Month: June 2025

ରାଇଘର ଚାଷୀଙ୍କ ଧାନ ବିକ୍ରି ବକେୟା ଟଙ୍କା ନମିଳିବା ଘଟଣା; ୧୨ ଘଣ୍ଟା ବନ୍ଦ ଓ କଳା ଦିବସ ଡାକରାକୁ ବିଜେଡିର ସମର୍ଥନ

ଅବିଭକ୍ତ କୋରାପୁଟ ଜିଲ୍ଲାରେ ୩୪୪ ଜଣ ଚାଷୀଙ୍କୁ ଧାନ ବିକ୍ରି ଟଙ୍କା ଚାରି ମାସ ପରେ ମଧ୍ୟ ମିଳି ନଥିବାରୁ, ଚାଷୀ ସମାଜ ମଧ୍ୟରେ ପ୍ରବଳ ଜନ ଅସନ୍ତୋଷ ସୃଷ୍ଟି ହୋଇଛି । ଚାଷୀମାନଙ୍କୁ ତୁରନ୍ତ ତାଙ୍କ ପ୍ରାପ୍ୟ ପ୍ରଦାନ ଦାବୀରେ…

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଜିଡିଏସ ଚାକିରି ହାତେଇବା ଘଟଣା: ୫ ଗିରଫ

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଗ୍ରାମୀଣ ଡାକ ସେବକ (ଜିଡିଏସ) ନିଯୁକ୍ତି ହାତେଇବା ମାମଲାରେ ବଲାଙ୍ଗିରରୁ ୫ ଜଣଙ୍କୁ ଚିହ୍ନଟ କରି ଗିରଫ କଲା କ୍ରାଇମବ୍ରାଞ୍ଚ CID । HSE ଓ ବିଭିନ୍ନ ବିଶ୍ବବିଦ୍ୟାଳୟ ନାଁରେ ଜାଲ୍‌ ସାର୍ଟିଫିକେଟ୍‌ ଦେଇଥିଲେ । ପୂର୍ବରୁ…

ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା ଘଟଣା; ବ୍ୟକ୍ତିଗତ ଶତ୍ରୁତାରୁ ହୋଇଛି ହତ୍ୟା: ଏସପି 

ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ସହର ସମ୍ପୂର୍ଣ୍ଣ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବାବେଳେ ଜଣେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତକୁ ହତ୍ୟା ଘଟଣା ଚାରିଆଡ଼େ ଭୟର ଆତଙ୍କ ସୃଷ୍ଟି କରିଛି । ବ୍ୟକ୍ତିଗତ ଶତ୍ରୁତାରୁ ହତ୍ୟା ହୋଇଥିବା ସୂଚନା ଦେଇଛନ୍ତି ପୁରୀ…

ସ୍ନାନ ମଣ୍ଡପରେ ଅଣସେବାୟତ ଥିଲେ ହେବ କାର୍ଯ୍ୟାନୁଷ୍ଠାନ

ଜଳଲାଗି ବେଳେ ଅଣସେବାୟତ ଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଏ ନେଇ ଆଜି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।। ସେ କହିଛନ୍ତି ଯଦି ଦିବ୍ୟସ୍ନାନ ସମୟରେ ମଣ୍ଡପରେ କେହି ଅଣସେବାୟତ ରହିଥିବାର ପ୍ରମାଣ ମିଳିଲେ ହେବ କାର୍ଯ୍ୟାନୁଷ୍ଠାନ…

ପୁରୀରେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା ସନ୍ଦେହ

ପୁରୀରେ ଜଣେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା ସନ୍ଦେହ । ଟାଉନ ଥାନା ଗୁଡ଼ିଆସାହି ରାବେଣି ଚଉରା ପାଖରେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ, ମୃତ ସେବାୟତ ମହାସୁହାରସାହିର ଥିବାବେଳେ ସେ…

ମେଘାଳୟ ହନିମୁନ ମର୍ଡର ମିଷ୍ଟ୍ରି: ସ୍ୱାମୀଙ୍କୁ ମାରିଥିବା ସ୍ୱୀକାର କଲା ସୋନମ

ଇନ୍ଦୋରର ରାଜା ରଘୁବଂଶୀ ହତ୍ୟା ମାମଲାରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ମୃତ ରାଜା ରଘୁବଂଶୀଙ୍କ ପତ୍ନୀ ସୋନମ ରଘୁବଂଶୀ ହତ୍ୟା ଷଡ଼ଯନ୍ତ୍ରରେ ସାମିଲ ଥିବା ଏସଆଇଟି ଆଗରେ ସ୍ୱୀକାର କରିଛି । ଆଜିକୁ ଠିକ ମାସକ ତଳେ…

ଯାଜପୁର ଡାଇରିଆ ଆକ୍ରାନ୍ତଙ୍କ ପାଖରେ ପହଞ୍ଚିଲା ସ୍ୱାସ୍ଥ୍ୟ ଟିମ୍‌

ଯାଜପୁର ଅଞ୍ଚଳରେ ୫୦୦ରୁ ଅଧିକ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ଏକ ଡାକ୍ତରୀ ଟିମ୍‌ ଆଜି ରୋଗୀଙ୍କ ପାଖରେ ପହଞ୍ଚିଛି । ଏହି ଟିମ୍‌ରେ ଡାକ୍ତର, ମାଇକ୍ରୋ ବାୟୋଲୋଜିଷ୍ଟି ଏବଂ ଖାଦ୍ୟ ନିରାପତ୍ତା ଅଧିକାରୀ…

ପୁଣି ଘୁଞ୍ଚିଲା ସ୍ପେଶ୍‌ ଏକ୍ସର ଆକ୍ସିଅମ୍‌-୪ ମିଶନ୍

ପୁଣି ଘୁଞ୍ଚିଲା ସ୍ପେଶ୍ ମିଶନ୍ ଆକ୍ସିଅମ୍-୪ ମିଶନ । ଫାଲକନ୍ 9 ଲଞ୍ଚ ଯାନକୁ ଯାଞ୍ଚ କରିବା ବେଳେ ସେଥିରେ ବୈଷୟିକ ତ୍ରୁଟି ଦେଖା ଯାଇଥିଲା । ପରୀକ୍ଷଣ ସମୟରେ ଲିକୁଇଡ ଅକ୍ସିଜେନ ଲିକେଜ ହେଉଥିବାର ଜଣା ପଡିଥିଲା ବୋଲି ଇସ୍ରୋ…

ରାଜ୍ୟରେ ହଟିଲା ପାର୍ଟ ପ୍ଲଟ୍ ବିକ୍ରି ପାଇଁ ସମସ୍ତ କଟକଣା

ରାଜ୍ୟରେ ପାର୍ଟ ପ୍ଲଟ୍ ବିକ୍ରି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର ହଟାଇ ଦେଇଛନ୍ତି। ଏହା ସହିତ ଆପାର୍ଟିମେଣ୍ଟ ରେଜିଷ୍ଟ୍ରେସନ୍ ପାଇଁ ବାଟ ଫିଟିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…

ଯାଜପୁରରେ ଝାଡ଼ାବାନ୍ତି ଆତଙ୍କ; ଦୁଇ ଶହରୁ ଅଧିକ ଆକ୍ରାନ୍ତ, ୨ ମୃତ

ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ଆତଙ୍କ । ଝାଡ଼ାବାନ୍ତିରେ ୨୦୦ରୁ ଅଧିକ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିଶେଷକରି ଯାଜପୁର ଜିଲ୍ଲାର ବ୍ୟାସନଗର ପୌରାଞ୍ଚଳ, ଦାନଗଦୀ, ଧର୍ମଶାଳା, ରସୁଲପୁର ଓ କୋରେଇ ବ୍ଲକର ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି…