ତାଜା ଖବର ରାଜ୍ୟ ସଡ଼କ ଦୁର୍ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ, ଝିଅ ଆହତ June 15, 2025 Papirani ସଡ଼କ ଦୁର୍ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ, ଝିଅ ଆହତ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ସ୍ତ୍ରୀ ଓ ଝିଅ ଆହତ ।କାର୍ରେ ଆସୁଥିବା ବେଳେ ଏନ୍ଏଚ୍ ୫୫ ହଣ୍ଡପା ନିକଟରେ ଆଉ ଏକ କାର୍ ସହ ଧକ୍କା । ହେମାନନ୍ଦ…
ତାଜା ଖବର ରାଜ୍ୟ ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ଘାରିଲାଣି ଝାଡ଼ାବାନ୍ତି ଡର; ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ June 15, 2025 Papirani ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ଝାଡାବାନ୍ତି ବ୍ଯାପି ଥିବାର ଖବର ଆସିବା ମାତ୍ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ତଥା ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା…
ତାଜା ଖବର ରାଜ୍ୟ ଅସହ୍ୟ ତାତି ଓ ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି; ରାଜ୍ୟରେ ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା June 15, 2025 Papirani ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା…
ତାଜା ଖବର ରାଜ୍ୟ ଡାଇରିଆ ସ୍ଥିତିର ସମୀକ୍ଷା ପାଇଁ ଯାଜପୁର ଓ ଆନନ୍ଦପୁର ଗସ୍ତରେ ସ୍ବାସ୍ଥ୍ୟ ମନ୍ତ୍ରୀ June 15, 2025 Papirani ଆନନ୍ଦପୁର ହସ୍ପିଟାଲରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଯାଜପୁର ଗସ୍ତ ପରେ ଆନନ୍ଦପୁର ହସ୍ପିଟାଲରେ ପହଞ୍ଚିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ । ଆନନ୍ଦପୁର ହସ୍ପିଟାଲରେ ଡାଇରିଆ ସ୍ଥିତିର ସମୀକ୍ଷା କରିଥିବା ଜଣାପଡିଛି । ସୂଚନା ଯୋଗ୍ୟ; ରାଜ୍ୟରେ ଦିନକୁ ଦିନ ବଢୁଛି…