ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂରଣ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି; ଏକ ବର୍ଷ ମଧ୍ୟରେ କ’ଣ କ’ଣ ପ୍ରତିଶ୍ରୁତି ପୂରଣ ହୋଇଛି ଜାଣନ୍ତୁ June 10, 2025 Papirani ଆଉ ଗୋଟିଏ ଦିନ ପରେ ମୋହନ ମାଝୀଙ୍କ ସରକାର ଏକ ବର୍ଷ ପୂରଣ କରିବ । ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଏକାକୀ ସରକାର ଗଢ଼ିଛି । ସଂକଳ୍ପ ପତ୍ରରେ ଲୋକଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ସରକାରକୁ…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ June 10, 2025 Papirani ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ବରଗଡ଼ ଡ଼ାଙ୍ଗବାହାଲ ପଞ୍ଚାୟତ ଗାଇସିଲଟ୍ ବ୍ଲକ୍ର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ। ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି। ଏହାପରେ ଭିଜିଲାନ୍ସ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଏବଂ ଅଫିସ ଉପରେ ଚଢ଼ାଉ ଜାରି…
ତାଜା ଖବର ରାଜନୀତି ରାଜ୍ୟ କେବଳ ଲମ୍ବା ଭାଷଣ, ବଡ ବଡ Advertisement ରେ ବିକାଶ ଆସେ ନାହିଁ: ନବୀନ ପଟ୍ଟନାୟକ June 10, 2025 Papirani ବିଜେଡିର ରାଜ୍ୟ କର୍ମକର୍ତ୍ତା ବୈଠକକୁ ପରେ ଜନଜାଗରଣ ଅଭିଯାନକୁ ଶଙ୍ଖଭବନରେ ସମ୍ବୋଧିତ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ କହିଛନ୍ତି ଗଣତନ୍ତ୍ରରେ ସାଧାରଣ ଲୋକ ହେଉଛନ୍ତି ମାଲିକ । ଲୋକଙ୍କ Mandate ରେ ଆମେ ଆଜି…
ତାଜା ଖବର ରାଜ୍ୟ ଡିପ୍ରେସନ ଯୋଗୁଁ ସ୍ବତନ୍ତ୍ର ମେଡିକାଲ ସେଲ୍କୁ ଗଲେ ଗିରଫ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ୍ ଚକମା June 10, 2025 Papirani ଜଣେ କ୍ରସର୍ ମାଲିକଙ୍କଠାରୁ ଲାଞ୍ଚ ନେଇ ଗିରଫ ହୋଇଥିବା ଆଇଏଏସ୍ ଅଧିକାରୀ ତଥା କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ୍ ଚକମା ଡିପ୍ରେସନ ଯୋଗୁଁ ସ୍ବତନ୍ତ୍ର ମେଡିକାଲ ସେଲ୍ରେ ଅଛନ୍ତି । ଡାକ୍ତରୀ ପରୀକ୍ଷା ପରେ ଧୀମାନ ସୁସ୍ଥ ଥିବା ଜଣାପଡିଛି।…
ତାଜା ଖବର ରାଜ୍ୟ ଓଜେଇଇ ପରୀକ୍ଷାଫଳର ସମୟ ପରିବର୍ତ୍ତନ; ଆଜି ସନ୍ଧ୍ୟା ୬ଟା ପରିବର୍ତ୍ତେ ସାଢ଼େ ୫ଟାରେ ବାହାରିବ ରେଜଲ୍ଟ June 10, 2025 Papirani ଆଜି ପ୍ରକାଶ ପାଇବ ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୫ ରେଜଲ୍ଟ । ସନ୍ଧ୍ୟା ୬ଟା ପରିବର୍ତ୍ତେ ସାଢ଼େ ୫ଟାରେ ରେଜଲ୍ଟ । http://ojee.nic.in ରେ ୱେବ୍ସାଇଟ୍ରେ ଆସିବ ରାଙ୍କ୍ କାର୍ଡ । ଆନୁଷ୍ଠାନିକ ଭାବେ ଘୋଷଣା କରିବେ ବିଭାଗୀୟ ମନ୍ତ୍ରୀ…
ତାଜା ଖବର ରାଜ୍ୟ ଆଜି ଶ୍ରୀମନ୍ଦିରରେ ସେନାପଟା ଲାଗି ନୀତି: ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ June 10, 2025 Papirani ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସେନାପଟା ଲାଗି ନୀତି। ଏଥିପାଇଁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ କେବଳ ଦଇତାପତି ସେବାୟତମାନେ ଏହି ନୀତିରେ ଯୋଗଦାନ କରିଥାନ୍ତି।…
ଖେଳ ତାଜା ଖବର ଅନ୍ତର୍ଜାତୀୟ କ୍ରିକେଟ୍ରୁ ବିଦାୟ ନେଲେ ନିକୋଲାସ ପୁରନ୍ June 10, 2025 Papirani ଅନ୍ତର୍ଜାତୀୟ କ୍ରିକେଟ୍ରୁ ବିଦାୟ ନେଲେ ୱେଷ୍ଟଇଣ୍ଡିଜ୍ ବ୍ୟାଟର୍ ନିକୋଲସ୍ ପୁରନ୍। ମାତ୍ର ୨୯ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟ୍ରୁ ଅବସର ହେଇଛନ୍ତି ପୁରନ୍ । ଇନ୍ଷ୍ଟାଗ୍ରାମ୍ରେ ଭାବପୂର୍ଣ୍ଣ ପୋଷ୍ଟ କରି ଅବସର ଘୋଷଣା କରିଥିବାର ଦେଖାଯାଇଛି । ୱେଷ୍ଟଇଣ୍ଡିଜ୍ ପାଇଁ ୧୦୬…
ରାଜ୍ୟ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୦ ଟପିଲା June 9, 2025 Nirvay ରାଜ୍ୟରେ ଏବେ ପୁଣି ଉପରମୁହାଁ କରୋନା । ଆଜି ଗୋଟିଏ ଦିନରେ ଆଉ ସାତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଏହି ସୂଚନା ଦେଇଛନ୍ତି । ଚଳିତ ବର୍ଷ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ରାଜନୀତି ରାଜ୍ୟ ତେନ୍ତୁଳିଖୁଣ୍ଟି ବ୍ଲକ ଅଧ୍ୟକ୍ଷା ନିଳେନ୍ଦ୍ରୀ ନାୟକ ବିଜେପିରେ ସାମିଲ June 9, 2025 Nirvay ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ବ୍ଲକର ଅଧ୍ୟକ୍ଷା ନିଳେନ୍ଦ୍ରୀ ନାୟକ, ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀ ଏବଂ ବହୁ ପଞ୍ଚାୟତ ପ୍ରତିନିଧି ବିଜେପିରେ ସାମିଲ ହୋଇଛନ୍ତି । ଗତ ପଞ୍ଚାୟତ ନିର୍ବାଚନରେ ବିଜେଡି ସମର୍ଥନରେ ବ୍ଲକ ଅଧ୍ୟକ୍ଷା ହୋଇଥିଲେ ନିଳେନ୍ଦ୍ରୀ…
ଖେଳ ତାଜା ଖବର ରାଜ୍ୟ ଡିସେମ୍ବର ୯ରେ ବାରବାଟୀରେ ହେବ ଟି-ଟ୍ବେଣ୍ଟି June 9, 2025 Papirani ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ୍ । ଆସନ୍ତା ଡିସେମ୍ବର ୯ରେ ଖେଳାଯିବ ମ୍ୟାଚ୍ । ଚଳିତ ବର୍ଷ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚର ସିରିଜ୍ ଖେଳାଯିବ। ସେଥିମଧ୍ୟରୁ ଡିସେମ୍ବର ୯ରେ ଓଡ଼ିଶାର…