Month: June 2025

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା; ୪୦ ମୃତ

ଅହମ୍ମବାଦସ୍ଥିର ସର୍ଦ୍ଦାର ବଲ୍ଲଭ ଭାଇ ଅନ୍ତର୍ଜାତୀୟ ବିମାନ ବନ୍ଦର ନିକଟରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତରେ ୪୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିବା ବେଳେ ସେଥିରେ ଗୁଜରାଟର ପୂର୍ବତନ…

ଅହମ୍ମଦାବାଦ ବିମାନ ବନ୍ଦର ନିକଟରେ ବିମାନ ଦୁର୍ଘଟଣା

ଗୁଜୁରାଟର ଅହମ୍ମଦାବାଦ ବିମାନ ବନ୍ଦର ନିକଟରେ ବିମାନ ଦୁର୍ଘଟଣା । ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟେକ୍‌ ଅଫ୍‌ କରିବା ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ତେବେ ଏହି ବିମାନରେ ୨୪୨…

ଗୋଟିଏ ଦିନରେ ୨ଟି ବ୍ୟାଙ୍କ୍‌ ଲୁଟ୍; ବନ୍ଧୁକ ଦେଖାଇ ଲୁଟି ନେଲେ ଟଙ୍କା ଓ ସୁନା ଗହଣା

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ୍‌ରେ ସଶସ୍ତ୍ର ଡକାୟତି । ଯୋଡ଼ା ସହର ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ୍‌ରୁ ଲୁଟ୍ । ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା ଓ ସୁନା ଗହଣା । ବ୍ୟାଙ୍କରେ ବଡ଼ ଧରଣର ଲୁଟ୍ କରି ୫ ଦୁର୍ବୃତ୍ତ ଫେରାର…

ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲା: ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଜାମିନ

ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ତଥା ଆଇଏଏସ୍ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଜାମିନ । ଜାମିନ ପ୍ରଦାନ କରିଛନ୍ତି ଏସଡିଜେଏମ୍ କୋର୍ଟ। ୫୦ ହଜାର ଟଙ୍କା ଲେଖାଏଁ ଦୁଇଟି ମୂଚାଲିକାରେ ମନୀଷଙ୍କୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ…

ଯୁକ୍ତ ୩ ନାମଲେଖା ପାଇଁ ଆସିଲା ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଚଳିତ ବର୍ଷ ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଆଜି ପ୍ରକାଶ ପାଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ କଟ୍ ଅଫ୍ ତାଲିକା ପ୍ରକାଶ ପାଇଛି । କଳା, ବିଜ୍ଞାନ ଏବଂ ବାଣିଜ୍ୟରେ ସର୍ବାଧିକ କଟ୍‌ଅଫ୍…

ଆଜିଠୁ ତାତିରୁ ମିଳିବ ମୁକ୍ତି; ରାଜ୍ୟରେ ୨ରୁ ୩ ଡିଗ୍ରୀ ଖସିବ ତାପମାତ୍ରା

ଆଜିଠୁ ରାଜ୍ୟରେ କମିବ ତାତି । କିଛି ଦିନ ଧରି ଦିନରେ ଖରା, ଗରମ ଓ ମଧ୍ୟାହ୍ନରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଥିବା ବେଳେ ଗରମ ଗୁଳୁଗୁଳି ବଢି ଚାଲିଥିଲା । ହେଲେ ଆଜିଠୁ ୨ରୁ ୩ ଡିଗ୍ରୀ ତାପମାତ୍ରା…

ରାଜ୍ୟ ସ୍ତରୀୟ ବିକାଶ ବାହନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ଜୁନ୍ ୨୧ ଯାଏଁ ଗଡ଼ିବ ବିକାଶ ବାହାନ । ରାଜ୍ୟ ରେ ବିଜେପି ତଥା ମୋହନ ସରକାରଙ୍କୁ ୧ ବର୍ଷ ଶାସନ ପୂର୍ଣ୍ଣ ହୋଇଛି, କଣ ନଥିଲା ଆଉ କଣ ହେଇଛି, ଯାହାକୁ ନେଇ ପଞ୍ଚାୟତ ସ୍ତରରେ ବୁଲିବ ବିକାଶ…

ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ିଲା ବିମାନ; ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆରମ୍ଭ ହେଲା ଭୁବନେଶ୍ୱରରୁ ଆବୁଧାବିକୁ ସିଧା ବିମାନ ସେବା ।ଭୁବନେଶ୍ବର ଏୟାରପୋର୍ଟରୁ ଆବୁଧାବିକୁ ଉଣାଡ଼ ଭରିଲା ବିମାନ । ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଏହି ବିମାନ ଉଡ଼ାଣ କରାଯାଇଛି । ଆଜି ଏହି ବିମାନ ସେବା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ…

ଭଦ୍ରକ ଜିଲ୍ଲାର ୫ ଟି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ

୨୪ ଘଣ୍ଟା ପାଇଁ ଭଦ୍ରକ ଜିଲ୍ଲାର ୫ ଟି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ । ଭଦ୍ରକ ବ୍ଲକ ଓ ପୌରପାଳିକା, ତିହିଡି ବ୍ଲକ, ଧାମନଗର ବ୍ଲକ ଓ ଏନଏସି ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ ରହିବ । ସକାଳ ୬ଟାରୁ…

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଭୁବନେଶ୍ବରର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ…