Day: 26 June 2025

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ

ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର…

କୋଟିଆରେ ରଥ ଟାଣିବେ ରାଜସ୍ବ ମନ୍ତ୍ରୀ

ଆସନ୍ତାକାଲି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ପୁରୀ ରଥଯାତ୍ରା ପରଦିନ କୋଟିଆରେ ରଥ ଟଣା ହୋଇଥାଏ । ଯାହାକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । କୋଟିଆରେ ହେବାକୁଥିବା ରଥଯାତ୍ରାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

ଏସ୍‌ସିଓର ସମ୍ମିଳନୀରେ ଭାରତର ବଡ଼ ପଦକ୍ଷେପ; ଘୋଷଣା ପତ୍ର ସ୍ବାକ୍ଷର କଲାନି ଭାରତ 

ଏସ୍‌ସିଓର ସମ୍ମିଳନୀ ପାଇଁ ଚାଇନାର ଗସ୍ତରେ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଆଜି ଚାଇନାର କ୍ୱିଂଡାଓ ସହରରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (SCO) ର ପ୍ରତିରକ୍ଷା ମନ୍ତ୍ରୀମାନଙ୍କ ବୈଠକ ପରେ ଜାରି ହେବାକୁ ଥିବା ଘୋଷଣାପତ୍ରରେ ସ୍ବାକ୍ଷର…

ପୋଲିସ୍-ମାଓବାଦୀ ମଧ୍ୟରେ ଗୁଳି ବିନିମୟ; ୨ ମହିଳା ମାଓବାଦୀ ନିହତ

ଛତିଶଗଡ଼ର ଅବୁଝମାଡ଼ ଜଙ୍ଗଲରେ ପୋଲିସ୍-ମାଓବାଦୀ ଗୁଳି ବିନିମୟ ହୋଇଛି। ଏହି ପୋଲିସ ଏନକାଉଣ୍ଟରେ ୨ ହାର୍ଡକୋର୍ ମହିଳା ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଏହା ସହ ସେଠାରେ ରାଇଫଲ୍, ବନ୍ଧୁକ ଓ ବିପୁଳ ପରିମାଣର ବିସ୍ପୋରକ ଜବତ ହୋଇଛି ।…

ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା

ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ । ଦିନକୁ ଦିନ ନିଶା କାରବାର ତଥା ସେବନ ବଢିଚାଲିଛି। ଏହରିମଧ୍ୟରେ ନୀଳ ଜହରକୁ ମୂଳପୋଛ କରିବା ପାଇଁ ଆକ୍ସନ ମୋଡ଼ରେ ଆବକାରୀ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଅବକାରୀ…