Month: May 2025

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି; ଏଣିକି ଆତଙ୍କୀ କାର୍ଯ୍ୟ କଲେ ଯୁଦ୍ଧ ଘୋଷଣା

ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଭାରତ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଭବିଷ୍ୟତରେ ଯଦି ପାକିସ୍ତାନ ପାଳୁଥିବା ଆତଙ୍କୀଙ୍କ ତରଫରୁ କୌଣସି ଆକ୍ରମଣ ହୁଏ ତା’ହେଲେ ଭାରତ ଏହାକୁ ପାକିସ୍ତାନ ସରକାର ଏବଂ…

ଅପରେସନ ସିନ୍ଦୂରରେ ୫ ମୋଷ୍ଟ ୱାଣ୍ଟେଡ ଆତଙ୍କୀ ନିହତ

ମେ ୭ ତାରିଖ ରାତିରେ ଆରମ୍ଭ ହୋଇଥିବା ଅପରେସନ ‘ସିନ୍ଦୂର’ ର ପ୍ରଥମ ଦିବସ ଆକ୍ରମଣରେ ପାକିସ୍ତାନରେ ଆଡ୍ଡା ଜମାଇଥିବା ଅନେକ ଆତଙ୍କୀ ନିହତ ହୋଇଥିଲେ । ସେ ମଧ୍ୟରୁ ପାକିସ୍ତାନର ୫ ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ନିପାତ ହୋଇଛନ୍ତି ।…

ଟିଭିରେ ଯୁଦ୍ଧ ସାଇରନ ମନା; ସରକାର ଜାରି କଲେ ନିୟମାବଳୀ

ସିଭିଲ ଡିଫେନ୍ସ ବ୍ୟତୀତ ଅନ୍ୟ କାରଣରେ ଯୁଦ୍ଧ ସାଇରନ ବାଜିବା ମନା । ଏ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶନିବାର ଦିନ ସମସ୍ତ ଗଣମାଧ୍ୟମ ସଚେତନ କରିବା ଡ୍ରାଇଭ୍‌ ବ୍ୟତୀତ…

ମେ ୨୭ରେ କେରଳ ଛୁଇଁବ ମୌସୁମୀ !

ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମର ପ୍ରବାହ ବଢିବାରେ ଲାଗିଛି । ପ୍ରବଳ ଗୁଳୁଗୁଳିରୁ ଆଶ୍ୱସ୍ତି ଦେବାକୁ ଯାଉଛି ମୌସୁମୀବର୍ଷା ।ଆସନ୍ତା ମେ’୨୭ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି । ପୂର୍ବରୁ ମେ ୧୩ରେ ମୌସୁମୀ…

ଭାରତର ବଡ଼ କ୍ଷତି ହୋଇଥିବା ନେଇ ପାକିସ୍ତାନ ବହୁ ମିଛ ଓ ଗୁଜବ ପ୍ରସାରିତ କରିଛି: କର୍ଣ୍ଣେଲ ସୋଫିଆ କୁରେଶୀ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଭିତରେ ଉଭୟ ପକ୍ଷରେ ଘନ ଘନ ଆକ୍ରମଣ ମଧ୍ୟରେ ସାମ୍ପ୍ରତିକ ସ୍ଥିତି ନେଇ ସେନା ଓ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ମିଳିତ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି। ଏହି ସମ୍ମିଳନୀରେ କର୍ଣ୍ଣେଲ…

ପାକିସ୍ତାନ ଗୁଳିରେ କାଶ୍ମୀରର ଜଣେ ପ୍ରଶାସନିକ ଅଧିକାରୀଙ୍କ ମୃତ୍ୟୁ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ହେତୁ ଯୁଦ୍ଧ ଭଳି ସ୍ଥିତି ଉପୁଜିଛି। ଏହାରି ମଧ୍ୟରେ ପାକିସ୍ତାନ ଗୁଳିରେ କାଶ୍ମୀରର ଜଣେ ପ୍ରଶାସନିକ ଅଧିକାରୀଙ୍କ ମୃତ୍ୟୁ । ରଜୌରୀ ବାସଭବନରେ ଥିବା ବେଳେ ପାକିସ୍ତାନ ଆଡ଼ୁ ଗୁଳି ମାଡ଼…

ଭାରତ ଓ ପାକିସ୍ତାନ ଉତ୍ତେଜନା; ସବୁ ଜିଲ୍ଲାପାଳ, ଆରଡିସି ଓ ଆଇପିଏସ ଅଫିସରଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦିନକୁ ଦିନ ଉତ୍ତେଜନା ବଢ଼ିବାରେ ଲାଗିଛି । ଉଭୟ ପକ୍ଷରୁ ଆକ୍ରମଣ ଲାଗି ରହିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରିଛନ୍ତି ଓଡ଼ିଶା ସରକାର। ଏନେଇ…

ସକାଳୁ ପାକିସ୍ତାନର ମିଶାଇଲ ଆକ୍ରମଣ; ୨ଟି ପାକିସ୍ତାନୀ ଜେଟ ଖସାଇଲା ଭାରତ

ପାକ୍‌ ପକ୍ଷରୁ ହେଉଥିବା ଆକ୍ରମଣକୁ ଉଚିତ୍‌ ଜବାବ ଦେଉଛି ଭାରତୀୟ ସଶସ୍ତ୍ର ବଳ । ଶୁକ୍ରବାର ମଧ୍ୟରାତ୍ରିରେ ଭାରତର ପାକିସ୍ତାନ ଏୟାରବେସ୍ ଉପରେ ଆକ୍ରମଣ ପରେ ଆଜି ସକାଳୁ ସକାଳୁ ପାକିସ୍ତାନ ଭାରତ ଉପରେ ମିସାଇଲ୍ ମାଡ଼ କରିଥିଲା, ଯାହାକୁ ଭାରତୀୟ…

ମଧ୍ୟରାତ୍ରିରେ ପାକିସ୍ତାନର ୩ଟି ଏୟାରବେସ୍ ଧ୍ୱଂସ କଲା ଭାରତ

ଅପରେସନ୍‌ ସିନ୍ଦୂର ପରେ ଭାରତ ଏବଂ ପାକିସ୍ତାନ ସୀମାରେ ଚାଲିଛି ଘମାଘଟ୍‌ ଲଢ଼େଇ । ପାକ୍‌ ସେନାକୁ କଡା ଜବାବ ଦେଉଛି ଭାରତୀୟ ସେନା । ମଧ୍ୟରାତ୍ରିରେ ପାକିସ୍ତାନରେ ବଡ଼ ଧରଣର ଆକ୍ରମଣ କରି ୩ଟି ଏୟାରବେସ୍ ଧ୍ୱଂସ କରିଛି ଭାରତ…

ଜମ୍ମୁ କାଶ୍ମୀରରେ ପୁଣି ଡ୍ରୋନ ଆକ୍ରମଣ କଲା ପାକିସ୍ତାନ, ଜବାବ ଦେଲା ଭାରତୀୟ ସେନା

ଗତକାଲି ଭଳି ଆଜି ବି ସିଭିଲ୍ ଏୟାରଲାଇନ୍‌କୁ ଢାଲ ଭାବେ ବ୍ୟବହାର କରୁଛି ପାକିସ୍ତାନ । ସିଭିଲ୍ ଏୟାରସ୍ପେଶ୍ ବନ୍ଦ ନ କରି ଡ୍ରୋନ୍‌ ଆଟାକ୍‌ କରୁଛି ପାକ୍‌ । ଜମ୍ମୁ କାଶ୍ମୀର, ପଠାନକୋଟ, ସାମ୍ବା ଏୟାରବେସ୍‌ ପାଖରେ ବାଜିଛି ସାଇରନ୍…