Day: 4 June 2025

ବେଙ୍ଗାଲୁରୁରେ ଦଳାଚକଟା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଆରସିବିର ବିଜୟ ରାଲି ସମୟରେ ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ହୋଇ ୧୧ ଜଣଙ୍କର ମୃତ୍ୟୁ ହୋଇଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।…

ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ

ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା ଥିବ କିମ୍ବା ସମକକ୍ଷ…

ଢେଙ୍କାନାଳରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁରର ମହିଳା ଥାନା ଏଏସଆଇ ବବିତା ସୁନା

ଲାଞ୍ଚ ନେଇ ଧରା ପଡିଲେ ବ୍ରହ୍ମପୁରର ମହିଳା ଥାନା ଏଏସଆଇ ବବିତା ସୁନା। ଏକ ମାମଲାର ରଫାଦଫା ପାଇଁ ୧୦ହଜାର ତାଙ୍କ ଲାଞ୍ଚ ନେଉଥିବା ସମୟରେ ଧରିଥିଲା ଭିଜିଲାନ୍ସ। ବବିତା ସୁନାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ନିଜ ହେପାଜତକୁ…

ବେଙ୍ଗାଲୁରୁରେ ଆରସିବିର ବିଜୟ ଉତ୍ସବ ବେଳେ ଦଳାଚକଟା; ୧୧ ମୃତ, ୫୦ ଆହତ

ବେଙ୍ଗାଲୁରୁରେ ବିଜୟ ଉତ୍ସବ ସମୟରେ ଅଘଟଣ। ଆରସିବି ଆଇପିଏଲ ୨୦୨୫ ଟ୍ରଫି ଜିତିବା ପରେ ଟିମକୁ ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ସମ୍ବର୍ଦ୍ଧନା ସମାରୋହ ଆୟୋଜନ କରାଯାଇଛି । କିନ୍ତୁ ଏହାରି ମଧ୍ୟରେ ଚିନ୍ନାସ୍ବାମୀ ଷ୍ଟାଡିୟମ ବାହାରେ ଦଳାଚକଟା ହୋଇ ୭ ଜଣଙ୍କ…

ଭୁଲ ଇଞ୍ଜେକସନରୁ ରୋଗୀଙ୍କ ମୃତ୍ୟୁ ଘଟଣା; ଡିଏମଇଟି ଗଠନ କଲେ ପାଞ୍ଚ ଜଣିଆ ଟିମ୍ 

କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ରୋଗୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଗଠନ ହେଲା ପାଞ୍ଚ ଜଣିଆ ଟିମ । ଡିଏମଇଟି ଗଠନ କଲେ ପାଞ୍ଚ ଜଣିଆ ଟିମ ।…

ଭୁଲ ଇଞ୍ଜେକସନରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବାକୁ ଦାବି କଲା କଂଗ୍ରେସ

କୋରାପୁଟ ଜିଲ୍ଲାର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସ କହିଛି ସରକାର ହତ୍ୟା କରିଛନ୍ତି। ଏଥିପାଇଁ ସରକାର ଦାୟୀ। ତେଣୁ…

ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

ସଂସଦର ମୌସୁମୀ ଅଧିବେଶନର ତାରିଖ ହେଲା ଘୋଷଣା । ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ । ଏ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।…

ଆସନ୍ତା ୬ ତାରିଖରେ ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ

ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପ୍ରଦାନ କରିବେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି…

ଆଇସ୍‍ ପ୍ଲାଣ୍ଟରେ ଆମୋନିଆ ଗ୍ୟାସ୍‌ ଲିକ୍‌; ୪ ଅସୁସ୍ଥ 

ଜଗତସିଂହପୁର ଜିଲା ପାରାଦ୍ୱୀପ ଲକ୍‍ ଥାନା ପାରଦ୍ୱୀପଗଡ ପ୍ଲାଣ୍ଟରେ ଅଘଟଣ । ଆମୋନିଆ ଗ୍ୟାସ ଲିକ୍ ହୋଇ ୪ ଅସୁସ୍ଥ । ପାରାଦ୍ବୀପ ଗଡ଼ ଇଣ୍ଡଷ୍ଟ୍ରିଆଲ ଏରିଆରେ ଘଟିଛି ଘଟଣା । ଆଇସ୍ ଫ୍ୟାକ୍ଟ୍ରି ରୁ ଆମୋନିଆ ଗ୍ୟାସ ଲିକ୍ ହୋଇ…