Day: 16 June 2025

ଜନଗଣନା ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି

ଜନଗଣନା ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି । ୨୦୨୭ ଜନଗଣନା ପାଇଁ ଗେଜେଟ୍ ବିଜ୍ଞପ୍ତି ଜାରି । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ହେବ ଜନଗଣନା । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୋମବାର ଏ ନେଇ ବିଜ୍ଞପ୍ତି ଜାରି…

ପିଲାଙ୍କ ମାଆ ଯାଞ୍ଚ କରିପାରିବେ ମଧ୍ୟାହ୍ନ ଭୋଜନ

ଆସନ୍ତା ୨୦ ତାରିଖରୁ ଖୋଲିବ ସ୍କୁଲ। ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦ୍ଦେଶ । ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ତାଗିଦ୍ କରି ଗଣଶିକ୍ଷା ବିଭାଗର ଚିଠି। ଗଚ୍ଛିତ ଥିବା ମଧ୍ୟାହ୍ନ ଭୋଜନ ସାମଗ୍ରୀର ସଠିକ୍ ମାନ…

୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ

ରାଜ୍ୟରେ ଜୁନ୍ ୨୦ ତାରିଖରୁ ଖୋଲିବ ସ୍କୁଲ୍ । ୧୮ ବଦଳରେ ୨୦ ତାରିଖରେ ଖୋଲିବ ସ୍କୁଲ । ଏ ନେଇ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଗଣଶିକ୍ଷା ବିଭାଗ ଲେଖିଛି ଚିଠି । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ…

ଧାମନଗରରେ ଝାଡ଼ାବାନ୍ତି; ଦୁଇ ଦିନରେ ୬୦ ଆକ୍ରାନ୍ତ

ଯାଜପୁର ପରେ ଏବେ ଭଦ୍ରକରେ ବ୍ୟାପିଛି ଝାଡ଼ାବାନ୍ତି ।ଭଣ୍ଡାରିପୋଖରୀ ପରେ ଧାମନଗରକୁ ଡେଇଁଲା ଝାଡ଼ାବାନ୍ତି । ଦୁଇ ଦିନରେ ୬୦ ଜଣ ଆକ୍ରାନ୍ତ ହସ୍ପିଟାଲ୍‌ରେ ଚିକିତ୍ସିତ। ଧାମନଗର ସହର, ଭଗବାନପୁର, ଖଡ଼ିପଦା ଅଞ୍ଚଳରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।…

ରାଜଧାନୀରେ ନାବାଳିକାଙ୍କୁ ଅପହରଣ ଉଦ୍ୟମ; ଦୁଇ ବଙ୍ଗୀୟ ଯୁବକ ଅଟକ

ରାଜଧାନୀରେ ନାବାଳିକାଙ୍କୁ ଅପହରଣ ଉଦ୍ୟମ । ରାତି ଅଧରେ ନାବାଳିକାଙ୍କୁ ଅପହରଣ କରୁଥିବା ୨ ବଙ୍ଗୀୟ ଯୁବକ ଅଟକ। ନାବାଳିକାକୁ ନିଶାଦେଇ ଅପହରଣ କରିବାକୁ ଉଦ୍ୟମ କରୁଥିବା ବେଳେ ଦୁଇ ଜଣ ଯୁବକଙ୍କୁ ମାଡିବସିଲେ ସ୍ଥାନୀୟ ଲୋକେ। ଅନ୍ୟପଟେ ନାବାଳିକା ମଧ୍ୟ…

ପୁରୀର ଥାଟରାଜା ରଣାର୍ଣ୍ଣବ ଦେବଙ୍କ ଦେହାନ୍ତ

ପୁରୀର ଥାଟରାଜା ରଣାର୍ଣ୍ଣବ ଦେବଙ୍କ ଦେହାନ୍ତ। ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ ।୬୭ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏକ…