ରାଜ୍ୟ ପ୍ରକାଶ ପାଇଲା ଏକକ ପିଜି ପ୍ରବେଶିକା ପରୀକ୍ଷା ଫଳ June 2, 2025 Nirvay ପିଜି ନାମଲେଖା ପାଇଁ ହୋଇଥିବା ଏକକ ପିଜି ପ୍ରବେଶିକା ପରୀକ୍ଷା ଫଳ ସୋମବାର ଦିନ ପ୍ରକାଶ ପାଇଛି । ଏଥିରେ ମୋଟ ୬୨,୩୨୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୫୬,୯୭୬ ଜଣ ପରୀକ୍ଷା ଦେଇଥିଲେ । ୩୦,୮୦୨…
ରାଜ୍ୟ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ପରିଚାଳନା ନିର୍ଦ୍ଦେଶକ June 2, 2025 Nirvay ଆଇଏଏସ ଅଧିକାରୀ ନିଖିଲ ପବନ କଲ୍ୟାଣଙ୍କୁ ମିଳିଲା ନୂଆ ଦାୟିତ୍ୱ । ସେ ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଭାବେ ନୂଆ ଦାୟିତ୍ୱ ତୁଲାଇବେ । କେନ୍ଦ୍ର କାର୍ମିକ ଏବଂ ତାଲିମ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ପଠାଯାଇଥିବା…
ତାଜା ଖବର ରାଜ୍ୟ ବ୍ରହ୍ମପୁର MKCGରେ ରାଗିଂ ଘଟଣା; ୨ ହାଉସ୍ ସର୍ଜନଙ୍କୁ ୨୫ ହଜାର ଜରିମାନା June 2, 2025 Papirani ବ୍ରହ୍ମପୁର MKCGରେ ରାଗିଂ ଘଟଣା ୨ ହାଉସ୍ ସର୍ଜନଙ୍କୁ ଜରିମାନା । ଜଣେ ଚତୁର୍ଥ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗରେ ଜରିମାନା କରାଯାଇଛି । ଜରିମାନା ବାବଦକୁ ୨୫ ହଜାର ଟଙ୍କା ଲେଖାଏ ଦେବାକୁ କୁହାଯାଇଛି। ଛାତ୍ର ଜଣଙ୍କ ଆଣ୍ଟି ରାଗିଂ…
ଦେଶ ନିଟ୍ ପିଜି ୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ June 2, 2025 Nirvay ଜୁନ୍ ୧୫ରେ ହେବାକୁଥିବା ନିଟ୍ ପିଜି (NEET-PG) ୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ । ଦୁଇ ସିଫ୍ଟରେ ପରୀକ୍ଷା ପାଇଁ ସ୍ଥିର କରିଥିଲା ନ୍ୟାସନାଲ ବୋର୍ଡ ଅଫ ଏକଜାମିନେସନ୍ସ (NBE) । ତେବେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ପରୀକ୍ଷା ସ୍ଥଗିତ ହୋଇଛି…
ରାଜ୍ୟ ଭଦ୍ରକରେ ପ୍ରାୟ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ June 2, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭଦ୍ରକ ଜିଲ୍ଲାର ବାଲିଆପଡା ଠାରେ ପ୍ରାୟ ୨୭୫ କୋଟି ଟଙ୍କାର ସମୁଦାୟ ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହା ସହିତ ଭଦ୍ରକରେ ସରକାରୀ ବିଶ୍ୱବିଦ୍ୟାଳୟ ସ୍ଥାପନା ହେବ ବୋଲି…
ତାଜା ଖବର ରାଜ୍ୟ ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର June 2, 2025 Papirani ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ଆଜି ଭୁବନେଶ୍ୱରର ତାପମାତ୍ରା ଉତ୍ତପ୍ତ ସହରର ରେକର୍ଡ ଭାଙ୍ଗିଛି। ରାଜ୍ୟରେ ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସାଢ଼େ ୨ ସୁଦ୍ଧା ଭୁବନେଶ୍ବର ତାପମାତ୍ରା…
ତାଜା ଖବର ରାଜ୍ୟ ରାଜ୍ୟରେ ୧୫କୁ ଛୁଇଁଲା କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା June 2, 2025 Papirani ଓଡ଼ିଶାରେ କ୍ରମାଗତ ଭାବେ ବଢିଚାଲିଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଏବେ ଆଉ ୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହାଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୫କୁ…
ତାଜା ଖବର ରାଜ୍ୟ ରାଜ୍ୟରେ ଚଳିତ ମାସ ସୁଦ୍ଧା ଆସିବ ନୂତନ ଅବକାରୀ ନୀତି June 2, 2025 Papirani ରାଜ୍ୟରେ ଏହିମାସରେ ଲାଗୁ ହେବ ନୂତନ ଅବକାରୀ ନୀତି । ରାଜ୍ୟ ସରକାରଙ୍କ ପାଇଁ ଏହା ଏକ ନୂଆ ଆହ୍ୱାନ ହେବ। ଚଳିତ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ଲାଗୁ ହେବାକୁ ଯାଉଛି। ନୂଆ ମଦ ନୀତିରେ ନୂଆ…
ତାଜା ଖବର ରାଜ୍ୟ ୪ ଟନ୍ ବିସ୍ଫୋରକ ଲୁଟ୍ ଘଟଣା; ଜବତ ହେଲା ଅଢ଼େଇ ଟନ୍ର ବିସ୍ଫୋରକ June 2, 2025 Papirani ସୁନ୍ଦରଗଡ଼ ଜିଲ୍ଲା ବାଙ୍କୋ ପଥର ଖଣିରୁ ୪ ଟନ୍ ବିସ୍ଫୋରକ ଭର୍ତ୍ତି ଗାଡ଼ି ଗାଏବ ଘଟଣାରେ ପୋଲିସକୁ ମିଳିଛି ସଫଳତା । ଆଜି ସର୍ଚ୍ଚ ଅପରେସନ୍ ବେଳେ ଆଉ ଅଢ଼େଇ ଟନ୍ର ବିସ୍ଫୋରକ ଜବତ କରାଯାଇଛି । ଝାଡ଼ଖଣ୍ଡ ଜରେଇକେଲା ଥାନା…
ତାଜା ଖବର ରାଜ୍ୟ ରାଜ୍ୟରେ ଗୁଳୁଗୁଳି ସହ ବଢ଼ୁଛି ତାପମାତ୍ରା June 2, 2025 Papirani ରାଜ୍ୟରେ ତାପମାତ୍ରା ବୃଦ୍ଧି ସହ ବଢିଛି ଗୁଳୁଗୁଳି । ସକାଳ ୧୧.୩୦ ସୁଦ୍ଧା ରାଜଧାନୀରେ ୩୭ ଡ଼ିଗ୍ରୀ ଛୁଇଁଲା ତାପମାତ୍ରା । ୫୫.୪ ପ୍ରତିଶତ ଆର୍ଦ୍ରତା ଯୋଗୁଁ ରାଜଧାନୀରେ ଗୁଳୁଗୁଳି ଅନୁଭୂତ ହୋଇଛି । ଆଜି ଭୁବନେଶ୍ୱରର ତାପମାତ୍ରା ୩୭.୪ ରେକର୍ଡ…