Day: 5 June 2025

ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ ରାଜ୍ୟ ସରକାର

ଆଜି ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ…

ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ରୋଗୀଙ୍କ ମୃତ୍ୟୁ ଘଟଣା; କୋରାପୁଟରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ଭୁଲ ଇଞ୍ଜେକ୍ସନ୍ ୬ ରୋଗୀଙ୍କ ମୃତ୍ୟୁ ଘଟଣା ସମୀକ୍ଷା ପାଇଁ କୋରାପୁଟରେ ପହଞ୍ଚିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ସ୍ବାସ୍ଥ୍ୟମନ୍ତ୍ରୀ ପହଞ୍ଚିଥିବା ଜଣାପଡିଛି । ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସହ ବରିଷ୍ଠ ଅଧିକାରୀ…

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ସରକାରକୁ ବର୍ଷେ ପୁରିଥିବାରୁ ସରକାର ଏହାକୁ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହେବା ପାଇଁ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ଜୁନ୍‌ ୧୧ କିମ୍ବା…

ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକରଙ୍କୁ ଅଟକ ରଖିଲା ପୋଲିସ୍

ରାୟଗଡ଼ା ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକର ଅଟକ ।ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ ଯାଉଥିବା ବେଳେ ରାୟଗଡା ରେଳ ଷ୍ଟେସନରୁ ପୁଲିସ ଉଠାଇ ନେଇଥିବା ସୂଚନା ମିଳିଛି। କାଶୀପୁରରେ ଆୟୋଜିତ ସମାବେଶରେ ଯୋଗ ଦେଇଥାନ୍ତେ ମେଧା ପାଟେକର।…

ଶିକ୍ଷକଙ୍କ ବଦଳି କ୍ଷମତା ପ୍ରତ୍ୟାହାର ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣେଶ୍ବର ବେହେରା

ଶିକ୍ଷକଙ୍କ ବଦଳି କ୍ଷମତା ପ୍ରତ୍ୟାହାର ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ବର ବେହେର। ସେ ଲେଖିଛନ୍ତି ବିଧାୟକମାନେ ନିଜ ଜିଲ୍ଲା ଭିତରେ ପ୍ରତିବର୍ଷ ୧୫ଜଣ ଶିକ୍ଷକ କିମ୍ବା ଶିକ୍ଷୟିତ୍ରୀଙ୍କ ବଦଳି ପାଇଁ ସୁପାରିସ କରିପାରିବେ। ରାଜ୍ୟ ସରକାରଙ୍କ…