ରାଜ୍ୟ ଧର୍ମଶାଳାରେ ହୋଟେଲ, ଫାଷ୍ଟଫୁଡ୍ ଦୋକାନ ୨ ସପ୍ତାହ ପାଇଁ ବନ୍ଦ June 16, 2025 Nirvay ଯାଜପୁର ଜିଲ୍ଲାରେ ଡାଇରିଆ ବ୍ୟାପିଥିବାରୁ ଧର୍ମଶାଳା ତହସିଲ ପ୍ରଶାସନର କଡ଼ା ନିର୍ଦ୍ଦେଶ । ଧର୍ମଶାଳା ତହସିଲ ଅଧୀନରେ ଥିବା ସମସ୍ତ ହୋଟେଲ, ଢାବା, ତେଲଭାଜି ଦୋକାନ, ମିଠା ଦୋକାନ, ଫାଷ୍ଟଫୁଡ଼/ଚାଟ/ଗୁପଚୁପ ଦୋକାନ, ଆଇସକ୍ରିମ କାରଖାନା, ପାଣି ପାଉଚ କାରଖାନା, ମାଛ/ଚିକେନ ଏ…
ରାଜ୍ୟ ରାଜ୍ୟରେ ଆରମ୍ଭ ହେଲା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ June 16, 2025 Nirvay ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ଡାଇରିଆ ସ୍ଥିତି ଉପରେ ନଜର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ତ୍ଵାବଧାନରେ ରାଜ୍ୟ ସରକାର ନିରାକରଣ ଓ ପ୍ରତିଷେଧ…
ରାଜ୍ୟ ଭୁବନେଶ୍ୱରରେ ତିଆରି ହେବ ସରକାରୀ ଅତିଥି ଭବନ June 16, 2025 Nirvay ବିଭିନ୍ନ ଜିଲ୍ଲାରୁ ଓଡ଼ିଶା ରାଜଧାନୀକୁ ବିଭିନ୍ନ ଉଦ୍ଦେଶ୍ୟରେ ଆସୁଥିବା ଲୋକଙ୍କ ପାଇଁ ସୁଲଭ ବାସସ୍ଥାନ ଯୋଗାଇବା ନିମନ୍ତେ ଓଡ଼ିଶା ସରକାର ଭୁବନେଶ୍ୱରରେ ‘ଅତିଥି ଭବନ’ର ନିର୍ମାଣ ପାଇଁ ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ…
ଦେଶ ରାଜନୀତି ପଞ୍ଚଭୂତରେ ଲୀନ ହେଲେ ବିଜୟ ରୁପାଣୀ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ June 16, 2025 Nirvay ପଞ୍ଚଭୂତରେ ଲୀନ ହେଲେ ବିଜୟ ରୁପାଣୀ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ । ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗୃହମନ୍ତ୍ରୀ ଅମିତ ଶାହ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ…
ଦେଶ ବିଶ୍ୱ ସାଇପ୍ରସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ସର୍ବୋଚ୍ଚ ସମ୍ମାନ June 16, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦ ଅର୍ଡର ଅଫ୍ ମାକାରିଓସ୍ ରେ ସମ୍ମାନିତ କରିଛନ୍ତି ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ । ଏହି ସମ୍ମାନ ପାଇଁ ସାଇପ୍ରସ ରାଷ୍ଟ୍ରପତି, ସାଇପ୍ରସ ସରକାର ଓ ଜନତାଙ୍କୁ…
ତାଜା ଖବର ରାଜ୍ୟ ୨୮,୩୪୬ ଜଣଙ୍କୁ ସରକାରୀ ଓ ୪୫ ହଜାରଙ୍କୁ ବେସରକାରୀ ସ୍ତରରେ ନିଯୁକ୍ତି ଦେଇଛନ୍ତି ନୂଆ ସରକାର: ମୁଖ୍ୟମନ୍ତ୍ରୀ June 16, 2025 Papirani ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ…
ତାଜା ଖବର ରାଜ୍ୟ ବ୍ୟାସନଗରରେ ଫାଷ୍ଟଫୁଡ୍ ବନ୍ଦ June 16, 2025 Papirani ମାଡୁଛି ହଇଜା । ଏହାକୁ ଦୃଷ୍ଟିରେ ରଖି ଯାଜପୁର ବ୍ୟାସନଗର ଅଞ୍ଚଳରେ ଫାଷ୍ଟଫୁଡ୍ ବନ୍ଦ । ଚାଟ୍, ଗୁପ୍ଚୁପ୍, ଜଳଖିଆ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ । ହୋଟେଲ୍ଗୁଡ଼ିକୁ ସ୍ବଚ୍ଛତା ରଖିବାକୁ ପ୍ରଶାସନର ନିର୍ଦ୍ଦେଶ ଜାରି କରାଯାଇଛି । ଏହି ନିଷ୍ପତ୍ତି…
ତାଜା ଖବର ରାଜ୍ୟ ଏସସିବିରେ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ June 16, 2025 Papirani ଯାଜପୁରରେ କାୟା ମେଲାଉଛି ଝାଡାବାନ୍ତି । ଏହାରି ମଧ୍ୟରେ କଟକ ଏସସିବିରେ ଆଉ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ସ୍ପଷ୍ଟ କରିଛନ୍ତି ହସ୍ପିଟାଲ୍ କର୍ତ୍ତୃପକ୍ଷ । ମୃତକ ଜଣଙ୍କ ଯାଜପୁର ସୁକିନ୍ଦା ଅଞ୍ଚଳର ସୂଚନା ।…
ତାଜା ଖବର ରାଜ୍ୟ ଜୁନ୍ ୨୦ରେ ଭୁବନେଶ୍ଵରରେ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ମୋଦୀ June 16, 2025 Papirani ଆସନ୍ତା ଜୁନ୍ ୨୦ରେ ଓଡିଶା ଗ୍ରସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଅପରାହ୍ନ ୩ଟା ୪୦ରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦୀ। ବିମାନବନ୍ଦରରୁ ଜନତା ମୈଦାନ ଯାଏଁ ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍…
ତାଜା ଖବର ରାଜ୍ୟ ଯାଜପୁର ବିଞ୍ଝାରପୁରରେ ସମସ୍ତ ଢାବା ଓ ଫାଷ୍ଟଫୁଡ୍ ବନ୍ଦ ନିର୍ଦ୍ଦେଶ June 16, 2025 Papirani ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଦିନକୁ ଦିନ ବ୍ୟାପିଛି ଡାଇରିଆ। ଏହାକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ୨ ସପ୍ତାହ ପାଇଁ ସମସ୍ତ ଢାବା ଓ ଫାଷ୍ଟଫୁଡ୍ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି । ଚାଟ୍, ଗୁପ୍ଚୁପ୍, ଆଇସ୍କ୍ରିମ୍ ଫ୍ୟାକ୍ଟ୍ରି ବନ୍ଦ…