ତାଜା ଖବର ରାଜ୍ୟ ଶରଧାବାଲିରେ ଦଳାଚକଟା ଘଟଣା; ନବୀନଙ୍କ ଉଦ୍ବେଗ June 29, 2025 Papirani ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆ ଏକ୍ସରେ କହିଛନ୍ତି ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ସକାଳ ଦର୍ଶନ ସମୟରେ ଭୀଷଣ ଦଳାଚକଟା ଘଟଣାରେ…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି; ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ନିଯୁକ୍ତ ହେବେ ‘ଶିଶୁ ସେବିକା’ June 29, 2025 Papirani ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା…
ତାଜା ଖବର ରାଜ୍ୟ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଆଜିଠୁ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ହୋଇପାରେ ପ୍ରବଳ ବର୍ଷା June 29, 2025 Papirani ଆଜିଠୁ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଦକ୍ଷିଣ-ପଶ୍ଚମ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ। ପରବର୍ତ୍ତୀ ସମୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ…
ତାଜା ଖବର ରାଜ୍ୟ ଶରଧାବାଲିରେ ଦଳାଚକଟା; ୩ ଶ୍ରଦ୍ଧାଳୁ ମୃତ, ୫୦ ଆହତ June 29, 2025 Papirani ମାଉସୀ ମା’ଙ୍କ ପାଖରେ ପହଂଚି ସାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କୁ ଦେଖିବା ପାଇଁ କାଇଁ କେତେ ଦୂରରୁ ଭକ୍ତମାନେ ଆସିଛନ୍ତି। ଏହି ସମୟରେ ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣା ସାମ୍ନାକୁ ଆସିଛି। ଶରଧାବାଲିରେ ଠେଲାପେଲାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…
ଦେଶ ବିଶ୍ୱ ଅନ୍ତର୍ଜାତୀୟ ସ୍ପେଶ ସେଣ୍ଟରରୁ ମୋଦିଙ୍କ ସହ କଥା ହେଲେ ମହାକାଶଚାରୀ ଶୁଭାଂଶୁ June 29, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଭାରତୀୟ ମହାକାଶଚାରୀ ତଥା ଗୃପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ତାଙ୍କ ସହିତ କଥା ହୋଇ ମହାକାଶରେ ଭାରତର ଗୌରବ ବଢ଼ାଇଥିବାରୁ ତାଙ୍କୁ ଶୁଭକାମନା…