Day: 12 June 2025

ଦୁର୍ଘଟଣାସ୍ଥଳ ପରିଦର୍ଶନ ପରେ ଅମିତ ଶାହଙ୍କ ପ୍ରତିକ୍ରିୟା

କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହ ଗୁରୁବାର ଦିନ ଦୁର୍ଘଟଣାସ୍ଥଳ ପରିଦର୍ଶନ ପରେ ସିଭିଲ ହସ୍ପିଟାଲରେ ପହଞ୍ଚି ଆହତ ମାନଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ଅପଡେଟ ନେଇଛନ୍ତି । ଦୁର୍ଘଟଣାସ୍ଥଳ ପରିଦର୍ଶନ ପରେ ଅମିତ ଶାହ କହିଛନ୍ତି ଯେ ବିମାନରେ…

ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ଦେବ ଟାଟା ଗୃପ୍

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ଏବଂ କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା ସଜାଡ଼ିବାକୁ ପ୍ରତିଶୃତି ଦେଇଛି…

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀଙ୍କ ମୃତ୍ୟୁ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ବିଜେପିର ବରିଷ୍ଠ ନେତା ତଥା ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର. ପାଟିଲ ସ୍ପଷ୍ଟ କରିଛନ୍ତି । ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଶତାଧିକ…

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ

ଆଜି ହେଉଛି ଭାରତ ଇତିହାସର ସବୁଠୁ ଦୁଃଖଦ ଦିନ । ଗୁଜରାଟରେ ବଡ଼ ଧରଣର ବିମାନ ଦୁର୍ଘଟଣା । ୨୪୨ ଯାତ୍ରୀଙ୍କୁ ନେଇ ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ବିମାନ ବନ୍ଦରରୁ ଇଂଲଣ୍ଡ ଯାଉଥିବା ବୋଇଂ ୭୮୭-୮ ଡ୍ରିମଲାଇନ ବିମାନର…

ହଷ୍ଟେଲ ଉପରେ ବିମାନ କ୍ରାସ୍‌ ଯୋଗୁଁ ୫ ଡାକ୍ତରୀ ଛାତ୍ର ମୃତ

ଅହମ୍ମଦାବାଦରେ ହଷ୍ଟେଲ ଉପରେ ବିମାନ କ୍ରାସ୍‌ ଯୋଗୁଁ ୫ ଡାକ୍ତରୀ ଛାତ୍ର ମୃତ । ୪ UG ଓ ଜଣେ PG ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଅହମ୍ମଦାବାଦ ବିଜେ ମେଡିକାଲ୍‌ ଛାତ୍ର ମୃତ ହୋଇଥିବା ବେଳେ ଆଉ…

ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଜାରି ହେଲା ଏମର୍ଜେନ୍ସି ନମ୍ବର; ଶୋକ ପ୍ରକାଶ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଃଖପ୍ରକାଶ କରି ନିଜ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ଏହା ହୃଦୟ ବିଦାରକ ବିପର୍ଯ୍ୟୟ ଅଟେ।ମୋର ପ୍ରାର୍ଥନା…

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା; ୪୦ ମୃତ

ଅହମ୍ମବାଦସ୍ଥିର ସର୍ଦ୍ଦାର ବଲ୍ଲଭ ଭାଇ ଅନ୍ତର୍ଜାତୀୟ ବିମାନ ବନ୍ଦର ନିକଟରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତରେ ୪୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିବା ବେଳେ ସେଥିରେ ଗୁଜରାଟର ପୂର୍ବତନ…

ଅହମ୍ମଦାବାଦ ବିମାନ ବନ୍ଦର ନିକଟରେ ବିମାନ ଦୁର୍ଘଟଣା

ଗୁଜୁରାଟର ଅହମ୍ମଦାବାଦ ବିମାନ ବନ୍ଦର ନିକଟରେ ବିମାନ ଦୁର୍ଘଟଣା । ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟେକ୍‌ ଅଫ୍‌ କରିବା ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ତେବେ ଏହି ବିମାନରେ ୨୪୨…

ଗୋଟିଏ ଦିନରେ ୨ଟି ବ୍ୟାଙ୍କ୍‌ ଲୁଟ୍; ବନ୍ଧୁକ ଦେଖାଇ ଲୁଟି ନେଲେ ଟଙ୍କା ଓ ସୁନା ଗହଣା

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ୍‌ରେ ସଶସ୍ତ୍ର ଡକାୟତି । ଯୋଡ଼ା ସହର ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ୍‌ରୁ ଲୁଟ୍ । ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା ଓ ସୁନା ଗହଣା । ବ୍ୟାଙ୍କରେ ବଡ଼ ଧରଣର ଲୁଟ୍ କରି ୫ ଦୁର୍ବୃତ୍ତ ଫେରାର…

ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲା: ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଜାମିନ

ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ତଥା ଆଇଏଏସ୍ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଜାମିନ । ଜାମିନ ପ୍ରଦାନ କରିଛନ୍ତି ଏସଡିଜେଏମ୍ କୋର୍ଟ। ୫୦ ହଜାର ଟଙ୍କା ଲେଖାଏଁ ଦୁଇଟି ମୂଚାଲିକାରେ ମନୀଷଙ୍କୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ…