Day: 24 June 2025

ଚୋରି ହୋଇ ନାହିଁ ମହାପ୍ରଭୁଙ୍କ ମୋଦକ : ପୃଥ୍ବୀରାଜ ହରିଚନ୍ଦନ

ମହାପ୍ରଭୁଙ୍କ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି କିଛି ଲୋକ ବାହାଦୁରୀ ନେବାକୁ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି । ମୋଦକ ଚୋରି ହୋଇ ନାହିଁ ଯାହାକୁ ନେଇ ସ୍ପଷ୍ଟ କରି ସାରିଛନ୍ତି…

ଆଠଗଡ଼ ବ୍ଲକ୍‌ ସମ୍ମୁଖରେ ବିଜେପି-ବିଜେଡି କର୍ମୀ ମୁହାଁମୁହିଁ

ଆଠଗଡ଼ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା । ଆଜି ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଛନ୍ତି। ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି-ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ଼ ଦେଖିବାକୁ ମିଳିଛି। ଉତ୍ତେଜନା ରୋକିବାକୁ ପୋଲିସ ପକ୍ଷରୁ ଲାଠିଚାର୍ଜ । ଘଟଣା…

ଶ୍ରୀମନ୍ଦିରରୁ ମୋଦକ ଚୋରି ଘଟଣା; ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ : ଅରବିନ୍ଦ ପାଢୀ

ଶ୍ରୀମନ୍ଦିରରୁ ମୋଦକ ଚୋରି ଘଟଣାରେ ମୁହଁ ଖୋଲିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ମୋଦକ ଚୋରି ମାମଲାର ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ । ବାଡ଼ଗ୍ରାହୀଙ୍କ ଅଭିଯୋଗକ୍ରମେ ତଦନ୍ତ କରାଯାଉଛି ।…

ମାଙ୍ଗାନିଜ ଚୋରା ଚାଲାଣ ଘଟଣା; କୋଇଡ଼ା ଖଣି ମଣ୍ଡଳରେ ଭିଜିଲାନ୍ସ ଟିମ୍

କୋଇଡ଼ାରେ ବେଧଡକ ଭାବେ ଚାଲିଛି ମାଙ୍ଗାନିଜ ଚୋରା ଚାଲାଣ। ସୁନ୍ଦରଗଡ଼ କୋଇଡ଼ା ହେମଗିରିରେ ବିଭିନ୍ନ ଖଣି ଦୁର୍ନୀତିର ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସ । ଘଟଣାସ୍ଥଳରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ର ତଦନ୍ତ । ସୁନ୍ଦରଗଡର କୋଇଡ଼ାରେ ORSACର ୪ ଜଣ…

ଚୋରି ହେଲା ମହାପ୍ରଭୁଙ୍କ ଦଶମୂଳ ମୋଦକ

ମହାପ୍ରଭୁଙ୍କ ନୀତିରେ ପୁଣି ମହାବିଭ୍ରାଟ । ଶ୍ରୀମନ୍ଦିର ପରିସରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାଜବୈଦ୍ୟ ପ୍ରଦାନ କରିଥିବା ଦଶମୂଳ ମୋଦକ ଲାଗି ହେବା ପୂର୍ବରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ୭୦ଟି ମୋଦକ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଛି…