର ରାଜ୍ୟ ରାଜଧାନୀରେ ପରାକ୍ରମ ଶୋଭାଯାତ୍ରା; ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 14, 2025 Papirani ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରୁ ବାହାରିଲା ପରାକ୍ରମ ଶୋଭାଯାତ୍ରା । ଅପରେସନ ସିନ୍ଦୂର ସଫଳ ପରେ ୩ ସେନାକୁ ସାଲ୍ୟୁଟ ପାଇଁ ଶୋଭାଯାତ୍ରା । ପରାକ୍ରମ ଶୋଭାଯାତ୍ରାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜିର ଏହି ଶୋଭାଯାତ୍ରାରେ ଏଥିରେ ବିଭିନ୍ନ…