ରାଜ୍ୟ ସୁବର୍ଣ୍ଣପୁରରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ June 7, 2025 Nirvay ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ…
ଦେଶ ବିଜାପୁର ଏନ୍କାଉଣ୍ଟର: ହାର୍ଡକୋର ମାଓବାଦୀ ଭାସ୍କର, ଗୌତମ ସୁଧାକରଙ୍କ ସମେତ ୭ ମାଓବାଦୀ ନିହତ June 7, 2025 Nirvay ଛତିଶଗଡ଼ରେ ଭୁଶୁଡୁଛି ମାଓ ଦୁର୍ଗ । ଛତିଶଗଡ଼ ବିଜାପୁର ସ୍ଥିତ ଇନ୍ଦ୍ରାବତୀ ନ୍ୟାସନାଲ ପାର୍କରେ ଅପରେସନ ଘଟଣାରେ ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି ପାଇଛି । ୫, ୬ ଓ ୭ ତାରିଖ ସର୍ଚ୍ଚ ଅପରେସନ୍ ଓ ଏନ୍କାଉଣ୍ଟରରେ ୭…
ରାଜ୍ୟ ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ June 7, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ…
ରାଜ୍ୟ ବ୍ରହ୍ମପୁର ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଗିରଫ June 7, 2025 Nirvay ବ୍ରହ୍ମପୁରରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଯଦିଓ ଘଟଣାଟି ତିନି ଦିନ ତଳେ ଗୋଲନ୍ଥରା ପୋଲିସ ସୀମା ମଧ୍ୟରେ ଘଟିଥିଲା । କିନ୍ତୁ ଏହା ପରିବାର ସଦସ୍ୟମାନେ ଅଭିଯୋଗ କରିବା ପରେ ଏହି…
ଦେଶ ବିଶ୍ୱ ବିଶ୍ୱ ବ୍ୟାଙ୍କ୍ ରିପୋର୍ଟ ଅନୁଯାୟୀ ଭାରତରେ ଦ୍ରୁତଗତିରେ କମୁଛି ‘ଅତ୍ୟନ୍ତ ଦାରିଦ୍ର୍ୟ’ ହାର June 7, 2025 Nirvay ଗତ ଏକ ଦଶନ୍ଧି ମଧ୍ୟରେ ଭାରତ ଦାରିଦ୍ର୍ୟ ହାର ହ୍ରାସ କରିବା ଦିଗରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଥିବା କହିଛି ବିଶ୍ୱ ବ୍ୟାଙ୍କ୍ । ବିଶ୍ୱ ବ୍ୟାଙ୍କ୍ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ ୨୭.୧ ପ୍ରତିଶତରୁ ୫.୩%କୁ ଦାରିଦ୍ର୍ୟ ହାର…
ଖେଳ ଦେଶ ବେଙ୍ଗାଲୁରୁ ଦଳାଚକଟା ଘଟଣାରେ କେଏସସିଏ ସମ୍ପାଦକ, କୋଷାଧ୍ୟକ୍ଷଙ୍କ ଇସ୍ତଫା June 7, 2025 Nirvay ବେଙ୍ଗାଲୁରୁ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ଦଳାଚକଟା ଘଟଣାରେ ୧୧ ଜଣ ମୃତ୍ୟୁବରଣ ଓ ୭୫ ଜଣ ଆହତ ହୋଇଥିବା ଘଟଣାରେ କର୍ଣ୍ଣାଟକ ଷ୍ଟେଟ୍ କ୍ରିକେଟ ଆସୋସିଏଶନ (କେଏସସିଏ) ର ସମ୍ପାଦକ ଏ. ଶଙ୍କର ଏବଂ ଟ୍ରେଜରର୍ (କୋଷାଧ୍ୟକ୍ଷ) ଇ.ଏସ୍. ଜୟରାମ ନିଜ…
ରାଜ୍ୟ ପିଏମ୍ ଆବାସ ଯୋଜନାରେ ଘର ପାଇଁ ମିଳିବ ମାଗଣା ବାଲି June 7, 2025 Nirvay ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇଁ ମାଗଣା ବାଲି ମିଳିବ । ଘର ତିଆରି ପାଇଁ ରାଜ୍ୟ ସରକାର ୨ ଟ୍ରାକ୍ଟର୍ ବାଲି ଦେବେ ବୋଲି ନିଷ୍ପତ୍ତି ହୋଇଛି । ଏନେଇ ପରମିଟ ଇସ୍ୟୁ ହେବ, ଡ୍ରାଫ୍ଟ ପ୍ରସ୍ତୁତ ହୋଇଛି ବୋଲି…
ରାଜନୀତି ରାଜ୍ୟ ଜୁନ୍ ୨୦ ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ June 7, 2025 Nirvay ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ନୁହେଁ, ବରଂ ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।…
ଦେଶ ବିଶ୍ୱ ରାଜ୍ୟ ଆଜି ଇସଲାମ୍ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ବକ୍ରିଇଦ୍ June 7, 2025 Nirvay ଆଜି ଇସଲାମ୍ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ବକ୍ରିଇଦ୍ । ଏହାଛଡ଼ା ଏହାକୁ ବଳିଦାନର ପର୍ବ ବୋଲି ମଧ୍ୟ କୁହାଯାଏ । ସାରା ବିଶ୍ୱରେ ଆଜି ଇସଲାମ୍ ଧର୍ମାବଲମ୍ବୀଙ୍କର ଏହି ପର୍ବ ପାଳନ ହେଉଛି । ବକ୍ରୀଦ ହେଉଛି ଇସଲାମର ଦ୍ୱିତୀୟ ସବୁଠାରୁ…