Day: 11 June 2025

ଯାଜପୁରରେ ଝାଡ଼ାବାନ୍ତି ଆତଙ୍କ; ଦୁଇ ଶହରୁ ଅଧିକ ଆକ୍ରାନ୍ତ, ୨ ମୃତ

ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ଆତଙ୍କ । ଝାଡ଼ାବାନ୍ତିରେ ୨୦୦ରୁ ଅଧିକ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିଶେଷକରି ଯାଜପୁର ଜିଲ୍ଲାର ବ୍ୟାସନଗର ପୌରାଞ୍ଚଳ, ଦାନଗଦୀ, ଧର୍ମଶାଳା, ରସୁଲପୁର ଓ କୋରେଇ ବ୍ଲକର ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି…

ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏନେଇ ପୁରୀ ବଡ଼ଦାଣ୍ଡରେ ଜନ ସମୁଦ୍ର ଦେଖିବାକୁ ମିଳିଛି। ଏହାରି ମଧ୍ୟରେ ପୁରୀରେ ପହଞ୍ଚଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ନାନବେଦୀରେ…

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା; ସ୍ନାନବେଦୀରେ ଚତୁର୍ଦ୍ଧା ମୂର୍ତ୍ତି

ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ବିଜେ ହେଲେ ଚତୁର୍ଦ୍ଧା ମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ । ଭୋରରୁ ପହଣ୍ଡି ଆରମ୍ଭ ହୋଇସାରିଛି । ମହାପ୍ରଭୁଙ୍କର ଏହି ଦିବ୍ୟ ଦର୍ଶନ ଦେଖିବା…