Day: 30 June 2025

ବିଏମ୍‌ସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ

ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ…

ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ ସୂଚନା । ଆଜି ଇ-କେଓ୍ବାଇସି ଯାଞ୍ଚ କରିବାର ଶେଷ ତାରିଖ ରହିଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଯେଉଁ ହିତାଧିକାରୀ e-KYC କରି ନାହାନ୍ତି,…

ଜୁଲାଇ ୧ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ବର୍ଷା ଋତୁ ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଜୁଲାଇ ୧ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ଜୁଲାଇ ପହିଲାରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ବନ୍ଦ ରହିବ ଅଭୟାରଣ୍ୟ । ଏନେଇ ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ତେବେ…

ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି

ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ । ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ ପରେ ଆଜିଠୁ ଆରମ୍ଭ ହୋଇଛି ଆଡ଼ପ ଦର୍ଶନ । ଆଜି ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଦେବ ଏବଂ…

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଓ ଜଳ ଛାୟା ଯୁଗ୍ମ ନିର୍ଦ୍ଦେଶକ

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ମୃତ୍ତିକା ସଂରକ୍ଷଣ ଏବଂ ଜଳ ଛାୟା ଯୁଗ୍ମ ନିର୍ଦ୍ଦେଶକ । ଆଜି ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାସାଙ୍ଗେ ୮ଟି ସ୍ଥାନରେ ଭିଜିଲାନ୍ସ…

ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି

ଆଡ଼ପ ମଣ୍ଡପରେ ତିନି ଦିଅଁ । ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା । ଏହା ସହ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ବନକଲାଗି ନୀତି ଯୋଗୁଁ ଆଜି…

ପ୍ରବଳ ବର୍ଷା ପାଇଁ ମୟୁରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର

ମୟୁରଭଞ୍ଜ ଜିଲ୍ଲାରେ ଜାରି ରହିଛି ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡଘଡି ବିଜୁଳି । ଏହାର ପ୍ରଭାବ ବଢିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ଆଜି ମୟୁରଭଞ୍ଜ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ…