ରାଜ୍ୟ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୦ ଟପିଲା June 9, 2025 Nirvay ରାଜ୍ୟରେ ଏବେ ପୁଣି ଉପରମୁହାଁ କରୋନା । ଆଜି ଗୋଟିଏ ଦିନରେ ଆଉ ସାତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଏହି ସୂଚନା ଦେଇଛନ୍ତି । ଚଳିତ ବର୍ଷ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ରାଜନୀତି ରାଜ୍ୟ ତେନ୍ତୁଳିଖୁଣ୍ଟି ବ୍ଲକ ଅଧ୍ୟକ୍ଷା ନିଳେନ୍ଦ୍ରୀ ନାୟକ ବିଜେପିରେ ସାମିଲ June 9, 2025 Nirvay ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ବ୍ଲକର ଅଧ୍ୟକ୍ଷା ନିଳେନ୍ଦ୍ରୀ ନାୟକ, ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀ ଏବଂ ବହୁ ପଞ୍ଚାୟତ ପ୍ରତିନିଧି ବିଜେପିରେ ସାମିଲ ହୋଇଛନ୍ତି । ଗତ ପଞ୍ଚାୟତ ନିର୍ବାଚନରେ ବିଜେଡି ସମର୍ଥନରେ ବ୍ଲକ ଅଧ୍ୟକ୍ଷା ହୋଇଥିଲେ ନିଳେନ୍ଦ୍ରୀ…
ଖେଳ ତାଜା ଖବର ରାଜ୍ୟ ଡିସେମ୍ବର ୯ରେ ବାରବାଟୀରେ ହେବ ଟି-ଟ୍ବେଣ୍ଟି June 9, 2025 Papirani ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ୍ । ଆସନ୍ତା ଡିସେମ୍ବର ୯ରେ ଖେଳାଯିବ ମ୍ୟାଚ୍ । ଚଳିତ ବର୍ଷ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚର ସିରିଜ୍ ଖେଳାଯିବ। ସେଥିମଧ୍ୟରୁ ଡିସେମ୍ବର ୯ରେ ଓଡ଼ିଶାର…
ଦେଶ ବିଶ୍ୱ ମହାକାଶ ଜଗତରେ ନୂଆ ଫର୍ଦ୍ଦ ଯୋଡିବେ ଶୁଭାଂଶୁ ଶୁକ୍ଲା June 9, 2025 Nirvay ମହାକାଶ ଜଗତରେ ନୂଆ ଫର୍ଦ୍ଦ ଯୋଡିବେ ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା । ପ୍ରଥମ ଭାରତୀୟ ଭାବେ ଇଣ୍ଟରନ୍ୟାସନାଲ ସ୍ପେସ୍ ସେଣ୍ଟର (ଆଇଏସଏସ) ଯିବେ ଶୁଭାଂଶୁ । ସ୍ପେସକୁ ଯିବାରେ ସେ ଦ୍ୱିତୀୟ ଭାରତୀୟ ଭାବେ ପରିଚିତ ହେବେ । ଏହି…
ରାଜ୍ୟ ଜୁଲାଇ ୮ ରୁ ଓଡ଼ିଶା ଡ୍ରାଇଭର ସଂଘର ଷ୍ଟିୟରିଂ ଛାଡ ଡାକରା June 9, 2025 Nirvay ଓଡିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ପୁଣି ଆନ୍ଦୋଳନ ଡାକରା ଦିଆଯାଇଛି ।୬ ଦଫା ଦାବି ପୂରଣ ନେଇ ଓଡ଼ିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଜୁଲାଇ ୮ ତାରିଖରୁ ରାଜ୍ୟବ୍ୟାପୀ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ଡାକରା…
ତାଜା ଖବର ରାଜ୍ୟ ରଥଯାତ୍ରା ପାଇଁ ନିୟୋଜିତ ହେବେ ୩୦୦ ଡାକ୍ତର June 9, 2025 Papirani ଜୁନ୍ ୨୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏନେଇ ୮୦ ପ୍ରତିଶତ ପ୍ରସ୍ତୁତି ଶେଷ ହୋଇଛି । ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଇନ ତଥା ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ…
ତାଜା ଖବର ରାଜ୍ୟ ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ ଟଙ୍କା June 9, 2025 Papirani ବଢ଼ିଲା ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି ବଢ଼ିଲା । ସହାୟତା ରାଶି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୂର୍ବରୁ ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ୬ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ବୃଦ୍ଧି କରାଯାଇ…
ତାଜା ଖବର ରାଜ୍ୟ ରାଜ୍ୟରେ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ; ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି June 9, 2025 Papirani ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ। ଝଟ୍କା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିମି ରହିବ । ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି…
ତାଜା ଖବର ରାଜ୍ୟ ଲାଞ୍ଚ ନେଇ ଧରାପଡ଼ିବା ପରେ ଗିରଫ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ June 9, 2025 Papirani ଧର୍ମଗଡ଼ ଉପ-ଜିଲ୍ଲାପାଳ ଧୀମାନ ଚକମା ଗିରଫ । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ । ଏହା ପରେ ତାଙ୍କୁ ଗିରଫ ହୋଇଛନ୍ତି। ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଚଢ଼ାଉରେ ପ୍ରାୟ ୪୭…
ତାଜା ଖବର ରାଜ୍ୟ ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ; ଅଭିଯାନ ଆରମ୍ଭ ହୋଇଛି, କେହି ବି ବର୍ତ୍ତିବେ ନାହିଁ June 9, 2025 Papirani ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ରାଜସ୍ବ ମନ୍ତ୍ରୀ ଚେତାବନୀ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଯିଏ ଦୁର୍ନୀତି କରିବ ସିଏ ଜେଲ୍ ଯିବ । ଅଭିଯାନ ଆରମ୍ଭ ହୋଇଛି, କେହି ବି ବର୍ତ୍ତିବେ ନାହିଁ। ରାଜ୍ୟରେ ଦୁର୍ନୀତି ଉପରେ…