ତାଜା ଖବର ରାଜ୍ୟ ଶୀତଳ ଷଷ୍ଠୀ ପାଇଁ ୫୦ ଲକ୍ଷ ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 29, 2025 Papirani ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ସହର ଚଳଚଞ୍ଚଳ ହୋଇଉଠିଛି। ଏହାରି ମଧ୍ୟରେ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ । ୫୦ ଲକ୍ଷର ଆର୍ଥିକ ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଶୀତଳ ଷଷ୍ଠୀ…
ତାଜା ଖବର ରାଜ୍ୟ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ May 29, 2025 Papirani ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଏହି ଅବପାତ ୨୦କି.ମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହୋଇଛି । ଦୀଘା ଠାରୁ ୧୧୦ କି.ମି ପୂର୍ବ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ଅବପାତ । ଏହା…
ତାଜା ଖବର ରାଜ୍ୟ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ; ଯୋଗଦେଲେ କେନ୍ଦ୍ର କୃଷିମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 29, 2025 Papirani ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ…
ତାଜା ଖବର ରାଜ୍ୟ ୧୫ ଲକ୍ଷ ଟଙ୍କାରେ ରାଜଧାନୀରେ ମିଳିବ ଘର May 29, 2025 Papirani ୧୫ ଲକ୍ଷ ଟଙ୍କାରେ ରାଜଧାନୀରେ ମିଳିବ ଘର । ଏ ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ୧୫ ଲକ୍ଷରୁ ୫୦ ଲକ୍ଷ ଟଙ୍କା ଭିତରେ ଘର ମିଳିବ । ଭୁବନେଶ୍ୱର…
ତାଜା ଖବର ରାଜ୍ୟ ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ; ଦୁଃଖ ପ୍ରକାଶ କରିବା ସହ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ May 29, 2025 Papirani ଗଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ…
ତାଜା ଖବର ରାଜ୍ୟ ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଯୁବକ ମୃତ; ୭ ଗୁରୁତର May 29, 2025 Papirani ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ । ଗଜପତିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ରାମଗିରି ଥାନା ପରିସଲ ଗାଁର ଲାଦେନ ମିଶାଇ। ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ଆକାଶ ଅମ୍ବାନୀ May 29, 2025 Papirani ପୁରୀରେ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନିଙ୍କ ବଡ଼ ପୁଅ ଆକାଶ ଅମ୍ବାନୀ। ଆକାଶ ଅମ୍ବାନୀ ଗତକାଲି ବିଳମ୍ବିତ ରାତିରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆର୍ଶୀବାଦ ନେଇଛନ୍ତି। ଶ୍ରୀମନ୍ଦିରରେ ଆକାଶ ଅମ୍ବାନି ଜଗା ଦର୍ଶନ କରିବା ସହ ସେବାୟତଙ୍କ ପାଦ…
ତାଜା ଖବର ବିଶ୍ୱ ରାଜନୀତି ଟ୍ରମ୍ପ୍ ପ୍ରଶାସନରୁ ଇସ୍ତଫା ଦେଲେ ଏଲନ୍ ମସ୍କ May 29, 2025 Papirani ଡୋନାଲ୍ଡ ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସେ ଏହି ସୂଚନା ଦେଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଧନ୍ୟବାଦ ଜଣାଇ…
ତାଜା ଖବର ରାଜ୍ୟ ମାଲ୍ ପ୍ରାକ୍ଟିସ ଘଟଣା: ୫ ଶିକ୍ଷକ ନିଲମ୍ବିତ ସହ ୩୩ ଜଣଙ୍କୁ ସୋ କଜ୍ ନୋଟିସ ଜାରି କଲେ ରାଜ୍ୟ ସରକାର May 29, 2025 Papirani ଶିକ୍ଷା ବିଭାଗର କଡ଼ା ଆକ୍ସନ। ବରଗଡ଼ ଜିଲ୍ଲାର ବିଭିନ୍ନ ସ୍କୁଲ ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବିରୋଧରେ ନିଆଯାଇଛି ଆକ୍ସନ ।ପଦ୍ମପୁର ବାନ୍ଦୁପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ପଦ୍ମପୁର ପବ୍ଲିକ ସ୍କୁଲରେ ମାଲ୍ ପ୍ରାକ୍ଟିସ(ଏମ୍ପି) ଘଟଣାରେ ୫ ଶିକ୍ଷକ ନିଲମ୍ବିତ କରିଛନ୍ତି…
ରାଜ୍ୟ ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ମୋହର; ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା May 28, 2025 Nirvay ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ମୋହର ନେଇ ମୁଖ୍ୟଶାସନ ସଚିବ ମନୋଜ କୁମାର ଆହୁଜା ସୂଚନା ଦେଇଛନ୍ତି । ମନୋଜ ଆହୁଜା କହିଛନ୍ତି ଯେ, ସରକାରୀ…