ତାଜା ଖବର ରାଜ୍ୟ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ୍; ଆୟକର ଠକେଇ ଅଭିଯୋଗରେ ଚଢ଼ାଉ June 19, 2025 Papirani ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ କିଶୋର ଦାସଙ୍କ ଘରେ ଆଇଟି ରେଡ୍ । ୨୦ରୁ ଅଧିକ ସ୍ଥାନରେ ଚଢ଼ାଉ କରିଛି ଆୟକର ବିଭାଗ। ନବଦାସଙ୍କର ଝାରସୁଗୁଡ଼ା, ସମ୍ବଲପୁର, ଭୁବନେଶ୍ବର ଓ ନୂଆଦିଲ୍ଲୀର ବିଭିନ୍ନ ସ୍ଥାନରେ ଆଇଟି ରେଡ୍ କରିଥିବା ଜଣାପଡିଛି। ଆୟକର…
ରାଜ୍ୟ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋହନ ମାଝୀ, ଧର୍ମେନ୍ଦ୍ର ପ୍ରଧାନ June 18, 2025 Nirvay ନବୀନଙ୍କ ଅସୁସ୍ଥତା ବିଷୟରେଜାଣିବା ପରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଚିକିତ୍ସା ପାଇଁ ଆସନ୍ତା ୨୨ ତାରିଖରେ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ…
ରାଜ୍ୟ କେନ୍ଦୁଝରରେ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି June 18, 2025 Nirvay କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ତେନ୍ତଳାପଶି ଗାଁରେ ଜଣେ ୧୭ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଭୟଙ୍କର ଗଣଦୁଷ୍କର୍ମ ଓ ନିର୍ମମ ହତ୍ୟା ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ଆସାମୀ ମାନଙ୍କୁ ତୁରନ୍ତ ଗିରଫ କରିବା ଦାବିରେ…
ରାଜନୀତି ରାଜ୍ୟ ପୁରୀରେ ବିଜେଡିର ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ June 18, 2025 Nirvay ପୁରୀ ଠାରେ ଆୟୋଜିତ ଏକ ବିଶାଳ ଯୁବ ଛାତ୍ର ଜନଜାଗରଣ ଅଭିଯାନ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ବିଜୁ ଜନତା ଦଳର ଯୁବ ଛାତ୍ର ନେତୃମଣ୍ଡଳୀ ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷର ବିଫଳତାକୁ ନେଇ ବର୍ଷିଛନ୍ତି । ସରକାରଙ୍କ ଲମ୍ୱା ବିଫଳତା…
ରାଜ୍ୟ ଆସନ୍ତା ୨୦ ତାରିଖରେ ବନ୍ଦ ରହିବ ଭୁବନେଶ୍ୱର ଓ କଟକ ମହାନଗରର ସମସ୍ତ ସ୍କୁଲ June 18, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।…
ତାଜା ଖବର ରାଜନୀତି ରାଜ୍ୟ ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ June 18, 2025 Papirani ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ୨୨ରେ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ ।ଏନେଇ ଆଜି ନିଜ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକ।…
ତାଜା ଖବର ରାଜ୍ୟ ଓଡ଼ିଶାର ବିକାଶ ପାଇଁ ୨୦୩୬ର ରୋଡ୍ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ June 18, 2025 Papirani ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଗରିବ, ଯୁବକ, କୃଷକ ଓ ମହିଳା କେନ୍ଦ୍ରୀକ ଯୋଜନା ଆଧାରିତ ବିଭିନ୍ନ ଯୋଜନାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରୁଛନ୍ତି । ଆନ୍ତରୀଣ ଓ ବାହ୍ୟ ସୁରକ୍ଷାରେ ଭାରତବର୍ଷ ଆଜି ସଶକ୍ତ ହୋଇଛି ।…
ତାଜା ଖବର ରାଜ୍ୟ ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ June 18, 2025 Papirani ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର…
ତାଜା ଖବର ରାଜ୍ୟ ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ June 18, 2025 Papirani କେନ୍ଦୁଝର ଜିଲ୍ଲାରେ ଆଜି ଜଣେ ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ । କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ତେନ୍ତେଳାପଶି ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଏକ ସଜନା ଗଛରେ ନାବାଳିକାର ଝୁଲନ୍ତା ଶବ ଉଦ୍ଧାର…
ତାଜା ଖବର ଦେଶ ଆସନ୍ତା ଅଗଷ୍ଟ ୧୫ରୁ ନୂଆ ଫାଷ୍ଟଟ୍ୟାଗ୍ ନିୟମ; ୩ ହଜାର ଟଙ୍କାରେ ବର୍ଷେ ଯାଏଁ ରହିବ ଫାଷ୍ଟ ଟ୍ୟାଗ୍ ଅବଧି June 18, 2025 Papirani ଆସିଲା ନୂଆ ନିୟମ। ଆସନ୍ତା ଅଗଷ୍ଟ ୧୫ରୁ ଲଗୁହେବ ନୂଆ ଫାଷ୍ଟଟ୍ୟାଗ୍ ନିୟମ । କାର୍ଯ୍ୟକାରୀ ହେବ ଫ୍ୟାସ୍ ଟ୍ୟାଗର ବାର୍ଷିକ ପାସ୍। ୩ ହଜାର ଟଙ୍କାରେ ବର୍ଷେ ଯାଏଁ ରହିବ ଫାଷ୍ଟ ଟ୍ୟାଗ୍ ଅବଧି। ୨୦୦ ଟ୍ରିପ୍ସ ପର୍ଯ୍ୟନ୍ତ ଆଉ…