ରାଜ୍ୟ IAS ନିକୁଞ୍ଜ ଧଳଙ୍କୁ ହଠାତ୍ ଦାୟିତ୍ୱ ମୁକ୍ତ କଲେ ରାଜ୍ୟ ସରକାର May 2, 2025 Nirvay ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସ୍ୱତନ୍ତ୍ର ଦାୟିତ୍ୱରେ ଯୋଗ ଦେବା ପାଇଁ ବରିଷ୍ଠ ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ହଠାତ୍ ରାଜ୍ୟ ସରକାର ଦାୟିତ୍ୱ ମୁକ୍ତ କରିଛନ୍ତି । ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ନିକୁଞ୍ଜ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ…
ରାଜ୍ୟ ନେପାଳୀ ଛାତ୍ରୀ ମୃତ୍ୟୁକୁ ନେଇ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା UGC May 2, 2025 Nirvay କିଟ୍ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛି ୟୁଜିସି । ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC), କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) କ୍ୟାମ୍ପସରେ ପୁଣି ଥରେ ଜଣେ…
ତାଜା ଖବର ରାଜ୍ୟ ଦୀଘା ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ May 2, 2025 Papirani ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ଏ ମାମଲାରେ ତଦନ୍ତ କରାଯାଇ ସତ୍ୟାସତ୍ୟ…
ତାଜା ଖବର ରାଜ୍ୟ ୧୦ ତାରିଖରେ ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ May 2, 2025 Papirani ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ ।ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଗୃହ…
ତାଜା ଖବର ରାଜ୍ୟ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ: ଗଜପତିରେ ସର୍ବାଧିକ ଓ କୋରାପୁଟରେ ସର୍ବନିମ୍ନ ରହିଛି ପାସ୍ହାର May 2, 2025 Papirani ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ। କଟକ ମାଧ୍ୟମିକ ବୋର୍ଡ ଅଫିସରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳତବର୍ଷ ଗଜପତିରେ ପାସ୍ହାର ସର୍ବାଧିକ…
ତାଜା ଖବର ରାଜ୍ୟ ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ May 2, 2025 Papirani ଆଜି ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ଣ ୪ ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସନ୍ଧ୍ୟା ୬ ଟା ପରେ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଚଳତବର୍ଷ…
ତାଜା ଖବର ରାଜ୍ୟ ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି May 2, 2025 Papirani ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି । କିଛି ମାସ ହେଲା ରାଜ୍ୟରେ ପାର୍ଟ ପ୍ଲଟ୍ ପଞ୍ଜୀକରଣ ବନ୍ଦ ହୋଇଥିବାବେଳେ ଆସନ୍ତା ମାସରେ ପୁଣି ପାର୍ଟ ପ୍ଲଟ୍ ପଞ୍ଜୀକରଣ ଆରମ୍ଭ ହେବାକୁ ଯାଉଛି । ଏନେଇ ଆଜି…
ତାଜା ଖବର ଦେଶ ରାଜ୍ୟ କିଟ୍ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅନୁରୋଧ May 2, 2025 Papirani କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ନେପାଳ ଦୂତାବାସ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି ହୋଇଛି । ବିଜ୍ଞପ୍ତି ଜରିଆରେ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି । ଏହା ସହ ନେପାଳ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସହ…
ତାଜା ଖବର କିଟ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆରମ୍ଭ ହୋଇଛି ତଦନ୍ତ ଆରମ୍ଭ ହୋଇଛି: ଆଇନମନ୍ତ୍ରୀ May 2, 2025 Papirani ପୁଣି ଚର୍ଚ୍ଚାରେ କିଟ୍ ବିଶ୍ଵବିଦ୍ୟାଳୟ। ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ନେଇ ଏବେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଏହି ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଏହି ଘଟଣାର…
ତାଜା ଖବର ରାଜ୍ୟ ଦିଘାରେ ଜଗନ୍ନାଥ ମନ୍ଦିର ବିବାଦ ଘଟଣା; ବ୍ରହ୍ମ ସ୍ଥାପନ ନେଇ କୌଣସି ସ୍ଥାନରେ କହିନାହିଁ: ରାମକୃଷ୍ଣ May 2, 2025 Papirani ପଶ୍ଚିମବଙ୍ଗ ଦୀଘା ସମୁଦ୍ରତଟରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ନୂତନ ଶ୍ରୀଜଗନ୍ନାଥ ମନ୍ଦିରର ପ୍ରାଣପ୍ରତିଷ୍ଠା ହୋଇଛି। ଦିଘାରେ ଜଗନ୍ନାଥ ମନ୍ଦିରକୁ ନେଇ ଦେଖା ଯାଇଥିବା ବିବାଦ ପ୍ରସଙ୍ଗରେ ଆଜି ସାମ୍ୱାଦିକ ସମ୍ମିଳନୀ କରିଛନ୍ତି ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର । ସେ…